ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 29

1 ଦାଉଦଙ୍କର ଗୀତ । ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର । 2 ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର । 3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ । 4 ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ । 5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି । 6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି । 7 ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ । 8 ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି । 9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି । 10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି । 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ ।
1 ଦାଉଦଙ୍କର ଗୀତ । ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର । .::. 2 ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର । .::. 3 ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ଵର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ । .::. 4 ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ । .::. 5 ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନ୍ର ଏରସ ବୃକ୍ଷସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାନ୍ତି । .::. 6 ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ୍ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି । .::. 7 ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ । .::. 8 ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି । .::. 9 ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି । .::. 10 ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି । .::. 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References