ଓଡିଆ ବାଇବଲ |
NLT
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ରାଜାବଳୀ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
3
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
ରେକର୍ଡଗୁଡିକ
ପ୍ରଥମ ରାଜାବଳୀ 3:0 (11 22 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ରାଜାବଳୀ ଅଧ୍ୟାୟ 3
1
ଅନନ୍ତର ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ ।
2
ମାତ୍ର ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା ।
3
ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ ।
4
ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ ।
5
ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ଵପ୍ନ ଦ୍ଵାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ ।
6
ତହିଁରେ ଶଲୋମନ କହିଲେ, ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ ।
7
ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର ମୁଁ ତ କ୍ଷୁଦ୍ର ବାଳକ; କିରୂପେ ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ ।
8
ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ହେତୁରୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି ।
9
ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?
10
ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ ।
11
ଏଥିରେ ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ଵର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
12
ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ ।
13
ଆହୁରି ତୁମ୍ଭେ ଯେଉଁ ଐଶ୍ଵର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ ।
14
ପୁଣି ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯେବେ ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା ।
15
ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ଵପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ ।
16
ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ ।
17
ପୁଣି ଏକ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି ।
18
ପୁଣି ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା ।
19
ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ନଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା ।
20
ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା ।
21
ତହୁଁ ମୁଁ ସକାଳେ ଆପଣା ପିଲାକୁ ଦୁଧ ଦେବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ ।
22
ତହଁ ସେ ଅନ୍ୟ ସ୍ତ୍ରୀ କହିଲା, ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ । ଆଉ ଏ ସ୍ତ୍ରୀ କହିଲା, ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ । ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ ।
23
ତେବେ ରାଜା କହିଲେ, ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି ଅନ୍ୟ ଜଣ କହୁଛି, ନା; ମାତ୍ର ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ ।
24
ଏଥିରେ ରାଜା କହିଲେ, ମୋହର କତିକି ଗୋଟିଏ ଖଣ୍ତା ଆଣ । ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ତା ଆଣିଲେ ।
25
ତହିଁରେ ରାଜା କହିଲେ, ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ତ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ ।
26
ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ । ମାତ୍ର ଅନ୍ୟ ସ୍ତ୍ରୀ କହିଲା, ସେ ମୋହର ନୋହୁ କି ତୁମ୍ଭର ନୋହୁ; ତାକୁ ଦୁଇ ଖଣ୍ତ କର ।
27
ସେତେବେଳେ ରାଜା ଉତ୍ତର କରି କହିଲେ, ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା ।
28
ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ଵର-ଦତ୍ତ ଜ୍ଞାନ ଅଛି ।
ପ୍ରଥମ ରାଜାବଳୀ 3
1. ଅନନ୍ତର ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ । 2. ମାତ୍ର ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା । 3. ପୁଣି ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ଵଳାଇଲେ । 4. ପୁଣି ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ । 5. ଗିବୀୟୋନରେ ସଦାପ୍ରଭୁ ରାତ୍ରିରେ ସ୍ଵପ୍ନ ଦ୍ଵାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ । 6. ତହିଁରେ ଶଲୋମନ କହିଲେ, ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ । 7. ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ଵର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର ମୁଁ ତ କ୍ଷୁଦ୍ର ବାଳକ; କିରୂପେ ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ । 8. ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ହେତୁରୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି । 9. ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ? 10. ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ । 11. ଏଥିରେ ପରମେଶ୍ଵର ତାଙ୍କୁ କହିଲେ, ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ଵର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ; 12. ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ । 13. ଆହୁରି ତୁମ୍ଭେ ଯେଉଁ ଐଶ୍ଵର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ । 14. ପୁଣି ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯେବେ ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା । 15. ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ଵପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ । 16. ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ । 17. ପୁଣି ଏକ ସ୍ତ୍ରୀ କହିଲା, ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି । 18. ପୁଣି ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା । 19. ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ନଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା । 20. ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା । 21. ତହୁଁ ମୁଁ ସକାଳେ ଆପଣା ପିଲାକୁ ଦୁଧ ଦେବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ । 22. ତହଁ ସେ ଅନ୍ୟ ସ୍ତ୍ରୀ କହିଲା, ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ । ଆଉ ଏ ସ୍ତ୍ରୀ କହିଲା, ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ । ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ । 23. ତେବେ ରାଜା କହିଲେ, ଜଣେ କହୁଛି, ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି ଅନ୍ୟ ଜଣ କହୁଛି, ନା; ମାତ୍ର ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ । 24. ଏଥିରେ ରାଜା କହିଲେ, ମୋହର କତିକି ଗୋଟିଏ ଖଣ୍ତା ଆଣ । ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ତା ଆଣିଲେ । 25. ତହିଁରେ ରାଜା କହିଲେ, ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ତ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ । 26. ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ । ମାତ୍ର ଅନ୍ୟ ସ୍ତ୍ରୀ କହିଲା, ସେ ମୋହର ନୋହୁ କି ତୁମ୍ଭର ନୋହୁ; ତାକୁ ଦୁଇ ଖଣ୍ତ କର । 27. ସେତେବେଳେ ରାଜା ଉତ୍ତର କରି କହିଲେ, ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା । 28. ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ଵର-ଦତ୍ତ ଜ୍ଞାନ ଅଛି ।
ପ୍ରଥମ ରାଜାବଳୀ ଅଧ୍ୟାୟ 1
ପ୍ରଥମ ରାଜାବଳୀ ଅଧ୍ୟାୟ 2
ପ୍ରଥମ ରାଜାବଳୀ ଅଧ୍ୟାୟ 3
ପ୍ରଥମ ରାଜାବଳୀ ଅଧ୍ୟାୟ 4
ପ୍ରଥମ ରାଜାବଳୀ ଅଧ୍ୟାୟ 5
ପ୍ରଥମ ରାଜାବଳୀ ଅଧ୍ୟାୟ 6
ପ୍ରଥମ ରାଜାବଳୀ ଅଧ୍ୟାୟ 7
ପ୍ରଥମ ରାଜାବଳୀ ଅଧ୍ୟାୟ 8
ପ୍ରଥମ ରାଜାବଳୀ ଅଧ୍ୟାୟ 9
ପ୍ରଥମ ରାଜାବଳୀ ଅଧ୍ୟାୟ 10
ପ୍ରଥମ ରାଜାବଳୀ ଅଧ୍ୟାୟ 11
ପ୍ରଥମ ରାଜାବଳୀ ଅଧ୍ୟାୟ 12
ପ୍ରଥମ ରାଜାବଳୀ ଅଧ୍ୟାୟ 13
ପ୍ରଥମ ରାଜାବଳୀ ଅଧ୍ୟାୟ 14
ପ୍ରଥମ ରାଜାବଳୀ ଅଧ୍ୟାୟ 15
ପ୍ରଥମ ରାଜାବଳୀ ଅଧ୍ୟାୟ 16
ପ୍ରଥମ ରାଜାବଳୀ ଅଧ୍ୟାୟ 17
ପ୍ରଥମ ରାଜାବଳୀ ଅଧ୍ୟାୟ 18
ପ୍ରଥମ ରାଜାବଳୀ ଅଧ୍ୟାୟ 19
ପ୍ରଥମ ରାଜାବଳୀ ଅଧ୍ୟାୟ 20
ପ୍ରଥମ ରାଜାବଳୀ ଅଧ୍ୟାୟ 21
ପ୍ରଥମ ରାଜାବଳୀ ଅଧ୍ୟାୟ 22
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References