ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 60

1. ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର । 2. ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି । 3. ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ । 4. ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା 5. ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ । 6. ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା । 7. ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ । 8. ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର । 9. କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି? 10. ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? 11. ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା । 12. ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର । .::. 2. ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି । .::. 3. ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ । .::. 4. ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା .::. 5. ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ । .::. 6. ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା । .::. 7. ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ । .::. 8. ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର । .::. 9. କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି? .::. 10. ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? .::. 11. ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା । .::. 12. ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References