ଓଡିଆ ବାଇବଲ |
NLV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
19
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
ରେକର୍ଡଗୁଡିକ
ଯିରିମିୟ 19:0 (01 36 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 19
1
ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
2
ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
3
ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ ।
4
କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି ।
5
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ;
6
ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି ।
7
ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା ।
8
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ ।
9
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ ।
10
ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
11
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ ।
12
ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା ।
13
ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ ।
14
ଅନନ୍ତର ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
15
ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି ।
ଯିରିମିୟ 19
1. ସଦାପ୍ରଭୁ ଏହି କଥା କହିଲେ, ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର,ଣଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ, 2. ହାର୍ଶିତ୍ ଦ୍ଵାରର ପ୍ରବେଶ-ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର; 3. ଆଉ କୁହ, ହେ ଯିହୁଦାର ରାଜଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା, ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ । 4. କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି । 5. ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ; 6. ଏହି ନିମନ୍ତେ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି । 7. ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ଼୍ଗ ଦ୍ଵାରା ଓ ସେମାନଙ୍କ ପ୍ରାଣ ଅନ୍ଵେଷଣକାରୀମାନଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା । 8. ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶଦ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶଦ୍ଦ କରିବ । 9. ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ । 10. ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ, 11. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ । 12. ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍ ତୁଲ୍ୟ କରିବା । 13. ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ । 14. ଅନନ୍ତର ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ; 15. ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି ।
ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References