ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 143

1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ । 2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ । 3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି । 4 ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି । 5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି । 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି । [ସେଲା 7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି । 8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ । 9 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ । 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ । 11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; 12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ ।
1 ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ; ମୋʼ ନିବେଦନରେ କର୍ଣ୍ଣପାତ କର; ତୁମ୍ଭର ବିଶ୍ଵସ୍ତତା ଓ ଧର୍ମରେ ମୋତେ ଉତ୍ତର ଦିଅ । .::. 2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ । .::. 3 ଶତ୍ରୁ ମୋʼ ପ୍ରାଣକୁ ତାଡ଼ନା କରିଅଛି; ସେ ମୋʼ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛି; ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇ ଅଛି । .::. 4 ଏହେତୁ ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହୋଇଅଛି; ମୋʼ ଅନ୍ତରରେ ମୋହର ଚିତ୍ତ ଶୂନ୍ୟ ହୋଇଅଛି । .::. 5 ମୁଁ ପୂର୍ବକାଳର ଦିନସବୁ ସ୍ମରଣ କରୁଅଛିନ୍ତ ମୁଁ ତୁମ୍ଭର କର୍ମସବୁ ଧ୍ୟାନ କରୁଅଛି; ମୁଁ ତୁମ୍ଭର ହସ୍ତକୃତ କର୍ମ ଚିନ୍ତା କରୁଅଛି । .::. 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋʼ ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି । [ସେଲା .::. 7 ହେ ସଦାପ୍ରଭୋ, ମୋତେ ଉତ୍ତର ଦେବାକୁ ସତ୍ଵର ହୁଅ; ମୋହର ଆତ୍ମା କ୍ଷୀଣ ହେଉଅଛି; ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କେଜାଣି ମୁଁ ଗର୍ତ୍ତଗାମୀମାନଙ୍କ ତୁଲ୍ୟ ହେବି । .::. 8 ପ୍ରଭାତରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାର କଥା ମୋତେ ଶୁଣାଅ; କାରଣ ମୁଁ ତୁମ୍ଭଠାରେ ଭରସା ରଖେ; ମୋହର ଗନ୍ତବ୍ୟ ପଥ ମୋତେ ଜଣାଅ; କାରଣ ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ । .::. 9 ହେ ସଦାପ୍ରଭୋ, ମୋʼ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୁଁ ଲୁଚିବା ପାଇଁ ତୁମ୍ଭ ନିକଟକୁ ପଳାଏ । .::. 10 ତୁମ୍ଭର ଇଷ୍ଟ ସାଧନ କରିବାକୁ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋହର ପରମେଶ୍ଵରନ୍ତ ତୁମ୍ଭର ଆତ୍ମା ମଙ୍ଗଳମୟ; ମୋତେ ସରଳ ଭୂମିରେ ଗମନ କରାଅ । .::. 11 ହେ ସଦାପ୍ରଭୋ, ତୁମ୍ଭ ନାମ ସକାଶୁ ମୋତେ ସଜୀବ କର; .::. 12 ପୁଣି, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋʼ ଶତ୍ରୁମାନଙ୍କୁ ଉଚ୍ଛିନ୍ନ କର ଓ ମୋʼ ପ୍ରାଣର କ୍ଳେଶଦାୟୀ ସମସ୍ତଙ୍କୁ ନାଶ କର; କାରଣ ମୁଁ ତୁମ୍ଭର ଦାସ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References