ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 80

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ । 2 ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର । 3 ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । 4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? 5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ । 6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି । 7 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ । 9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା । 10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ । 11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା । 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି? 13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି । 14 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫ 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ । 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି । 17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ । 18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା । 19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍-ଏଦୂତ୍ ସ୍ଵରରେ ଆସଫର ଗୀତ । ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ । .::. 2 ଇଫ୍ରୟିମ ଓ ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର । .::. 3 ହେ ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । .::. 4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ? .::. 5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ । .::. 6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି । .::. 7 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । .::. 8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ । .::. 9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶଯାକ ବ୍ୟାପିଗଲା । .::. 10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ଵରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ । .::. 11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା । .::. 12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ତାଇ ପକାଉ ଅଛନ୍ତି? .::. 13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି । .::. 14 ହେ ସୈନ୍ୟାଧିପତି ପରମେଶ୍ଵର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ଵର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର ଯିଶା. ୬୩:୧୫ .::. 15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ଵାରା ସ୍ଥାପିତ ଗଣ୍ତିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ଵ ନିଅ । .::. 16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି । .::. 17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ । .::. 18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା । .::. 19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References