ଓଡିଆ ବାଇବଲ |
NCV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
3
4
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
ରେକର୍ଡଗୁଡିକ
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:0 (03 58 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
1
ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ,
2
ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
3
ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;
4
ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ ।
5
ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ;
6
ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ,
7
କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ;
8
ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ ।
9
ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି,
10
ଯେପରି ସ୍ଵର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଜାନୁ ଯୀଶୁଙ୍କ ନାମରେ ନତ ହେବ,
11
ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ ।
12
ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
13
କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ଵର ଆପଣା ମଙ୍ଗଳମୟ ସଙ୍କଳ୍ପର ସାଫଲ୍ୟ ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି ।
14
ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
15
ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ;
16
ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି ।
17
ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,,
18
ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର ।
19
କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି ।
20
କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ ।
21
ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି ।
22
ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ ।
23
ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି;
24
କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି ।
25
କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
26
କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ;
27
ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ ।
28
ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି ।
29
ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହିପ୍ରକାର ବ୍ୟକ୍ତିମାନଙ୍କ ସମାଦର କର;
30
କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2
1. ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ଵନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି କୌଣସି ସ୍ନେହପୂର୍ଣ୍ଣ କରୁଣା ଓ ଦୟା ଥାଏ, 2. ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, 3. ସ୍ଵାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; 4. ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ । 5. ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6. ସେ ଈଶ୍ଵରରୂପୀ ହେଲେ ହେଁ ଈଶ୍ଵରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7. କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8. ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ । 9. ଏହି କାରଣରୁଈଶ୍ଵର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10. ଯେପରି ସ୍ଵର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଜାନୁ ଯୀଶୁଙ୍କ ନାମରେ ନତ ହେବ, 11. ପୁଣି, ପିତା ଈଶ୍ଵରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ଵା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ଵୀକାର କରିବ । 12. ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ସାକ୍ଷାତରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅସାକ୍ଷାତରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, 13. କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ଵର ଆପଣା ମଙ୍ଗଳମୟ ସଙ୍କଳ୍ପର ସାଫଲ୍ୟ ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି । 14. ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, 15. ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ଵରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତି ସ୍ଵରୂପ ପ୍ରକାଶ ପାଉଅଛ; 16. ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ଵନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି । 17. ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ଵାସ ସମ୍ଵନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,, 18. ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର । 19. କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି । 20. କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ । 21. ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ଵାର୍ଥ ଚେଷ୍ଟା କରନ୍ତି । 22. ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ । 23. ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି; 24. କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ଵାସ କରୁ ଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି । 25. କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି; 26. କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟ; ଇଚ୍ଛୁକ, ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟ; ବ୍ୟଥିତ; 27. ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ଵର ତାଙ୍କୁ ଦୟା କଲେ, ଆଉ କେବଳ ତାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ । 28. ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯନିବାନ ହେଲି । 29. ଅତଏବ, ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହିପ୍ରକାର ବ୍ୟକ୍ତିମାନଙ୍କ ସମାଦର କର; 30. କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 1
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 2
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 3
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର ଅଧ୍ୟାୟ 4
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References