ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 33

1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ । 2 ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର । 3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର । 4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ଵସ୍ତତାରେ ସାଧିତ । 5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 6 ଗଗନମଣ୍ତଳ ସଦାପ୍ରଭୁଙ୍କ ବାକ୍ୟରେ,ଣଣଏବ୍ରୀ ୧୧:୩ ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ଵାସରେ ନିର୍ମିତ । 7 ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ତାରରେ ସଞ୍ଚୟ କରନ୍ତି । 8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ । 9 ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା । 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି । 11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପ-ସବୁ ପୁରୁଷାନୁକ୍ରମେ ଥାଏ । 12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ । 13 ସଦାପ୍ରଭୁ ସ୍ଵର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ମନୁଷ୍ୟ-ସନ୍ତାନକୁ ନିରୀକ୍ଷଣ କରନ୍ତିନ୍ତ 14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି; 15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି । 16 କୌଣସି ରାଜା ଅପାର ସୈନ୍ୟ ଦ୍ଵାରା ତ୍ରାଣ ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ଵାରା ଉଦ୍ଧାର ପାଏ ନାହିଁ । 17 ରକ୍ଷାର୍ଥେ ଅଶ୍ଵ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ଵାରା କାହାକୁ ରକ୍ଷା କରି ପାରିବ ନାହିଁ । 18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19 ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ । 20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ । 21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ । 22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ ।
1 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ-ଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ । .::. 2 ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶ-ତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର । .::. 3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର । .::. 4 କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ଵସ୍ତତାରେ ସାଧିତ । .::. 5 ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; .::. 6 ଗଗନମଣ୍ତଳ ସଦାପ୍ରଭୁଙ୍କ ବାକ୍ୟରେ,ଣଣଏବ୍ରୀ ୧୧:୩ ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ଵାସରେ ନିର୍ମିତ । .::. 7 ସେ ସମୁଦ୍ରର ଜଳସମୂହକୁ ରାଶି ତୁଲ୍ୟ ଏକତ୍ର କରନ୍ତି; ସେ ବାରିଧିସମୂହକୁ ଭଣ୍ତାରରେ ସଞ୍ଚୟ କରନ୍ତି । .::. 8 ସମୁଦାୟ ପୃଥିବୀ ସଦାପ୍ରଭୁଙ୍କୁ ଭୟ କରୁ; ଜଗନ୍ନିବାସୀ ସମସ୍ତେ ତାହାଙ୍କ ବିଷୟରେ ଭୀତ ହେଉନ୍ତୁ । .::. 9 ସେ କହିବାମାତ୍ରେ ସୃଷ୍ଟି ହେଲା, ସେ ଆଜ୍ଞା କରିବା- ମାତ୍ରେ ସ୍ଥିତି ହେଲା । .::. 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି । .::. 11 ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଙ୍କଳ୍ପ-ସବୁ ପୁରୁଷାନୁକ୍ରମେ ଥାଏ । .::. 12 ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ଵର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ । .::. 13 ସଦାପ୍ରଭୁ ସ୍ଵର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ମନୁଷ୍ୟ-ସନ୍ତାନକୁ ନିରୀକ୍ଷଣ କରନ୍ତିନ୍ତ .::. 14 ସେ ଆପଣା ନିବାସ-ସ୍ଥାନରୁ ପୃଥିବୀ-ନିବାସୀ ସମସ୍ତଙ୍କ ଉପରେ ଦୃଷ୍ଟିପାତ କରନ୍ତି; .::. 15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି । .::. 16 କୌଣସି ରାଜା ଅପାର ସୈନ୍ୟ ଦ୍ଵାରା ତ୍ରାଣ ପାଏ ନାହିଁ; କୌଣସି ବୀର ମହାଶକ୍ତି ଦ୍ଵାରା ଉଦ୍ଧାର ପାଏ ନାହିଁ । .::. 17 ରକ୍ଷାର୍ଥେ ଅଶ୍ଵ ମିଥ୍ୟା; କିଅବା ସେ ଆପଣା ମହାବଳ ଦ୍ଵାରା କାହାକୁ ରକ୍ଷା କରି ପାରିବ ନାହିଁ । .::. 18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, .::. 19 ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ । .::. 20 ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ । .::. 21 ଆମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ଆନନ୍ଦ କରିବ, କାରଣ ଆମ୍ଭେମାନେ ତାହାଙ୍କ ପବିତ୍ର ନାମରେ ବିଶ୍ଵାସ କରିଅଛୁ । .::. 22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References