ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 10

1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ? 2 ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ । 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ । 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର । 5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ । 6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି । 7 ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ । 8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ । 9 ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ । 10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି । 11 ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ । 12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ । 13 ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ? 14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ । 15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର । 16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି । 17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; 18 ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ ।
1 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ଦୂରରେ ଠିଆ ହେଉଅଛ? ସଙ୍କଟ ସମୟରେ ତୁମ୍ଭେ କାହିଁକି ଆପଣାକୁ ଲୁଚାଉଅଛ? .::. 2 ଦୁଷ୍ଟର ଗର୍ବରେ ଦରିଦ୍ର ତପ୍ତ ଭାବରେ ତାଡ଼ିତ ହୁଏ; ସେମାନେ, ଆପଣାମାନଙ୍କ କଳ୍ପିତ କୌଶଳରେ ଧରା ପଡ଼ନ୍ତୁ । .::. 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ । .::. 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ଵର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର । .::. 5 ତାହାର ସମସ୍ତ ଗତି ସର୍ବଦା ଦୃଢ଼; ତୁମ୍ଭର ଶାସନ ତାହାର ଦୃଷ୍ଟିରୁ ଅତି ଊର୍ଦ୍ଧ୍ଵବର୍ତ୍ତୀ, ସେ ଆପଣାର ସମସ୍ତ ବିପକ୍ଷ ପ୍ରତି ଫୁତ୍କାର କରେ । .::. 6 ସେ ଆପଣା ମନେ ମନେ କହେ, ମୁଁ ଘୁଞ୍ଚା ଯିବି ନାହିଁ; ପୁରୁଷାନୁକ୍ରମେ ମୁଁ ବିପଦଗ୍ରସ୍ତ ନୋହିବି । .::. 7 ତାହାର ମୁଖ ଅଭିଶାପ ଓ ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ଵା ତଳେ ଅନିଷ୍ଟ ଓ ଅଧର୍ମ ଥାଏ । .::. 8 ସେ ଗ୍ରାମର ଗୁପ୍ତ ସ୍ଥାନରେ ବସେ; ସେ ଆବୃତ ସ୍ଥାନରେ ନିର୍ଦ୍ଦୋଷକୁ ହତ୍ୟା କରେ; ଅସହାୟ ଲୋକର ପ୍ରତିକୂଳରେ ତାହାର ଚକ୍ଷୁ ଗୋପନରେ ଥାଏ । .::. 9 ଯେପରି ସିଂହ ଆପଣା ଗହ୍ଵରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ । .::. 10 ସେ ଛକି ବସେ, ସେ ନଇଁ ପଡ଼େ, ତହୁଁ ଅସହାୟ ଲୋକେ ତାହାର ବଳିଷ୍ଠମାନଙ୍କ ଦ୍ଵାରା ପତିତ ହୁଅନ୍ତି । .::. 11 ସେ ଆପଣା ମନେ ମନେ କହେ, ପରମେଶ୍ଵର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ । .::. 12 ହେ ସଦାପ୍ରଭୋ, ଉଠ; ହେ ପରମେଶ୍ଵର, ଆପଣା ହସ୍ତ ଉଠାଅ; ଦୁଃଖୀମାନଙ୍କୁ ପାସୋର ନାହିଁ । .::. 13 ଦୁଷ୍ଟଲୋକ କାହିଁକି ପରମେଶ୍ଵରଙ୍କୁ ଅବଜ୍ଞା କରେ ଓ ତୁମ୍ଭେ ଅନୁସନ୍ଧାନ କରିବ ନାହିଁ ବୋଲି ସେ ଆପଣା ମନେ ମନେ କହେ? .::. 14 ତୁମ୍ଭେ ତାହା ଦେଖିଅଛ; କାରଣ ତୁମ୍ଭେ ହସ୍ତକ୍ଷେପ କରିବା ପାଇଁ ଉପଦ୍ରବ ଓ ଦ୍ଵେଷ ପ୍ରତି ଦୃଷ୍ଟି କରୁଅଛ; ଅସହାୟ ଲୋକ ଆପଣାକୁ ତୁମ୍ଭଠାରେ ସମର୍ପଣ କରେ; ତୁମ୍ଭେ ପିତୃହୀନର ସହାୟ ହୋଇଅଛ । .::. 15 ତୁମ୍ଭେ ଦୁଷ୍ଟର ବାହୁ ଭାଙ୍ଗି ଦିଅ; ଆଉ, ତୁମ୍ଭେ ମନ୍ଦଲୋକର କୌଣସି ଦୁଷ୍ଟତା ନ ପାଇବା ପର୍ଯ୍ୟନ୍ତ ତାହା ଅନୁସନ୍ଧାନ କର । .::. 16 ସଦାପ୍ରଭୁ ଅନନ୍ତକାଳ ରାଜା ଅଟନ୍ତି; ଅନ୍ୟ ଦେଶୀୟମାନେ ତାହାଙ୍କ ଦେଶରୁ ଲୁପ୍ତ ହୋଇଅଛନ୍ତି । .::. 17 ହେ ସଦାପ୍ରଭୋ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ; .::. 18 ପିତୃହୀନ ଓ ଉପଦ୍ରବଗ୍ରସ୍ତ ଲୋକଙ୍କର ବିଚାର କରିବ, ତହିଁରେ ମୃତ୍ତିକାଜାତ ମନୁଷ୍ୟ ଆଉ ଭୟଙ୍କର ହୋଇ ପାରିବ ନାହିଁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References