ଓଡିଆ ବାଇବଲ |
NCV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରେରିତମାନଙ୍କ କାର୍ଯ୍ୟର ବିବରଣ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
24
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
ରେକର୍ଡଗୁଡିକ
ପ୍ରଥମ ଶାମୁୟେଲ 27:1 (11 01 am)
ରେରିତମାନଙ୍କ କାର୍ଯ୍ୟର ବିବରଣ 24:0 (11 01 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 24
1
ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ ।
2
ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ଵାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି ଆପଣଙ୍କର ପରିଣାମଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,
3
ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବ ସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ଵୀକାର କରୁଅଛୁ ।
4
କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟାଗୁଣରେ ଆମ୍ଭମାନଙ୍କର କେତୋଟି କଥା ଶ୍ରବଣ କରିବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି ।
5
କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ଵରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6
ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ ।
7
କିନ୍ତୁ ସହସ୍ରସେନାପତି ଲୂସିୟା ଆସି ଅତିଶୟ ବଳାତ୍କାରରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇ ନେଲେ,
8
ଆଉ, ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ନିମନ୍ତେ ଆଜ୍ଞା ଦେଲେ ] । ଏହି ଯେସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ ।
9
ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହିସମସ୍ତ କଥା ସତ୍ୟ ବୋଲି କହିଲେ ।
10
ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ, ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷସମର୍ଥନ କରୁଅଛି ।
11
ବାର ଦିନରୁ ଅଧିକ ହେବ ନାହିଁ ମୁଁ ଯେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି ।
12
ଆଉ, ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ଵା ଜନତାକୁ ମତାଇବାର ଦେଖି ନାହାନ୍ତି,
13
ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ ।
14
କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀ ଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ଵାସ କରେ;
15
ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ଵରଙ୍କଠାରେ ସେହିପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ଵୀକାର କରୁଅଛି ।
16
ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ ।
17
ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ ଆଣିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି ।
18
ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଥିଲେ; ମୁଁ କୌଣସି ଜନତା କିମ୍ଵା ଗଣ୍ତଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୁଦୀ ଥିଲେ;
19
ଯଦି ସେମାନଙ୍କର ମୋʼ ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା ।
20
ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ଵରରେ ଏହି ଯେଉଁ କଥା କହିଥିଲି,
21
କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି, ତାହା ଏମାନେ ନିଜେ କହନ୍ତୁ ।
22
କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା ।
23
ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ଵଜନଙ୍କୁ ତାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି ତାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।
24
କେତେକ ଦିନ ପରେ ଫେଲୀକ୍ସ୍, ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ବିଷୟ ତାଙ୍କଠାରୁ ଶୁଣିଲେ ।
25
କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୀତ ହୋଇ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।
26
ଆହୁରି ମଧ୍ୟ ପାଉଲ ତାଙ୍କୁ ଅର୍ଥ ଦେବେ ବୋଲି ସେ ଆଶା କରୁଥିଲେ; ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ ।
27
କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟ, ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 24
1. ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ । 2. ତାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ଵାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି ଆପଣଙ୍କର ପରିଣାମଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି, 3. ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବ ସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ଵୀକାର କରୁଅଛୁ । 4. କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତି ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟାଗୁଣରେ ଆମ୍ଭମାନଙ୍କର କେତୋଟି କଥା ଶ୍ରବଣ କରିବା ନିମନ୍ତେ ମୁଁ ଆପଣଙ୍କୁ ନିବେଦନ କରୁଅଛି । 5. କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ଵରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ; 6. ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ । 7. କିନ୍ତୁ ସହସ୍ରସେନାପତି ଲୂସିୟା ଆସି ଅତିଶୟ ବଳାତ୍କାରରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇ ନେଲେ, 8. ଆଉ, ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ନିମନ୍ତେ ଆଜ୍ଞା ଦେଲେ ] । ଏହି ଯେସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇ ପାରିବେ । 9. ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହିସମସ୍ତ କଥା ସତ୍ୟ ବୋଲି କହିଲେ । 10. ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ, ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷସମର୍ଥନ କରୁଅଛି । 11. ବାର ଦିନରୁ ଅଧିକ ହେବ ନାହିଁ ମୁଁ ଯେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି । 12. ଆଉ, ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ଵା ଜନତାକୁ ମତାଇବାର ଦେଖି ନାହାନ୍ତି, 13. ପୁଣି, ଏବେ ଏମାନେ ମୋʼ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ଘେନି ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରି ପାରନ୍ତି ନାହିଁ । 14. କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵରଙ୍କର ଉପାସନା କରିଥାଏ; ଯାହା ଯାହା ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀ ଶାସ୍ତ୍ରରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ଵାସ କରେ; 15. ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ଵରଙ୍କଠାରେ ସେହିପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ଵୀକାର କରୁଅଛି । 16. ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ । 17. ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ ଆଣିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି । 18. ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଥିଲେ; ମୁଁ କୌଣସି ଜନତା କିମ୍ଵା ଗଣ୍ତଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୁଦୀ ଥିଲେ; 19. ଯଦି ସେମାନଙ୍କର ମୋʼ ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ ହୋଇଥାଆନ୍ତା । 20. ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ଵରରେ ଏହି ଯେଉଁ କଥା କହିଥିଲି, 21. କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି, ତାହା ଏମାନେ ନିଜେ କହନ୍ତୁ । 22. କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା । 23. ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ଵଜନଙ୍କୁ ତାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି ତାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ । 24. କେତେକ ଦିନ ପରେ ଫେଲୀକ୍ସ୍, ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ବିଷୟ ତାଙ୍କଠାରୁ ଶୁଣିଲେ । 25. କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୀତ ହୋଇ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା । 26. ଆହୁରି ମଧ୍ୟ ପାଉଲ ତାଙ୍କୁ ଅର୍ଥ ଦେବେ ବୋଲି ସେ ଆଶା କରୁଥିଲେ; ସେଥିପାଇଁ ଥରକୁଥର ତାଙ୍କୁ ଡକାଇ ତାଙ୍କ ସହିତ କଥାବାର୍ତ୍ତା କରୁଥିଲେ । 27. କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟ, ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 1
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 2
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 3
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 4
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 5
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 6
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 7
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 8
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 9
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 10
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 11
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 12
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 13
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 14
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 15
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 16
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 17
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 18
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 19
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 20
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 21
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 22
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 23
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 24
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 25
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 26
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 27
ରେରିତମାନଙ୍କ କାର୍ଯ୍ୟର ବିବରଣ ଅଧ୍ୟାୟ 28
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References