ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଏଜ୍ରା

ରେକର୍ଡଗୁଡିକ

ଏଜ୍ରା ଅଧ୍ୟାୟ 2

1 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ; 2 ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା, 3 ପରୀୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ । 4 ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ । 5 ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ । 6 ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ । 7 ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ । 8 ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ । 9 ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ । 10 ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ । 11 ବେବୟର ସନ୍ତାନ ଛଅ ଶହ ତେଇଶ ଜଣ । 12 ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ । 13 ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ । 14 ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ । 15 ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ । 16 ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ । 17 ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ । 18 ଯୋରାହର ସନ୍ତାନ ଏକ ଶହ ବାର ଜଣ । 19 ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ । 20 ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ । 21 ବୈଥ୍ଲେହମର ସନ୍ତାନ ଏକ ଶହ ତେଇଶ ଜଣ । 22 ନଟୋଫାର ଲୋକ ଛପନ ଜଣ । 23 ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ । 24 ଅସ୍ମାବତର ସନ୍ତାନ ବୟାଳିଶ ଜଣ । 25 କିରୀୟତ୍-ୟାରିମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ । 26 ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍ ଜଣ । 27 ମିକ୍ମସର ଲୋକ ଏକ ଶହ ବାଇଶ ଜଣ । 28 ବୈଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ । 29 ନବୋର ସନ୍ତାନ ବାଆନ ଜଣ । 30 ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ । 31 ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ । 32 ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ । 33 ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ । 34 ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ । 35 ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ । 36 ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ । 37 ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ । 38 ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ । 39 ହାରୀମର ସନ୍ତାନ ଏକ ହଜାର ସତର ଜଣ । 40 ଲେବୀୟମାନଙ୍କ ସଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ । 41 ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ । 42 ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ । 43 ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; 44 କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; 45 ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ; 46 ହାଗାର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନର ସନ୍ତାନଗଣ; 47 ଗଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ; 48 ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ; 49 ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ; 50 ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; 51 ବକ୍ବୁକର ସନ୍ତାନଗଣ, ହକୁଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; 52 ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନ-ଗଣ,ହର୍ଶାର ସନ୍ତାନଗଣ; 53 ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; 54 ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ । 55 ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ; 56 ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; 57 ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ; 58 ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ । 59 ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, 60 ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାଆନ ଜଣ । 61 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା । 62 ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ । 63 ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ । 64 ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ । 65 ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ । ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ । 66 ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର; 67 ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ । 68 ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ । 69 ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ । 70 ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।
1. ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ; ବାବିଲର ରାଜା ନବୂଖଦ୍ନିତ୍ସର ଏମାନଙ୍କୁ ବାବିଲକୁ ନେଇ ଯାଇଥିଲେ; 2. ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ବିଲ୍ଶନ୍, ମିସ୍ପର, ବିଗ୍ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହି, ଯଥା, 3. ପରୀୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ । 4. ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ । 5. ଆରହର ସନ୍ତାନ ସାତ ଶହ ପଞ୍ଚସ୍ତରି ଜଣ । 6. ଯେଶୂୟ ଓ ଯୋୟାବର ସନ୍ତାନମାନଙ୍କ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ବାର ଜଣ । 7. ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ । 8. ସତ୍ତୂର ସନ୍ତାନ ନଅ ଶହ ପଞ୍ଚଚାଳିଶ ଜଣ । 9. ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ । 10. ବାନିର ସନ୍ତାନ ଛଅ ଶହ ବୟାଳିଶ ଜଣ । 11. ବେବୟର ସନ୍ତାନ ଛଅ ଶହ ତେଇଶ ଜଣ । 12. ଅସ୍ଗଦର ସନ୍ତାନ ଏକ ହଜାର ଦୁଇ ଶହ ବାଇଶ ଜଣ । 13. ଅଦୋନୀକାମର ସନ୍ତାନ ଛଅ ଶହ ଛଷଠି ଜଣ । 14. ବିଗ୍ବୟର ସନ୍ତାନ ଦୁଇ ହଜାର ଛପନ ଜଣ । 15. ଆଦୀନର ସନ୍ତାନ ଚାରି ଶହ ଚଉବନ ଜଣ । 16. ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ । 17. ବେତ୍ସୟର ସନ୍ତାନ ତିନି ଶହ ତେଇଶ ଜଣ । 18. ଯୋରାହର ସନ୍ତାନ ଏକ ଶହ ବାର ଜଣ । 19. ହଶୂମର ସନ୍ତାନ ଦୁଇ ଶହ ତେଇଶ ଜଣ । 20. ଗିବ୍ବରର ସନ୍ତାନ ପଞ୍ଚାନବେ ଜଣ । 21. ବୈଥ୍ଲେହମର ସନ୍ତାନ ଏକ ଶହ ତେଇଶ ଜଣ । 22. ନଟୋଫାର ଲୋକ ଛପନ ଜଣ । 23. ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ । 24. ଅସ୍ମାବତର ସନ୍ତାନ ବୟାଳିଶ ଜଣ । 25. କିରୀୟତ୍-ୟାରିମ୍ ଓ କଫୀରା ଓ ବେରୋତର ସନ୍ତାନ ସାତ ଶହ ତେୟାଳିଶ ଜଣ । 26. ରାମାର ଓ ଗେବାର ସନ୍ତାନ ଛଅ ଶହ ଏକୋଇଶ୍ ଜଣ । 27. ମିକ୍ମସର ଲୋକ ଏକ ଶହ ବାଇଶ ଜଣ । 28. ବୈଥେଲ୍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ । 29. ନବୋର ସନ୍ତାନ ବାଆନ ଜଣ । 30. ମଗ୍ବୀଶର ସନ୍ତାନ ଏକ ଶହ ଛପନ ଜଣ । 31. ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ । 32. ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ । 33. ଲୋଦ୍ ଓ ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ପଚିଶ ଜଣ । 34. ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ । 35. ସନାୟାର ସନ୍ତାନ ତିନି ହଜାର ଛଅ ଶହ ତିରିଶ ଜଣ । 36. ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ । 37. ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ । 38. ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ । 39. ହାରୀମର ସନ୍ତାନ ଏକ ହଜାର ସତର ଜଣ । 40. ଲେବୀୟମାନଙ୍କ ସଖ୍ୟା; ହୋଦବୀୟର ସନ୍ତାନମାନଙ୍କ ମଧ୍ୟରୁ ଯେଶୂୟ ଓ କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ । 41. ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠାଇଶ ଜଣ । 42. ଦ୍ଵାରପାଳମାନଙ୍କ ସନ୍ତାନଗଣର ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଆକ୍କବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ, ସର୍ବସୁଦ୍ଧା ଏକ ଶହ ଅଣଚାଳିଶ ଜଣ । 43. ନଥୀନୀୟ ଲୋକମାନେ; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ; 44. କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ; 45. ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଅକ୍କୂବର ସନ୍ତାନଗଣ; 46. ହାଗାର ସନ୍ତାନଗଣ, ଶମ୍ଲୟର ସନ୍ତାନଗଣ, ହାନନର ସନ୍ତାନଗଣ; 47. ଗଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ, ରାୟାର ସନ୍ତାନଗଣ; 48. ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ, ଗସମର ସନ୍ତାନଗଣ; 49. ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ, ବେଷୟର ସନ୍ତାନଗଣ; 50. ଅସ୍ନାର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫିଷୀମର ସନ୍ତାନଗଣ; 51. ବକ୍ବୁକର ସନ୍ତାନଗଣ, ହକୁଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ; 52. ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନ-ଗଣ,ହର୍ଶାର ସନ୍ତାନଗଣ; 53. ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ; 54. ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ । 55. ଶଲୋମନର ଦାସମାନଙ୍କ ସନ୍ତାନଗଣ; ସୋଟୟର ସନ୍ତାନଗଣ, ହସୋଫେରତର ସନ୍ତାନଗଣ, ପରୁଦାର ସନ୍ତାନଗଣ; 56. ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ; 57. ଶଫଟୀୟର ସନ୍ତାନଗଣ, ହଟୀଲର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୀର ସନ୍ତାନଗଣ; 58. ନଥୀନୀୟ ଲୋକମାନେ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣ ସର୍ବସୁଦ୍ଧା ତିନି ଶହ ବୟାନବେ ଜଣ । 59. ପୁଣି ତେଲ୍ମେଲହ, ତେଲ୍ହର୍ଶା, କରୁବ, ଅଦ୍ଦନ୍ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ, ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା, 60. ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅ ଶହ ବାଆନ ଜଣ । 61. ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା । 62. ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ଏମାନେ ଅଶୁଚି ଗଣିତ ହୋଇ ଯାଜକପଦଚ୍ୟୁତ ହେଲେ । 63. ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ସେମାନେ ପବିତ୍ର ବସ୍ତୁ ଭୋଜନ କରିବେ ନାହିଁ । 64. ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ଥିଲେ । 65. ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ । ଆହୁରି, ସେମାନଙ୍କର ଦୁଇ ଶହ ଗାୟକ ଗାୟିକା ଥିଲେ । 66. ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର; 67. ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ । 68. ଏଉତ୍ତାରେ ପିତୃବଂଶୀୟ କେତେକ ପ୍ରଧାନ ଲୋକ ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହରେ ଉପସ୍ଥିତ ହୁଅନ୍ତେ, ପରମେଶ୍ଵରଙ୍କର ସେହି ଗୃହ ସ୍ଵସ୍ଥାନରେ ସ୍ଥାପନ କରିବା ପାଇଁ ସ୍ଵେଚ୍ଛାପୂର୍ବକ ଦାନ କଲେ । 69. ସେମାନେ ଆପଣା ଆପଣା ଶକ୍ତି ଅନୁସାରେ ସେହି କର୍ମର ଭଣ୍ତାରରେ ଏକଷଠି ହଜାର ଡାରିକ୍ ସ୍ଵର୍ଣ୍ଣମୁଦ୍ରା ଓ ପାଞ୍ଚ ହଜାର ପାଉଣ୍ତ ରୂପା ଓ ଯାଜକମାନଙ୍କ ନିମନ୍ତେ ଏକ ଶହ ବସ୍ତ୍ର ଦେଲେ । 70. ପୁଣି, ଯାଜକମାନେ ଓ ଲେବୀୟମାନେ ଓ ଲୋକମାନଙ୍କ ମଧ୍ୟରୁ କେତେକ, ପୁଣି ଗାୟକମାନେ ଓ ଦ୍ଵାରପାଳମାନେ ଓ ନଥୀନୀୟମାନେ ଆପଣା ଆପଣା ନଗରରେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ ।
  • ଏଜ୍ରା ଅଧ୍ୟାୟ 1  
  • ଏଜ୍ରା ଅଧ୍ୟାୟ 2  
  • ଏଜ୍ରା ଅଧ୍ୟାୟ 3  
  • ଏଜ୍ରା ଅଧ୍ୟାୟ 4  
  • ଏଜ୍ରା ଅଧ୍ୟାୟ 5  
  • ଏଜ୍ରା ଅଧ୍ୟାୟ 6  
  • ଏଜ୍ରା ଅଧ୍ୟାୟ 7  
  • ଏଜ୍ରା ଅଧ୍ୟାୟ 8  
  • ଏଜ୍ରା ଅଧ୍ୟାୟ 9  
  • ଏଜ୍ରା ଅଧ୍ୟାୟ 10  
×

Alert

×

Oriya Letters Keypad References