ଓଡିଆ ବାଇବଲ |
NET
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
13
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
18
ରେକର୍ଡଗୁଡିକ
ଦିତୀୟ ବିବରଣ 13:19 (11 58 pm)
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:0 (11 58 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13
1
(12:18) ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା ।
(1)
ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ ।
2
ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା ।
3
ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ଵିତ ହୋଇ ତାହାର ଅନୁଗମନ କଲେ,
4
ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ?
5
ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।
6
ସେଥିରେ ସେ ମୁଖ ଫିଟାଇ ଈଶ୍ଵରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ଵୁ ପୁଣି ସ୍ଵର୍ଗନିବାସୀମାନଙ୍କର ନିନ୍ଦା କଲା ।
7
ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା ।
8
ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ ।
9
ଯାହାର କର୍ଣ୍ଣ ଅଛି, ସେ ଶୁଣୁ ।
10
କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍ଗ ଦ୍ଵାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ ।
11
ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା ।
12
ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ ।
13
ସେ ମହା ମହା ଆଶ୍ଚର୍ଯ୍ୟ କର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନିବୃଷ୍ଟି କରାଏ ।
14
ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ ।
15
ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
16
ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ଵାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟିଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ,
17
ପୁଣି ସେହି ଚିହ୍ନ, ଅର୍ଥାତ୍, ପଶୁର ନାମ କିମ୍ଵା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ ।
18
ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13
1. (12:18) ଆଉ ସେ ସମୁଦ୍ରର ବାଲୁକା ଉପରେ ଠିଆ ହେଲା । (1) ତତ୍ପରେ ମୁଁ ସମୁଦ୍ର ମଧ୍ୟରୁ ଗୋଟିଏ ପଶୁକୁ ଉଠି ଆସିବାର ଦେଖିଲି, ତାହାର ଦଶ ଶୃଙ୍ଗ ଓ ସପ୍ତ ମସ୍ତକ, ତାହାର ଶୃଙ୍ଗଗୁଡ଼ାକରେ ଦଶଟା ମୁକୁଟ ଓ ମସ୍ତକଗୁଡ଼ାକ ଉପରେ ଈଶ୍ଵରନିନ୍ଦାସୂଚକ ବିଭିନ୍ନ ନାମ । 2. ଏହି ଯେଉଁ ପଶୁକୁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି । ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା । 3. ତାହାର ମସ୍ତକଗୁଡ଼ାକ ମଧ୍ୟରୁ ଗୋଟାଏ ଯେପରି ସାଂଘାତିକ ଆଘାତ ପ୍ରାପ୍ତ ହୋଇଥିଲା, ଆଉ ତାହାର ସେହି ମୃତ୍ୟୁଜନକ କ୍ଷତ ସୁସ୍ଥ ହେଲା, ପୁଣି ସମସ୍ତ ପୃଥିବୀ ସେହି ପଶୁ ବିଷୟରେ ଆଶ୍ଚର୍ଯ୍ୟାନ୍ଵିତ ହୋଇ ତାହାର ଅନୁଗମନ କଲେ, 4. ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରି ପାରେ? 5. ତାହାକୁ ଅହଂକାର ଓ ଈଶ୍ଵରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା । 6. ସେଥିରେ ସେ ମୁଖ ଫିଟାଇ ଈଶ୍ଵରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ଵୁ ପୁଣି ସ୍ଵର୍ଗନିବାସୀମାନଙ୍କର ନିନ୍ଦା କଲା । 7. ସମସ୍ତ ସାଧୁଙ୍କ ସହିତ ଯୁଦ୍ଧ କରିବାକୁ ଓ ସେମାନଙ୍କ ଉପରେ ଜୟଲାଭ କରିବାକୁ ତାହାକୁ କ୍ଷମତା ଦତ୍ତ ହେଲା, ଆଉ ସମସ୍ତ ଗୋଷ୍ଠୀ, ବଂଶ, ଭାଷାବାଦୀ ଓ ଜାତିହ ଉପରେ ତାହାକୁ କ୍ଷମତା ଦିଆଗଲା । 8. ଯେଉଁମାନଙ୍କ ନାମ ଜଗତର ପତ୍ତନାବଧି ବଳିକୃତ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀ ନିବାସୀ ସେହି ସମସ୍ତ ଲୋକ ତାହାକୁ ପ୍ରଣାମ କରିବେ । 9. ଯାହାର କର୍ଣ୍ଣ ଅଛି, ସେ ଶୁଣୁ । 10. କେହି ଯଦି ବନ୍ଦୀ କରିନିଏ, ତାହାହେଲେ ସେ ବନ୍ଦୀ ହୋଇଯିବ; କେହି ଯଦି ଖଡ଼୍ଗ ଦ୍ଵାରା ବଧ କରେ, ତାହାହେଲେ ସେ ନିଶ୍ଚୟ ଖଡ଼୍ଗ ଦ୍ଵାରା ବଧ କରାଯିବ । ଏହି ସ୍ଥଳରେ ସାଧୁମାନଙ୍କର ଧୈର୍ଯ୍ୟ ଓ ବିଶ୍ଵାସ ଆବଶ୍ୟକ । 11. ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟା ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା । 12. ସେ ପ୍ରଥମ ପଶୁର ସମସ୍ତ କ୍ଷମତା ତାହା ସାକ୍ଷାତରେ ପରିଚାଳନା କରେ, ଆଉ ସେହି ଯେଉଁ ପ୍ରଥମ ପଶୁର ମୃତ୍ୟୁଜନକ କ୍ଷତ ସୁସ୍ଥ ହୋଇଥିଲା, ତାହାକୁ ପ୍ରଣାମ କରିବାକୁ ପୃଥିବୀ ଓ ତନ୍ନିବାସୀମାନଙ୍କୁ ବାଧ୍ୟ କରେ । 13. ସେ ମହା ମହା ଆଶ୍ଚର୍ଯ୍ୟ କର୍ମ କରେ, ଏପରିକି ମନୁଷ୍ୟମାନଙ୍କ ସାକ୍ଷାତରେ ଆକାଶରୁ ପୃଥିବୀ ଉପରେ ଅଗ୍ନିବୃଷ୍ଟି କରାଏ । 14. ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଣ୍ଗର୍ଯ୍ୟ କର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ଦ୍ଵାରା ସେ ପୃଥିବୀ ନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ଵାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ । 15. ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା । 16. ଆଉ ସେ ସାନ ଓ ବଡ଼, ଧନୀ ଓ ଦରିଦ୍ର, ସ୍ଵାଧୀନ ଓ ପରାଧୀନ ସମସ୍ତଙ୍କୁ ସେମାନଙ୍କ ଦକ୍ଷିଣ ହସ୍ତରେ କିଅବା କପାଳରେ ଗୋଟିଏ ଚିହ୍ନ ଧାରଣ କରିବାକୁ ବାଧ୍ୟ କରାଏ, 17. ପୁଣି ସେହି ଚିହ୍ନ, ଅର୍ଥାତ୍, ପଶୁର ନାମ କିମ୍ଵା ତାହା ନାମର ସଂଖ୍ୟା ଧାରଣ କରି ନ ଥିବା ଲୋକକୁ କ୍ରୟବିକ୍ରୟ କରିବାକୁ ନିଷେଧ କରେ । 18. ଏଠାରେ ଜ୍ଞାନ ଆବଶ୍ୟକ । ଯାହାର ବୁଦ୍ଧି ଅଛି, ସେ ପଶୁର ସଂଖ୍ୟା ଗଣନା କରୁ, କାରଣ ତାହା ଜଣେ ମନୁଷ୍ୟର ସଂଖ୍ୟା, ଆଉ ତାହାର ସଂଖ୍ୟା, ହେଉଛି ଛଅ ଶହ ଛଷଠି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 1
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 2
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 3
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 4
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 5
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 6
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 7
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 8
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 9
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 10
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 11
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 12
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 13
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 14
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 15
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 16
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 17
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 18
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 19
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 20
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 21
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References