ଓଡିଆ ବାଇବଲ |
NCV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିହିଜିକଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
6
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
:
1
2
3
4
5
6
7
8
9
10
11
12
13
14
History
ଯିହିଜିକଲ 6:0 (04 17 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିହିଜିକଲ ଅଧ୍ୟାୟ 6
1
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
2
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣର ଆଡ଼େ ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
3
ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତ-ଗଣକୁ, ଜଳ-ପ୍ରଣାଳୀ ଓ ଉପତ୍ୟକାସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା ।
4
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ଵଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇ ଦେବା ।
5
ଆଉ, ଆମ୍ଭେ ଇସ୍ରାଏଲ ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥି ସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା ।
6
ତୁମ୍ଭମାନଙ୍କର ଯାବତୀୟ ବସତି-ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ଵଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ ଓ ଧ୍ଵଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ ।
7
ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
8
ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ଼୍ଗରୁ ରକ୍ଷା ପାଇବେ ।
9
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ୍ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ଵାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ ।
10
ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ ।
11
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କରାଘାତ ଓ ପଦାଘାତ କର ଓ ଇସ୍ରାଏଲ-ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ଼୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ ।
12
ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ଵାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା ।
13
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ ଓ ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ ।
14
ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ଵଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
ଯିହିଜିକଲ 6
1
ଅନନ୍ତର ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
.::.

ଯିହିଜିକଲ ଅଧ୍ୟାୟ 1
ଯିହିଜିକଲ ଅଧ୍ୟାୟ 2
ଯିହିଜିକଲ ଅଧ୍ୟାୟ 3
ଯିହିଜିକଲ ଅଧ୍ୟାୟ 4
ଯିହିଜିକଲ ଅଧ୍ୟାୟ 5
ଯିହିଜିକଲ ଅଧ୍ୟାୟ 6
ଯିହିଜିକଲ ଅଧ୍ୟାୟ 7
ଯିହିଜିକଲ ଅଧ୍ୟାୟ 8
ଯିହିଜିକଲ ଅଧ୍ୟାୟ 9
ଯିହିଜିକଲ ଅଧ୍ୟାୟ 10
ଯିହିଜିକଲ ଅଧ୍ୟାୟ 11
ଯିହିଜିକଲ ଅଧ୍ୟାୟ 12
ଯିହିଜିକଲ ଅଧ୍ୟାୟ 13
ଯିହିଜିକଲ ଅଧ୍ୟାୟ 14
ଯିହିଜିକଲ ଅଧ୍ୟାୟ 15
ଯିହିଜିକଲ ଅଧ୍ୟାୟ 16
ଯିହିଜିକଲ ଅଧ୍ୟାୟ 17
ଯିହିଜିକଲ ଅଧ୍ୟାୟ 18
ଯିହିଜିକଲ ଅଧ୍ୟାୟ 19
ଯିହିଜିକଲ ଅଧ୍ୟାୟ 20
ଯିହିଜିକଲ ଅଧ୍ୟାୟ 21
ଯିହିଜିକଲ ଅଧ୍ୟାୟ 22
ଯିହିଜିକଲ ଅଧ୍ୟାୟ 23
ଯିହିଜିକଲ ଅଧ୍ୟାୟ 24
ଯିହିଜିକଲ ଅଧ୍ୟାୟ 25
ଯିହିଜିକଲ ଅଧ୍ୟାୟ 26
ଯିହିଜିକଲ ଅଧ୍ୟାୟ 27
ଯିହିଜିକଲ ଅଧ୍ୟାୟ 28
ଯିହିଜିକଲ ଅଧ୍ୟାୟ 29
ଯିହିଜିକଲ ଅଧ୍ୟାୟ 30
ଯିହିଜିକଲ ଅଧ୍ୟାୟ 31
ଯିହିଜିକଲ ଅଧ୍ୟାୟ 32
ଯିହିଜିକଲ ଅଧ୍ୟାୟ 33
ଯିହିଜିକଲ ଅଧ୍ୟାୟ 34
ଯିହିଜିକଲ ଅଧ୍ୟାୟ 35
ଯିହିଜିକଲ ଅଧ୍ୟାୟ 36
ଯିହିଜିକଲ ଅଧ୍ୟାୟ 37
ଯିହିଜିକଲ ଅଧ୍ୟାୟ 38
ଯିହିଜିକଲ ଅଧ୍ୟାୟ 39
ଯିହିଜିକଲ ଅଧ୍ୟାୟ 40
ଯିହିଜିକଲ ଅଧ୍ୟାୟ 41
ଯିହିଜିକଲ ଅଧ୍ୟାୟ 42
ଯିହିଜିକଲ ଅଧ୍ୟାୟ 43
ଯିହିଜିକଲ ଅଧ୍ୟାୟ 44
ଯିହିଜିକଲ ଅଧ୍ୟାୟ 45
ଯିହିଜିକଲ ଅଧ୍ୟାୟ 46
ଯିହିଜିକଲ ଅଧ୍ୟାୟ 47
ଯିହିଜିକଲ ଅଧ୍ୟାୟ 48
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References