ଓଡିଆ ବାଇବଲ |
MHB
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
6
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
ରେକର୍ଡଗୁଡିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:0 (04 53 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
1
ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା?
2
ତାହା କେବେହେଁ ନ ହେଉ । ପାପ ପ୍ରତି ମୃତ ଯେ ଆମ୍ଭେମାନେ, ଆମ୍ଭେମାନେ ସେଥିରେ କିପରି ଆଉ ଜୀବନ କାଟିବା?
3
ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ?
4
ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ଵାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ଵାରା ମୃତମାନଙ୍କ ମଧ୍ୟରୁ ଯେଉଁପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହିପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
5
କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା ।
6
ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ଵରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ଵଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
7
ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି ।
8
କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ଵାସ କରୁ ।
9
ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ଵ ନାହିଁ ।
10
କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ଵାରା ସେ ଏକାଥରେ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ଵରଙ୍କ ପ୍ରତି ଜୀବିତ ଅଟନ୍ତି ।
11
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
12
ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ଵ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ-ଗୁଡ଼ାକର ବଶବର୍ତ୍ତୀ ହେବ;
13
କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର ।
14
କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ, ଯେଣୁ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
15
ତେବେ କଅଣ? ଆମ୍ଭେମାନେ ଯେ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ ।
16
ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ?
17
କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
18
ପୁଣି ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ ।
19
ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର ।
20
କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ଵନ୍ଧରେ ସ୍ଵାଧୀନ ଥିଲ ।
21
ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ ।
22
କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ଵରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନ; ଜୀବନ ।
23
କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6
1. ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? 2. ତାହା କେବେହେଁ ନ ହେଉ । ପାପ ପ୍ରତି ମୃତ ଯେ ଆମ୍ଭେମାନେ, ଆମ୍ଭେମାନେ ସେଥିରେ କିପରି ଆଉ ଜୀବନ କାଟିବା? 3. ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? 4. ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ଵାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ଵାରା ମୃତମାନଙ୍କ ମଧ୍ୟରୁ ଯେଉଁପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହିପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; 5. କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା । 6. ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ଵରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ଵଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, 7. ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି । 8. କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ଵାସ କରୁ । 9. ଖ୍ରୀଷ୍ଟ ମୃତମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ଵ ନାହିଁ । 10. କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ଦ୍ଵାରା ସେ ଏକାଥରେ ପାପ ପ୍ରତି ମୃତ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ଵରଙ୍କ ପ୍ରତି ଜୀବିତ ଅଟନ୍ତି । 11. ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ଵରଙ୍କ ପ୍ରତି ଜୀବିତ ବୋଲି ଗଣନା କର । 12. ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ଵ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ-ଗୁଡ଼ାକର ବଶବର୍ତ୍ତୀ ହେବ; 13. କିମ୍ଵା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ଵରଙ୍କ ନିକଟରେ ସମର୍ପଣ କର, ପୁଣି ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ଵରଙ୍କ ନିକଟରେ ସମର୍ପଣ କର । 14. କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ, ଯେଣୁ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ । 15. ତେବେ କଅଣ? ଆମ୍ଭେମାନେ ଯେ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥିନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ । 16. ମୃତ୍ୟୁଜନକ ପାପ କିମ୍ଵା ଧାର୍ମିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପୋା ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କଅଣ ଜାଣ ନାହିଁ? 17. କିନ୍ତୁ ଈଶ୍ଵରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, 18. ପୁଣି ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ । 19. ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର । 20. କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ଵନ୍ଧରେ ସ୍ଵାଧୀନ ଥିଲ । 21. ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜା ବୋଧ କରୁଅଛ, କେବଳ ସେତିକି ମାତ୍ର; ସେହିସମସ୍ତର ପରିଣାମ ତ ମୃତ୍ୟୁ । 22. କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ଵରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନ; ଜୀବନ । 23. କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ଵରଙ୍କ ଅନୁଗ୍ରହଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନ; ଜୀବନ ଅଟେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 7
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 8
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 9
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 10
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 11
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 14
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 15
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References