ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 2

1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି? 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, 3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ । 4 ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ । 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି । 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ । 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା । 9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ । 10 ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର । 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର । 12 ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ ।
1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି? .::. 2 ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି, .::. 3 ଆସ, ଆମ୍ଭେମାନେ ସେମାନଙ୍କ ବନ୍ଧନ ଛିଣ୍ତାଇ ପକାଉ ଓ ଆମ୍ଭମାନଙ୍କ ନିକଟରୁ ସେମାନଙ୍କ ରଜ୍ଜୁ ଦୂର କରି ଦେଉ । .::. 4 ଯେ ସ୍ଵର୍ଗରେ ଉପବିଷ୍ଟ, ସେ ହସିବେ; ପ୍ରଭୁ ସେମାନଙ୍କୁ ପରିହାସ କରିବେ । .::. 5 ତହୁଁ ସେ ଆପଣା କୋପରେ ସେମାନଙ୍କୁ କଥା କହିବେ ଓ ଆପଣା ମହାକୋପରେ ସେମାନଙ୍କୁ ବ୍ୟାକୁଳ କରିବେ; .::. 6 ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି । .::. 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ । .::. 8 ଆମ୍ଭ ନିକଟରେ ମାଗ, ତେବେ ଆମ୍ଭେ ତୁମ୍ଭର ଉତ୍ତରାଧିକାର ନିମନ୍ତେ ଗୋଷ୍ଠୀୟମାନଙ୍କୁ ଓ ତୁମ୍ଭର ଅଧିକାର ନିମନ୍ତେ ପୃଥିବୀର ପ୍ରାନ୍ତଭାଗସବୁ ତୁମ୍ଭକୁ ଦେବା । .::. 9 ତୁମ୍ଭେ ଲୌହଦଣ୍ତରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ । .::. 10 ଏହେତୁ ହେ ରାଜଗଣ, ତୁମ୍ଭେମାନେ ଏବେ ଜ୍ଞାନବାନ ହୁଅ, ହେ ପୃଥିବୀର ବିଚାରକର୍ତ୍ତୃଗଣ, ତୁମ୍ଭେମାନେ ଶିକ୍ଷା ଗ୍ରହଣ କର । .::. 11 ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର । .::. 12 ପୁତ୍ରଙ୍କୁ ଚୁମ୍ଵନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ଵଳିତ ହେବ । ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References