ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ନିହିମିୟା

ରେକର୍ଡଗୁଡିକ

ନିହିମିୟା ଅଧ୍ୟାୟ 11

1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ । 2 ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ଵେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ । 3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ⇧ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ । 4 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ । ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ; 5 ଆଉ, ବାରୁକର ପୁତ୍ର ମାସେୟ, ସେହି ବାରୁକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର । 6 ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀର ପୁରୁଷ ଯିରୂଶାଲମରେ ବାସ କଲେ । 7 ବିନ୍ୟାମୀନର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର । 8 ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ । 9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୟାର ପୁତ୍ର ଯିହୁଦା ନଗରର ଦ୍ଵିତୀୟ କର୍ତ୍ତା ଥିଲା । 10 ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବର ପୁତ୍ର ଯିଦୟୀୟ, ଯାଖୀନ, 11 ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଥିଲା । 12 ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍‍କିୟେଲର ପୁତ୍ର, 13 ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍ର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍ର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର, 14 ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା । 15 ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମ୍ର ପୁତ୍ର, ଅସ୍ରୀକାମ୍ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର; 16 ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍ ପରମେଶ୍ଵରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ; 17 ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ଵିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ । 18 ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ । 19 ଆହୁରି, ଦ୍ଵାରପାଳ ଅକ୍କୂବ୍, ଟଲ୍ମୋନ ଓ ନଗର-ଦ୍ଵାରସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ । 20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟ-ମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ରହିଲେ । 21 ନଥୀନୀୟ ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ । 22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମର୍ତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ କଲା । 23 କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା । 24 ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା। 25 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ; 26 ଆଉ ଯେଶୂୟରେ, ମୋଲାଦାରେ ଓ ବୈଥ୍ପେଲଟରେ; 27 ଆଉ ହତ୍ସର-ଶୁୟାଲରେ, ବେର୍ଶେବା ଓ ତହିଁର ଉପନଗରରେ; 28 ଆଉ ସିକ୍ଲଗ୍ରେ, ମକୋନା ଓ ତହିଁର ଉପନଗରରେ; 29 ଆଉ ଐନ୍-ରିମ୍ମୋଣରେ, ସରାୟରେ ଓ ଯର୍ମୁତରେ; 30 ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ । ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ । 31 ବିନ୍ୟାମୀନ-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍ମସ୍ ଓ ଅୟାରେ, ବୈଥେଲ୍ ଓ ତହିଁର ଉପନଗରରେ; 32 ଅନାଥୋତ, ନୋବ ଓ ଅନନୀୟାରେ; 33 ହାତ୍ସୋର, ରାମା, ଗିତ୍ତୟିମରେ; 34 ହାଦୀଦ୍, ସବୋୟିମ, ନବଲ୍ଲାଟରେ; 35 ଲୋଦ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ । 36 ଆଉ, ଯିହୁଦା ସମ୍ପର୍କୀୟ ନାନା ପାଳିଭୁକ୍ତ କେତେକ ଲେବୀୟ ଲୋକ ବିନ୍ୟାମୀନ ସହିତ ସଂଯୁକ୍ତ ହେଲେ ।
1 ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ । .::. 2 ଆଉ, ଯେଉଁମାନେ ଯିରୂଶାଲମରେ ବାସ କରିବାକୁ ସ୍ଵେଚ୍ଛାପୂର୍ବକ ଆପଣାମାନଙ୍କୁ ସମର୍ପଣ କଲେ, ଲୋକମାନେ ସେମାନଙ୍କର ଧନ୍ୟବାଦ କଲେ । .::. 3 ପ୍ରଦେଶରେ ଏହି ପ୍ରଧାନବର୍ଗ ଯିରୂଶାଲମରେ ବାସ କଲେ; ମାତ୍ର ଯିହୁଦାର ନାନା ନଗରରେ ଲୋକମାନେ, ଅର୍ଥାତ୍, ଇସ୍ରାଏଲ, ଯାଜକମାନେ ଓ ଲେବୀୟମାନେ ଓ ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ⇧ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ଆପଣା ଆପଣା ନଗରରେ ବାସ କଲେ । .::. 4 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନର ସନ୍ତାନଗଣ ମଧ୍ୟରୁ କେତେକ ଲୋକ ଯିରୂଶାଲମରେ ବାସ କଲେ । ଯିହୁଦାର ସନ୍ତାନଗଣ ମଧ୍ୟରୁ ଉଷୀୟର ପୁତ୍ର ଅଥାୟ, ସେହି ଉଷୀୟ ଜିଖରୀୟର ପୁତ୍ର, ଜିଖରୀୟ ଅମରୀୟର ପୁତ୍ର, ଅମରୀୟ ଶଫଟୀୟର ପୁତ୍ର, ଶଫଟୀୟ ମହଲଲେଲର ପୁତ୍ର, ମହଲଲେଲ ପେରସ-ସନ୍ତାନଗଣ ମଧ୍ୟରୁ ଜଣେ; .::. 5 ଆଉ, ବାରୁକର ପୁତ୍ର ମାସେୟ, ସେହି ବାରୁକ କଲ୍ହୋଷିର ପୁତ୍ର, କଲ୍ହୋଷି ହସାୟର ପୁତ୍ର, ହସାୟ ଅଦାୟାର ପୁତ୍ର, ଅଦାୟା ଯୋୟାରୀବ୍ର ପୁତ୍ର, ଯୋୟାରୀବ୍ ଜିଖରୀୟର ପୁତ୍ର, ଜିଖରୀୟ ଶୀଲୋନିର ପୁତ୍ର । .::. 6 ପେରସର ସନ୍ତାନ ସର୍ବସୁଦ୍ଧା ଚାରି ଶହ ଅଠଷଠି ଜଣ ବୀର ପୁରୁଷ ଯିରୂଶାଲମରେ ବାସ କଲେ । .::. 7 ବିନ୍ୟାମୀନର ସନ୍ତାନଗଣ, ଯଥା, ମଶୁଲ୍ଲମ୍ର ପୁତ୍ର ସଲ୍ଲୁ, ସେହି ମଶୁଲ୍ଲମ୍ ଯୋୟେଦ୍ର ପୁତ୍ର, ଯୋୟଦ୍ ପଦାୟର ପୁତ୍ର, ପଦାୟ କୋଲାୟାର ପୁତ୍ର, କୋଲାୟା ମାସେୟର ପୁତ୍ର, ମାସେୟ ଇଥୀୟେଲର ପୁତ୍ର, ଇଥୀୟେଲ ଯିଶାୟାହର ପୁତ୍ର । .::. 8 ପୁଣି, ତାହା ଛଡ଼ା ଗବ୍ବୟ, ସଲ୍ଲୟ ଆଦି ନଅ ଶହ ଅଠାଇଶ ଜଣ । .::. 9 ଆଉ, ସିଖ୍ରିର ପୁତ୍ର ଯୋୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା ଓ ହସନୟାର ପୁତ୍ର ଯିହୁଦା ନଗରର ଦ୍ଵିତୀୟ କର୍ତ୍ତା ଥିଲା । .::. 10 ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବର ପୁତ୍ର ଯିଦୟୀୟ, ଯାଖୀନ, .::. 11 ହିଲ୍‍କୀୟର ପୁତ୍ର ସରାୟ, ସେହି ହିଲ୍‍କୀୟ ମଶୁଲ୍ଲମର ପୁତ୍ର, ମଶୁଲ୍ଲମ୍ ସାଦୋକର ପୁତ୍ର, ସାଦୋକ୍ ମରାୟୋତର ପୁତ୍ର, ମରାୟୋତ୍ ଅହୀଟୂବ୍ର ପୁତ୍ର, ଅହୀଟୂବ୍ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଥିଲା । .::. 12 ଗୃହର କର୍ମକାରୀ ସେମାନଙ୍କ ଭ୍ରାତୃଗଣ ଆଠ ଶହ ବାଇଶ ଜଣ ଥିଲେ; ପୁଣି, ଯିରୋହମ୍ର ପୁତ୍ର ଅଦାୟା, ସେହି ଯିରୋହମ୍ ପଲଲୀୟର ପୁତ୍ର, ପଲଲୀୟ ଅମ୍ସିର ପୁତ୍ର, ଅମ୍ସି ଜିଖରୀୟର ପୁତ୍ର, ଜିଖରୀୟ ପଶ୍ହୂରର ପୁତ୍ର, ପଶ୍ହୂର ମଲ୍‍କିୟେଲର ପୁତ୍ର, .::. 13 ପୁଣି, ଅଦାୟାର ଭ୍ରାତୃଗଣ ଦୁଇ ଶହ ବୟାଳିଶ ଜଣ ପିତୃବଂଶ-ପ୍ରଧାନ ଥିଲେ; ଅସରେଲ୍ର ପୁତ୍ର ଅମଶୟ, ସେହି ଅସରେଲ୍ ଅହସୟର ପୁତ୍ର, ଅହସୟ ମଶିଲ୍ଲେମୋତ୍ର ପୁତ୍ର, ମଶିଲ୍ଲେମୋତ୍ ଇମ୍ମେରର ପୁତ୍ର, .::. 14 ଆଉ, ସେମାନଙ୍କ ଭ୍ରାତୃଗଣ ଏକ ଶହ ଅଠାଇଶ ଜଣ ମହାବିକ୍ରମଶାଳୀ ପୁରୁଷ ଥିଲେ ଓ ହଗ୍ଦୋଲୀମର ପୁତ୍ର ସବ୍ଦୀୟେଲ ସେମାନଙ୍କର ଅଧ୍ୟକ୍ଷ ଥିଲା । .::. 15 ଲେବୀୟମାନଙ୍କ ମଧ୍ୟରୁ, ଯଥା, ହଶୂବ୍ର ପୁତ୍ର ଶମୟୀୟ, ସେହି ହଶୂବ୍ ଅସ୍ରୀକାମ୍ର ପୁତ୍ର, ଅସ୍ରୀକାମ୍ ହଶବୀୟର ପୁତ୍ର, ହଶବୀୟ ବୁନ୍ନିର ପୁତ୍ର; .::. 16 ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍ ପରମେଶ୍ଵରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ; .::. 17 ଆଉ, ଆସଫର ବଂଶଜାତ ସବ୍ଦିର ପୌତ୍ର ମୀକାର ପୁତ୍ର ମତ୍ତନୀୟ ପ୍ରାର୍ଥନାକାଳୀନ ଧନ୍ୟବାଦ ଆରମ୍ଭ କରିବାରେ ପ୍ରଧାନ ଥିଲା ଓ ତାହାର ଭ୍ରାତୃଗଣ ମଧ୍ୟରୁ ବକ୍ବୁକୀୟ ଦ୍ଵିତୀୟ ଥିଲା; ପୁଣି, ଯିଦୂଥୂନ-ବଂଶଜାତ ଗାଲଲର ପୌତ୍ର ଶମ୍ମୂୟର ପୁତ୍ର ଅବ୍ଦ । .::. 18 ପବିତ୍ର ନଗରସ୍ଥ ଲେବୀୟମାନେ ସର୍ବସୁଦ୍ଧା ଦୁଇ ଶହ ଚୌରାଶୀ ଜଣ ଥିଲେ । .::. 19 ଆହୁରି, ଦ୍ଵାରପାଳ ଅକ୍କୂବ୍, ଟଲ୍ମୋନ ଓ ନଗର-ଦ୍ଵାରସମୂହରେ ପ୍ରହରୀକର୍ମକାରୀ ସେମାନଙ୍କ ଭ୍ରାତୃଗଣ ଏକ ଶହ ବାସ୍ତରି ଜଣ ଥିଲେ । .::. 20 ପୁଣି, ଇସ୍ରାଏଲର, ଯାଜକମାନଙ୍କର, ଲେବୀୟ-ମାନଙ୍କ ଅବଶିଷ୍ଟ ଲୋକମାନେ ଯିହୁଦାର ସମସ୍ତ ନଗରରେ ପ୍ରତ୍ୟେକେ ଆପଣା ଆପଣା ଅଧିକାରରେ ରହିଲେ । .::. 21 ନଥୀନୀୟ ଲୋକମାନେ ଓଫଲରେ ବାସ କଲେ; ଆଉ, ସୀହ ଓ ଗିଷ୍ପ ନଥୀନୀୟମାନଙ୍କର ଅଧ୍ୟକ୍ଷ ଥିଲେ । .::. 22 ଆସଫ-ବଂଶୀୟ ଗାୟକମାନଙ୍କ ମଧ୍ୟରୁ ମୀକାର ବୃଦ୍ଧ ପ୍ରପୌତ୍ର, ମର୍ତ୍ତନୀୟର ପ୍ରପୌତ୍ର, ହଶବୀୟର ପୌତ୍ର, ବାନିର ପୁତ୍ର ଉଷି ଯିରୂଶାଲମରେ ଲେବୀୟମାନଙ୍କର ଅଧ୍ୟକ୍ଷ ଥିଲା, ସେ ମଧ୍ୟ ପରମେଶ୍ଵରଙ୍କ ଗୃହକାର୍ଯ୍ୟର ତତ୍ତ୍ଵାବଧାରଣ କଲା । .::. 23 କାରଣ ସେମାନଙ୍କ ବିଷୟରେ ରାଜାଙ୍କର ଆଜ୍ଞା ଥିଲା ଓ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କୁ ନିରୂପିତ ପଡ଼ି ଦିଆଗଲା । .::. 24 ଆଉ, ଯିହୁଦାର ପୁତ୍ର ସେରହର ବଂଶଜାତ ମଶେଷବେଲର ପୁତ୍ର ପଥାହୀୟ ଲୋକମାନଙ୍କ ସମସ୍ତ କାର୍ଯ୍ୟ ବିଷୟରେ ରାଜାଙ୍କ ନିକଟରେ ଥିଲା। .::. 25 ପୁଣି, ଯିହୁଦାର ସନ୍ତାନଗଣ ମଧ୍ୟରୁ କେତେକ ନାନା ଗ୍ରାମ ଓ ତହିଁର କ୍ଷେତ୍ରରେ, ଅର୍ଥାତ୍, କିରୀୟଥ୍-ଅର୍ବ ଓ ତହିଁର ଉପନଗରରେ, ଦୀବୋନ୍ ଓ ତହିଁର ଉପନଗରରେ, ଯିକବ୍ସେଲ ଓ ତହିଁର ଗ୍ରାମରେ; .::. 26 ଆଉ ଯେଶୂୟରେ, ମୋଲାଦାରେ ଓ ବୈଥ୍ପେଲଟରେ; .::. 27 ଆଉ ହତ୍ସର-ଶୁୟାଲରେ, ବେର୍ଶେବା ଓ ତହିଁର ଉପନଗରରେ; .::. 28 ଆଉ ସିକ୍ଲଗ୍ରେ, ମକୋନା ଓ ତହିଁର ଉପନଗରରେ; .::. 29 ଆଉ ଐନ୍-ରିମ୍ମୋଣରେ, ସରାୟରେ ଓ ଯର୍ମୁତରେ; .::. 30 ସାନୋହ, ଅଦୁଲ୍ଲମ ଓ ତହିଁର ଗ୍ରାମରେ, ଲାଖୀଶ୍ ଓ ତହିଁର କ୍ଷେତ୍ରରେ, ଅସେକା ଓ ତହିଁର ଉପନଗରରେ ବାସ କଲେ । ଏହିରୂପେ ସେମାନେ ବେର୍ଶେବାଠାରୁ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଛାଉଣି କଲେ । .::. 31 ବିନ୍ୟାମୀନ-ସନ୍ତାନଗଣ ମଧ୍ୟ ଗେବାଠାରୁ ଆଗକୁ, ମିକ୍ମସ୍ ଓ ଅୟାରେ, ବୈଥେଲ୍ ଓ ତହିଁର ଉପନଗରରେ; .::. 32 ଅନାଥୋତ, ନୋବ ଓ ଅନନୀୟାରେ; .::. 33 ହାତ୍ସୋର, ରାମା, ଗିତ୍ତୟିମରେ; .::. 34 ହାଦୀଦ୍, ସବୋୟିମ, ନବଲ୍ଲାଟରେ; .::. 35 ଲୋଦ ଓ ଓନୋ, ଶିଳ୍ପକାରମାନଙ୍କ ଉପତ୍ୟକାରେ ବାସ କଲେ । .::. 36 ଆଉ, ଯିହୁଦା ସମ୍ପର୍କୀୟ ନାନା ପାଳିଭୁକ୍ତ କେତେକ ଲେବୀୟ ଲୋକ ବିନ୍ୟାମୀନ ସହିତ ସଂଯୁକ୍ତ ହେଲେ । .::.
  • ନିହିମିୟା ଅଧ୍ୟାୟ 1  
  • ନିହିମିୟା ଅଧ୍ୟାୟ 2  
  • ନିହିମିୟା ଅଧ୍ୟାୟ 3  
  • ନିହିମିୟା ଅଧ୍ୟାୟ 4  
  • ନିହିମିୟା ଅଧ୍ୟାୟ 5  
  • ନିହିମିୟା ଅଧ୍ୟାୟ 6  
  • ନିହିମିୟା ଅଧ୍ୟାୟ 7  
  • ନିହିମିୟା ଅଧ୍ୟାୟ 8  
  • ନିହିମିୟା ଅଧ୍ୟାୟ 9  
  • ନିହିମିୟା ଅଧ୍ୟାୟ 10  
  • ନିହିମିୟା ଅଧ୍ୟାୟ 11  
  • ନିହିମିୟା ଅଧ୍ୟାୟ 12  
  • ନିହିମିୟା ଅଧ୍ୟାୟ 13  
×

Alert

×

Oriya Letters Keypad References