ଓଡିଆ ବାଇବଲ |
MKJV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
33
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
ରେକର୍ଡଗୁଡିକ
ଗୀତସଂହିତା 73:51 (12 24 pm)
ଯିରିମିୟ 33:0 (12 24 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 33
1
ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
2
ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;
3
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା ।
4
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜଗଣର ଯେସକଳ ଗୃହ ବନ୍ଧ ଓ ଖଡ଼୍ଗ ବିରୁଦ୍ଧରେ ଆଶ୍ରୟ ସ୍ଵରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି;
5
ଲୋକମାନେ କଲ୍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ତ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ ।
6
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା ।
7
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ଵାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା ।
8
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ଵାରା ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା ।
9
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ଵରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।
10
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ଧ୍ଵଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ, ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ଵଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
11
ଆନନ୍ଦଧ୍ଵନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ । କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା ।
12
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତିସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ ।
13
ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର-ସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ ।
14
ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସମ୍ଵନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି ।
15
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ ।
16
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ ।
17
କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କେତେବେଳେ ନୋହିବ
18
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ ଓ ଭକ୍ଷ୍ୟ-ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ ।
19
ଅନନ୍ତର ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
20
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ଦିବସ ସମ୍ଵନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
21
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ନୋହିବ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ହିଁ ଭଗ୍ନ କରାଯାଇ ପାରିବ ।
22
ଆକାଶମଣ୍ତଳର ବାହିନୀଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା ।
23
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
24
ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି । ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ ।
25
ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
26
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ । ଆମ୍ଭେ ସେମାନଙ୍କୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା ।
ଯିରିମିୟ 33
1. ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ଵିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, 2. ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ; 3. ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା । 4. କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜଗଣର ଯେସକଳ ଗୃହ ବନ୍ଧ ଓ ଖଡ଼୍ଗ ବିରୁଦ୍ଧରେ ଆଶ୍ରୟ ସ୍ଵରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; 5. ଲୋକମାନେ କଲ୍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ତ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ । 6. ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ଵାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା । 7. ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ଵାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା । 8. ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ଵାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ଵାରା ସେମାନେ ଆମ୍ଭର ଆଜ୍ଞା ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା । 9. ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ଵରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ। 10. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ଧ୍ଵଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ, ବୋଲି କହୁଅଛ, ସେଠାରେ, ଅର୍ଥାତ୍, ଧ୍ଵଂସିତ, ନରଶୂନ୍ୟ, ନିବାସୀବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ 11. ଆନନ୍ଦଧ୍ଵନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ । କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା । 12. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତିସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ । 13. ସଦାପ୍ରଭୁ କହନ୍ତି, ପାର୍ବତୀୟ ଦେଶର ନଗର-ସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ । 14. ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ସମ୍ଵନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି । 15. ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ-ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ । 16. ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ । 17. କାରଣ ସଦାପ୍ରଭୁ ଏହି କଥା କହନ୍ତି: ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କେତେବେଳେ ନୋହିବ 18. କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ ଓ ଭକ୍ଷ୍ୟ-ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ । 19. ଅନନ୍ତର ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 20. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ଦିବସ ସମ୍ଵନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ; 21. ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ନୋହିବ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ହିଁ ଭଗ୍ନ କରାଯାଇ ପାରିବ । 22. ଆକାଶମଣ୍ତଳର ବାହିନୀଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା । 23. ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, 24. ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି । ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ । 25. ସଦାପ୍ରଭୁ ଏହି କଥା କହନ୍ତି, ଯେବେ ଦିବସ ଓ ରାତ୍ରି ସମ୍ଵନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯେବେ ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ, 26. ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ । ଆମ୍ଭେ ସେମାନଙ୍କୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା ।
ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References