ଓଡିଆ ବାଇବଲ |
NLV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଏଜ୍ରା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
10
1
2
3
4
5
6
7
8
9
10
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
ରେକର୍ଡଗୁଡିକ
ଦିତୀୟ ବିବରଣ 10:52 (06 17 pm)
ଏଜ୍ରା 10:0 (06 17 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଏଜ୍ରା ଅଧ୍ୟାୟ 10
1
ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ ।
2
ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି ।
3
ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ ।
4
ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ ।
5
ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲା । ତହିଁରେ ସେମାନେ ଶପଥ କଲେ ।
6
ତହୁଁ ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରୁ ଉଠି ଇଲିୟାଶୀବର ପୁତ୍ର ଯିହୋହାନନର କୋଠରିକି ଗଲା; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ,ରୋଟୀ ଭୋଜନ କି ଜଳପାନ କଲା ନାହିଁ; କାରଣ ସେ ବନ୍ଦୀତ୍ଵର ଲୋକମାନଙ୍କ ସତ୍ୟଲଙ୍ଘନ ସକାଶୁ ଶୋକ କରୁଥିଲା ।
7
ଏଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ଵର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
8
ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ଵ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ଵର ସମାଜରୁ ପୃଥକ୍ କରାଯିବ ।
9
ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ଵରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ ।
10
ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲା, ତୁମ୍ଭେମାନେ ସତ୍ୟଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ ।
11
ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ନିକଟରେ ସ୍ଵୀକାର କର ଓ ତାହାଙ୍କର ତୁଷ୍ଟିଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କର ।
12
ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ଵରରେ କହିଲେ, ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ ।
13
ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ ।
14
ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଚଣ୍ତ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ ।
15
ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ୍ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ ।
16
ମାତ୍ର ବନ୍ଦୀତ୍ଵର ସନ୍ତାନମାନେ ସେହିପରି କର୍ମ କଲେ । ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ ।
17
ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ ।
18
ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ ।
19
ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ ।
20
ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ
21
ଓ ହାରିମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ ଓ ଏଲୀୟ ଓ ଶମୟୀୟ ଓ ଯିହୀୟେଲ ଓ ଉଷୀୟ;
22
ଆଉ, ପଶହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋ-ଐନୟ, ମାସେୟ, ଇଶ୍ମାୟେଲ, ନଥନେଲ୍, ଯୋଷାବଦ୍ ଓ ଇଲିସାୟ ।
23
ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ୍ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଷର;
24
ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ୍; ଦ୍ଵାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି ।
25
ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ ଓ ଯିଷୀୟ ଓ ମଲ୍କୀୟ ଓ ମିୟାମୀନ୍ ଓ ଇଲିୟାସର ଓ ମଲ୍କୀୟ ଓ ବନାୟ ।
26
ଆଉ, ଏଲମର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯିରେମୋତ୍ ଓ ଏଲୀୟ ।
27
ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋ-ଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯିରେମୋତ୍ ଓ ସାବଦ୍ ଓ ଅସୀସା
28
ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସଜୟ, ଅତ୍ତଲୟ;
29
ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ୍ ଓ ଶାଲ, ଯିରେମୋତ୍ ।
30
ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;
31
ଆଉ, ହାରିମର ସନ୍ତାନଗଣ ମଧ୍ୟରୁ ଇଲୀୟେଷର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ୍;
32
ବିନ୍ୟାମୀନ, ମଲ୍ଲୁକ, ଶମରୀୟ;
33
ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍, ଇଲିଫେଲଟ୍, ଯିରେମୟ, ମନଃଶି, ଶିମୀୟି;
34
ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍ ଓ ଉୟେଲ;
35
ବନାୟ, ବେଦୀୟା, କଲୂହୂ;
36
ବନୀୟ, ମରେମୋତ୍, ଇଲୀୟାଶୀବ୍;
37
ମତ୍ତନୀୟ, ମତ୍ତନୟ ଓ ଯାଶୟ;
38
ଆଉ, ବାନି ଓ ବିନ୍ନୁୟି, ଶିମୀୟି;
39
ଶେଲିମୀୟ ଓ ନାଥନ୍ ଓ ଅଦାୟା;
40
ମଗ୍ନଦ୍ବୟ, ଶାଶୟ, ଶାରୟ;
41
ଅସରେଲ ଓ ଶେଲିମୀୟ, ଶମରୀୟ;
42
ଶଲ୍ଲୁମ୍, ଅମରୀୟ, ଯୋଷେଫ୍ ।
43
ନବୋର ସନ୍ତାନଗଣ ମଧ୍ୟରୁ ଯୀୟୟେଲ, ମତ୍ତଥୀୟ, ସାବଦ୍, ସବୀନଃ, ଇଦ୍ଦୋ ଓ ଯୋୟେଲ, ବନାୟ;
44
ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ ।
ଏଜ୍ରା 10
1. ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ଵୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାହା ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ । 2. ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାକୁ ଉତ୍ତର କରି କହିଲା, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି । 3. ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ । 4. ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ । 5. ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲା । ତହିଁରେ ସେମାନେ ଶପଥ କଲେ । 6. ତହୁଁ ଏଜ୍ରା ପରମେଶ୍ଵରଙ୍କ ଗୃହ ସମ୍ମୁଖରୁ ଉଠି ଇଲିୟାଶୀବର ପୁତ୍ର ଯିହୋହାନନର କୋଠରିକି ଗଲା; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ,ରୋଟୀ ଭୋଜନ କି ଜଳପାନ କଲା ନାହିଁ; କାରଣ ସେ ବନ୍ଦୀତ୍ଵର ଲୋକମାନଙ୍କ ସତ୍ୟଲଙ୍ଘନ ସକାଶୁ ଶୋକ କରୁଥିଲା । 7. ଏଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ଵର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ; 8. ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ଵ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ଵର ସମାଜରୁ ପୃଥକ୍ କରାଯିବ । 9. ତହୁଁ ଯିହୁଦା ଓ ବିନ୍ୟାମୀନର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ଦିନ ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ଵରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ । 10. ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲା, ତୁମ୍ଭେମାନେ ସତ୍ୟଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ । 11. ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ନିକଟରେ ସ୍ଵୀକାର କର ଓ ତାହାଙ୍କର ତୁଷ୍ଟିଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ କର । 12. ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ଵରରେ କହିଲେ, ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ । 13. ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ । 14. ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରଚଣ୍ତ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ । 15. ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ୍ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ । 16. ମାତ୍ର ବନ୍ଦୀତ୍ଵର ସନ୍ତାନମାନେ ସେହିପରି କର୍ମ କଲେ । ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ । 17. ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ । 18. ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ । 19. ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ । 20. ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ 21. ଓ ହାରିମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ ଓ ଏଲୀୟ ଓ ଶମୟୀୟ ଓ ଯିହୀୟେଲ ଓ ଉଷୀୟ; 22. ଆଉ, ପଶହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋ-ଐନୟ, ମାସେୟ, ଇଶ୍ମାୟେଲ, ନଥନେଲ୍, ଯୋଷାବଦ୍ ଓ ଇଲିସାୟ । 23. ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ୍ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଷର; 24. ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ୍; ଦ୍ଵାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି । 25. ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ ଓ ଯିଷୀୟ ଓ ମଲ୍କୀୟ ଓ ମିୟାମୀନ୍ ଓ ଇଲିୟାସର ଓ ମଲ୍କୀୟ ଓ ବନାୟ । 26. ଆଉ, ଏଲମର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯିରେମୋତ୍ ଓ ଏଲୀୟ । 27. ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋ-ଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯିରେମୋତ୍ ଓ ସାବଦ୍ ଓ ଅସୀସା 28. ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସଜୟ, ଅତ୍ତଲୟ; 29. ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ୍ ଓ ଶାଲ, ଯିରେମୋତ୍ । 30. ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି; 31. ଆଉ, ହାରିମର ସନ୍ତାନଗଣ ମଧ୍ୟରୁ ଇଲୀୟେଷର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ୍; 32. ବିନ୍ୟାମୀନ, ମଲ୍ଲୁକ, ଶମରୀୟ; 33. ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍, ଇଲିଫେଲଟ୍, ଯିରେମୟ, ମନଃଶି, ଶିମୀୟି; 34. ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍ ଓ ଉୟେଲ; 35. ବନାୟ, ବେଦୀୟା, କଲୂହୂ; 36. ବନୀୟ, ମରେମୋତ୍, ଇଲୀୟାଶୀବ୍; 37. ମତ୍ତନୀୟ, ମତ୍ତନୟ ଓ ଯାଶୟ; 38. ଆଉ, ବାନି ଓ ବିନ୍ନୁୟି, ଶିମୀୟି; 39. ଶେଲିମୀୟ ଓ ନାଥନ୍ ଓ ଅଦାୟା; 40. ମଗ୍ନଦ୍ବୟ, ଶାଶୟ, ଶାରୟ; 41. ଅସରେଲ ଓ ଶେଲିମୀୟ, ଶମରୀୟ; 42. ଶଲ୍ଲୁମ୍, ଅମରୀୟ, ଯୋଷେଫ୍ । 43. ନବୋର ସନ୍ତାନଗଣ ମଧ୍ୟରୁ ଯୀୟୟେଲ, ମତ୍ତଥୀୟ, ସାବଦ୍, ସବୀନଃ, ଇଦ୍ଦୋ ଓ ଯୋୟେଲ, ବନାୟ; 44. ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ ।
ଏଜ୍ରା ଅଧ୍ୟାୟ 1
ଏଜ୍ରା ଅଧ୍ୟାୟ 2
ଏଜ୍ରା ଅଧ୍ୟାୟ 3
ଏଜ୍ରା ଅଧ୍ୟାୟ 4
ଏଜ୍ରା ଅଧ୍ୟାୟ 5
ଏଜ୍ରା ଅଧ୍ୟାୟ 6
ଏଜ୍ରା ଅଧ୍ୟାୟ 7
ଏଜ୍ରା ଅଧ୍ୟାୟ 8
ଏଜ୍ରା ଅଧ୍ୟାୟ 9
ଏଜ୍ରା ଅଧ୍ୟାୟ 10
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References