ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆୟୁବ ପୁସ୍ତକ

ଆୟୁବ ପୁସ୍ତକ ଅଧ୍ୟାୟ 26

1 ତହିଁରେ ଆୟୁବ ଉତ୍ତର କରି କହିଲା, 2 ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ! 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! 4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା? 5 ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି । 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ । 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି । 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ । 9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି । 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି । 11 ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି । 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି । 13 ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି । 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ?
1 ତହିଁରେ ଆୟୁବ ଉତ୍ତର କରି କହିଲା, .::. 2 ତୁମ୍ଭେ କିପରି ବଳହୀନ ଲୋକର ସାହାଯ୍ୟ କରିଅଛ! ତୁମ୍ଭେ କିପରି ଦୁର୍ବଳ ବାହୁକୁ ଉଦ୍ଧାର କରିଅଛଣ! .::. 3 ତୁମ୍ଭେ କିପରି ଜ୍ଞାନହୀନ ଲୋକକୁ ପରାମର୍ଶ ଦେଇଅଛ ଓ ପ୍ରଚୁର ରୂପେ ବିଜ୍ଞତା ପ୍ରକାଶ କରିଅଛ! .::. 4 ତୁମ୍ଭେ କାହାକୁ କଥା କହୁଅଛ? ତୁମ୍ଭଠାରୁ କାହାର ଆତ୍ମା ନିର୍ଗତ ହେଲା? .::. 5 ପ୍ରେତଗଣ ଜଳରାଶି ଓ ତନ୍ନିବାସୀଗଣ ତଳେ କମ୍ପିତ ହୁଅନ୍ତି । .::. 6 ତାହାଙ୍କ ସମ୍ମୁଖରେ ପାତାଳ ଅନାବୃତ ଓ ଅବଦ୍ଦୋନର କୌଣସି ଆବରଣ ନାହିଁ । .::. 7 ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି । .::. 8 ସେ ଆପଣା ନିବିଡ଼ ମେଘମାଳରେ ଜଳରାଶିକି ବାନ୍ଧନ୍ତି ଓ ତହିଁ ତଳେ ମେଘ ଚିରି ଯାଏ ନାହିଁ । .::. 9 ସେ ଆପଣା ସିଂହାସନର ମୁଖ ବନ୍ଦ କରନ୍ତି ଓ ତହିଁ ଉପରେ ଆପଣା ମେଘ ବିସ୍ତୀର୍ଣ୍ଣ କରନ୍ତି । .::. 10 ସେ ଦୀପ୍ତି ଓ ଅନ୍ଧକାରର ପ୍ରା; ପର୍ଯ୍ୟନ୍ତ ଜଳରାଶି ଉପରେ ସୀମା ନିର୍ଣ୍ଣୟ କରିଅଛନ୍ତି । .::. 11 ଆକାଶମଣ୍ତଳର ସ୍ତମ୍ଭସକଳ ତାହାଙ୍କ ଅନୁଯୋଗରେ କମ୍ପିତ ଓ ଚମତ୍କୃତ ହୁଅନ୍ତି । .::. 12 ସେ ଆପଣା ପରାକ୍ରମରେ ସମୁଦ୍ରକୁ ମନ୍ଥନ କରନ୍ତି ଓ ଆପଣା ବୁଦ୍ଧିରେ ରାହବକୁ ବିଦ୍ଧ କରନ୍ତି । .::. 13 ତାହାଙ୍କ ଶ୍ଵାସ ଦ୍ଵାରା ଆକାଶମଣ୍ତଳ ସୁଶୋଭିତ ହୁଏ; ତାହାଙ୍କ ହସ୍ତ ଶୀଘ୍ରଗାମୀ ନାଗକୁ ବିଦ୍ଧ କରିଅଛି । .::. 14 ଦେଖ, ଏହିସବୁ ତାହାଙ୍କ ମାର୍ଗର ପ୍ରାନ୍ତଭାଗ ମାତ୍ର; ଆଉ, ତାହାଙ୍କ ବିଷୟରେ ଆମ୍ଭେମାନେ କେଡ଼େ ଈଷତ୍ କ୍ଷୀଣ ସ୍ଵର ଶୁଣୁଥାଉ! ମାତ୍ର ତାହାଙ୍କ ପରାକ୍ରମର ଗର୍ଜ୍ଜନ କିଏ ବୁଝିପାରେ? .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
×

Alert

×

Oriya Letters Keypad References