ଓଡିଆ ବାଇବଲ |
NET
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯାକୁବଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
20
History
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:50 (05 16 pm)
ଏବ୍ରୀମାନଙ୍କ ନିକଟକୁ ପତ୍ର 12:14 (05 16 pm)
ଯାକୁବଙ୍କ ପତ୍ 5:0 (05 16 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯାକୁବଙ୍କ ପତ୍ ଅଧ୍ୟାୟ 5
1
ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର ।
2
ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,
3
ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ । ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!
4
ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।
5
ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ମନକୁ ତୃପ୍ତ କରିଅଛ ।
6
ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ ।
7
ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ । ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ ।
8
ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ ।
9
ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି ।
10
ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ଵରୂପେ ଗ୍ରହଣ କର ।
11
ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ । ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି ପ୍ରଭୁଙ୍କ ଶେଷ କାର୍ଯ୍ୟ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି ।
12
ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ ।
13
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ । କେହି କଅଣ ଆନନ୍ଦିତ ଅଟେ? ସେ ଗୀତ ଗାନ କରୁ ।
14
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ତଳୀର ପ୍ରାଚୀନମାନଙ୍କୁ ଡକାଉ; ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ ।
15
ବିଶ୍ଵାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି ପ୍ରଭୁ ତାହାକୁ ଉଠାଇବେ; ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ ।
16
ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ଵୀକାର କର, ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର । ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ ।
17
ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକା; ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
18
ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା ।
19
ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି କେହି ତାହାକୁ ଫେରାଇ ଆଣେ,
20
ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।
ଯାକୁବଙ୍କ ପତ୍ 5
1
ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର ।
.::.

ଯାକୁବଙ୍କ ପତ୍ ଅଧ୍ୟାୟ 1
ଯାକୁବଙ୍କ ପତ୍ ଅଧ୍ୟାୟ 2
ଯାକୁବଙ୍କ ପତ୍ ଅଧ୍ୟାୟ 3
ଯାକୁବଙ୍କ ପତ୍ ଅଧ୍ୟାୟ 4
ଯାକୁବଙ୍କ ପତ୍ ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References