ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହିଜିକଲ

ଯିହିଜିକଲ ଅଧ୍ୟାୟ 15

1 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, 2 ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ? 3 କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ? 4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ତ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା; ତାହା କି କୌଣସି କାର୍ଯ୍ୟକୁ ଆସିବ? 5 ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ? 6 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା । 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବହ । 8 ଆଉ, ଆମ୍ଭେ ଦେଶକୁ ଧ୍ଵଂସସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
1 ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, .::. 2 ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ? .::. 3 କୌଣସି କାର୍ଯ୍ୟ ନିମନ୍ତେ କି ତହିଁରୁ କାଠ ନିଆଯିବ? ଅବା କୌଣସି ପାତ୍ର ଟଙ୍ଗାଇବା ନିମନ୍ତେ କି ଲୋକେ ତହିଁରୁ ମେଖ କରିବେ? .::. 4 ଦେଖ, ଜାଳ ହେବା ପାଇଁ ତାହା ଅଗ୍ନିରେ ପକାଗଲା; ଅଗ୍ନି ତାହାର ଦୁଇ ମୁଣ୍ତ ଗ୍ରାସ କଲା ଓ ତହିଁର ମଧ୍ୟଭାଗ ଦଗ୍ଧ ହେଲା; ତାହା କି କୌଣସି କାର୍ଯ୍ୟକୁ ଆସିବ? .::. 5 ଦେଖ, ଅବିକଳ ଥିବା ବେଳେ ତାହା କୌଣସି କାର୍ଯ୍ୟର ଯୋଗ୍ୟ ନୋହିଲା; ଅଗ୍ନି ଗ୍ରାସ କଲା ଉତ୍ତାରେ ଓ ତାହା ଦଗ୍ଧ ହେଲା ଉତ୍ତାରେ ତାହା କି କୌଣସି କାର୍ଯ୍ୟର ଅଧିକ ଅଯୋଗ୍ୟ ନୋହିବ? .::. 6 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା । .::. 7 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବହ । .::. 8 ଆଉ, ଆମ୍ଭେ ଦେଶକୁ ଧ୍ଵଂସସ୍ଥାନ କରିବା, କାରଣ ସେମାନେ ସତ୍ୟ ଲଘଂନ କରିଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । .::.
  • ଯିହିଜିକଲ ଅଧ୍ୟାୟ 1  
  • ଯିହିଜିକଲ ଅଧ୍ୟାୟ 2  
  • ଯିହିଜିକଲ ଅଧ୍ୟାୟ 3  
  • ଯିହିଜିକଲ ଅଧ୍ୟାୟ 4  
  • ଯିହିଜିକଲ ଅଧ୍ୟାୟ 5  
  • ଯିହିଜିକଲ ଅଧ୍ୟାୟ 6  
  • ଯିହିଜିକଲ ଅଧ୍ୟାୟ 7  
  • ଯିହିଜିକଲ ଅଧ୍ୟାୟ 8  
  • ଯିହିଜିକଲ ଅଧ୍ୟାୟ 9  
  • ଯିହିଜିକଲ ଅଧ୍ୟାୟ 10  
  • ଯିହିଜିକଲ ଅଧ୍ୟାୟ 11  
  • ଯିହିଜିକଲ ଅଧ୍ୟାୟ 12  
  • ଯିହିଜିକଲ ଅଧ୍ୟାୟ 13  
  • ଯିହିଜିକଲ ଅଧ୍ୟାୟ 14  
  • ଯିହିଜିକଲ ଅଧ୍ୟାୟ 15  
  • ଯିହିଜିକଲ ଅଧ୍ୟାୟ 16  
  • ଯିହିଜିକଲ ଅଧ୍ୟାୟ 17  
  • ଯିହିଜିକଲ ଅଧ୍ୟାୟ 18  
  • ଯିହିଜିକଲ ଅଧ୍ୟାୟ 19  
  • ଯିହିଜିକଲ ଅଧ୍ୟାୟ 20  
  • ଯିହିଜିକଲ ଅଧ୍ୟାୟ 21  
  • ଯିହିଜିକଲ ଅଧ୍ୟାୟ 22  
  • ଯିହିଜିକଲ ଅଧ୍ୟାୟ 23  
  • ଯିହିଜିକଲ ଅଧ୍ୟାୟ 24  
  • ଯିହିଜିକଲ ଅଧ୍ୟାୟ 25  
  • ଯିହିଜିକଲ ଅଧ୍ୟାୟ 26  
  • ଯିହିଜିକଲ ଅଧ୍ୟାୟ 27  
  • ଯିହିଜିକଲ ଅଧ୍ୟାୟ 28  
  • ଯିହିଜିକଲ ଅଧ୍ୟାୟ 29  
  • ଯିହିଜିକଲ ଅଧ୍ୟାୟ 30  
  • ଯିହିଜିକଲ ଅଧ୍ୟାୟ 31  
  • ଯିହିଜିକଲ ଅଧ୍ୟାୟ 32  
  • ଯିହିଜିକଲ ଅଧ୍ୟାୟ 33  
  • ଯିହିଜିକଲ ଅଧ୍ୟାୟ 34  
  • ଯିହିଜିକଲ ଅଧ୍ୟାୟ 35  
  • ଯିହିଜିକଲ ଅଧ୍ୟାୟ 36  
  • ଯିହିଜିକଲ ଅଧ୍ୟାୟ 37  
  • ଯିହିଜିକଲ ଅଧ୍ୟାୟ 38  
  • ଯିହିଜିକଲ ଅଧ୍ୟାୟ 39  
  • ଯିହିଜିକଲ ଅଧ୍ୟାୟ 40  
  • ଯିହିଜିକଲ ଅଧ୍ୟାୟ 41  
  • ଯିହିଜିକଲ ଅଧ୍ୟାୟ 42  
  • ଯିହିଜିକଲ ଅଧ୍ୟାୟ 43  
  • ଯିହିଜିକଲ ଅଧ୍ୟାୟ 44  
  • ଯିହିଜିକଲ ଅଧ୍ୟାୟ 45  
  • ଯିହିଜିକଲ ଅଧ୍ୟାୟ 46  
  • ଯିହିଜିକଲ ଅଧ୍ୟାୟ 47  
  • ଯିହିଜିକଲ ଅଧ୍ୟାୟ 48  
×

Alert

×

Oriya Letters Keypad References