ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 30

1. ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ । 2. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ । 3. ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ । 4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ । 5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ । 6. ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି । 7. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି । 8. ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି । 9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? 10. ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ । 11. ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, 12. ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି ।
1. ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣ ଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ । .::. 2. ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲି, ପୁଣି ତୁମ୍ଭେ ମୋତେ ସୁସ୍ଥ କରିଅଛ । .::. 3. ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ । .::. 4. ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ । .::. 5. କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ରସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ରାତ୍ରି ପାଇଁ ପ୍ରବାସ କରିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ । .::. 6. ମୁଁ ଆପଣା ସମୃଦ୍ଧି ସମୟରେ କହିଲି, ମୁଁ କେବେ ବିଚଳିତ ନୋହିବି । .::. 7. ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନୁଗ୍ରହ ସକାଶୁ ମୋହର ପର୍ବତ ଦୃଢ଼ କରି ସ୍ଥାପନ କରିଥିଲ; ତୁମ୍ଭେ ଆପଣା ମୁଖ ଲୁଚାଇଲ; ମୁଁ ବ୍ୟାକୁଳ ହେଲି । .::. 8. ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି । .::. 9. ମୁଁ ଗର୍ତ୍ତକୁ ଗମନ କଲେ, ମୋର ରକ୍ତରେ କି ଲାଭ? ଧୂଳି କି ତୁମ୍ଭର ପ୍ରଶଂସା କରିବ? ତାହା କି ତୁମ୍ଭର ସତ୍ୟତା ପ୍ରକାଶ କରିବ? .::. 10. ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ । .::. 11. ଯେପରି ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, .::. 12. ଏଥିପାଇଁ ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; ହେ ସଦାପ୍ରଭୋ, ମୋହର ପରମେଶ୍ଵର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References