ଓଡିଆ ବାଇବଲ |
NLV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
5
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
History
ଯିରିମିୟ 5:0 (06 33 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟ ଅଧ୍ୟାୟ 5
1
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା⇧ ।
2
ସେମାନେ ଜୀବିତ ସଦାପ୍ରଭୁ ବୋଲି କହିଲେ ହେଁ ନିତା; ମିଥ୍ୟାରେ ଶପଥ କରନ୍ତି ।
3
ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି⇧ ।
4
ତହିଁରେ ମୁଁ କହିଲି, ନିଶ୍ଚୟ ଏମାନେ ଦରିଦ୍ର; ଏମାନେ ଅଜ୍ଞାନ; କାରଣ ଏମାନେ ସଦାପ୍ରଭୁଙ୍କର ପଥ ଓ ଆପଣା-ମାନଙ୍କ ପରମେଶ୍ଵରଙ୍କର ଶାସନ ଜାଣନ୍ତି ନାହିଁ;
5
ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ଵରଙ୍କ ଶାସନ ଜାଣନ୍ତି । ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ତାଇ ପକାଇ ଅଛନ୍ତି ।
6
ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି ।
7
ଆମ୍ଭେ କିରୂପେ ତୁମ୍ଭକୁ କ୍ଷମା କରି ପାରିବା? ତୁମ୍ଭର ସନ୍ତାନଗଣ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଯେଉଁମାନେ ଈଶ୍ଵର ନୁହନ୍ତି, ସେମାନଙ୍କ ନାମରେ ଶପଥ କରିଅଛନ୍ତି; ଆମ୍ଭେ ଯେତେବେଳେ ସେମାନଙ୍କୁ ପରିତୃପ୍ତ ରୂପେ ଭୋଜନ କରାଇଲୁ, ସେତେବେଳେ ସେମାନେ ବ୍ୟଭିଚାର କଲେ ଓ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ଏକତ୍ର ହେଲେ ।
8
ସେମାନେ ପ୍ରଭାତରେ ସୁପୋଷିତ ଅଶ୍ଵ ତୁଲ୍ୟ ହେଲେ; ପ୍ରତ୍ୟେକେ ଆପଣା ପ୍ରତିବାସୀର ସ୍ତ୍ରୀ ପ୍ରତି ହିଁ ହିଁ ହେଲେ ।
9
ସଦାପ୍ରଭୁ କହନ୍ତି, ଆମ୍ଭେ କʼଣ ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କʼଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
10
ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ ।
11
ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି ।
12
ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;
13
ଆଉ, ଭବିଷ୍ୟଦ୍ବକ୍ତାମାନେ ବାୟୁତୁଲ୍ୟ ହେବେ ଓ ସେମାନଙ୍କ ଅନ୍ତରରେ ବାକ୍ୟ ନାହିଁ; ସେମାନଙ୍କ ପ୍ରତି ଏହିରୂପ କରାଯିବ ।
14
ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ ।
15
ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ ।
16
ସେମାନଙ୍କର ତୂଣ ଖୋଲା କବର ତୁଲ୍ୟ, ସେ ସମସ୍ତେ ବୀରପୁରୁଷ ।
17
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା-ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ଵାସ କରିଅଛ, ସେସବୁକୁ ସେମାନେ ଖଡ଼୍ଗରେ ନିପାତ କରିବେ ।
18
ମାତ୍ର ସଦାପ୍ରଭୁ କହନ୍ତି, ସେସମୟରେ ହେଁ ଆମ୍ଭେ ତୁମ୍ଭମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନାହିଁ ।
19
ଆଉ, ତୁମ୍ଭେମାନେ ଯେତେବେଳେ କହିବ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର କିହେତୁ ଆମ୍ଭମାନଙ୍କ ପ୍ରତି ଏହିସବୁ କରିଅଛନ୍ତି, ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ନିଜ ଦେଶରେ ଯେପରି ଆମ୍ଭକୁ ପରିତ୍ୟାଗ କରି ଅନ୍ୟ ଦେବତାଗଣର ସେବା କରିଅଛ, ସେପରି ତୁମ୍ଭେମାନେ ବିଦେଶରେ ବିଦେଶୀୟମାନଙ୍କର ସେବା କରିବ ।
20
ତୁମ୍ଭେମାନେ ଯାକୁବ-ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,
21
ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
22
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳଧ୍ଵନି କରେ, ତଥାପି ସୀମା ଅତିକ୍ରମ କରି ପାରେ ନାହିଁ ।
23
ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି ।
24
ଅଥବା ଯେ ଯଥାସମୟରେ ଆଦ୍ୟ ଓ ଶେଷ ବୃଷ୍ଟିର ପ୍ରଦାନକର୍ତ୍ତା; ଯେ ଆମ୍ଭମାନଙ୍କ ନିମନ୍ତେ ଶସ୍ୟଚ୍ଛେଦନର ନିରୂପିତ ସପ୍ତାହମାନ ରକ୍ଷା କରନ୍ତି, ଆସ, ଏବେ ଆମ୍ଭେମାନେ ସେହି ସଦାପ୍ରଭୁ ଆପଣା-ମାନଙ୍କର ପରମେଶ୍ଵରଙ୍କୁ ଭୟ କରୁ, ଏହା ସେମାନେ ମନେ ମନେ କହନ୍ତି ନାହିଁ ।
25
ତୁମ୍ଭମାନଙ୍କର ଅଧର୍ମ ଏହିସବୁ ଅନ୍ୟଥା କରିଅଛି ଓ ତୁମ୍ଭମାନଙ୍କର ପାପ ତୁମ୍ଭମାନଙ୍କର ମଙ୍ଗଳ ନିବାରଣ କରିଅଛି ।
26
କାରଣ ଆମ୍ଭ ଲୋକମାନଙ୍କ ମଧ୍ୟରେ ଦୁଷ୍ଟ ଲୋକ ଦେଖା ଯାଆନ୍ତି; ସେମାନେ ବ୍ୟାଧ ତୁଲ୍ୟ ଛକି ବସି ଜଗନ୍ତି; ସେମାନେ ଫାନ୍ଦ ପାତି ମନୁଷ୍ୟ ଧରନ୍ତି ।
27
ଯେପରି ପିଞ୍ଜର ପକ୍ଷୀରେ ପୂର୍ଣ୍ଣ, ସେପରି ସେମାନଙ୍କର ଗୃହ ଛଳରେ ପୂର୍ଣ୍ଣ; ଏହେତୁ ସେମାନେ ଉନ୍ନତ ଓ ଆହୁରି ଆହୁରି ଧନବ; ହୋଇଅଛନ୍ତି ।
28
ସେମାନେ ଆହୁରି ଆହୁରି ମୋଟ ଓ ଚିକ୍କଣ ହୁଅନ୍ତି, ହଁ, ସେମାନେ ଦୁଷ୍କ୍ରିୟାର ସୀମା ଅତିକ୍ରମ କରନ୍ତି; ସେମାନେ ଗୁହାରି ବିଚାର କରନ୍ତି ନାହିଁ, ପିତୃହୀନ-ମାନଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କର ଗୁହାରି ବିଚାର କରନ୍ତି ନାହିଁ; ପୁଣି, ଦରିଦ୍ରମାନଙ୍କର ବିଚାର ସେମାନେ ନିଷ୍ପତ୍ତି କରନ୍ତି ନାହିଁ ।
29
ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁଣ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?
30
ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
31
ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ଵାରା ଯାଜକମାନେ କର୍ତ୍ତୃତ୍ଵ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?
ଯିରିମିୟ 5

.::.

ଯିରିମିୟ ଅଧ୍ୟାୟ 1
ଯିରିମିୟ ଅଧ୍ୟାୟ 2
ଯିରିମିୟ ଅଧ୍ୟାୟ 3
ଯିରିମିୟ ଅଧ୍ୟାୟ 4
ଯିରିମିୟ ଅଧ୍ୟାୟ 5
ଯିରିମିୟ ଅଧ୍ୟାୟ 6
ଯିରିମିୟ ଅଧ୍ୟାୟ 7
ଯିରିମିୟ ଅଧ୍ୟାୟ 8
ଯିରିମିୟ ଅଧ୍ୟାୟ 9
ଯିରିମିୟ ଅଧ୍ୟାୟ 10
ଯିରିମିୟ ଅଧ୍ୟାୟ 11
ଯିରିମିୟ ଅଧ୍ୟାୟ 12
ଯିରିମିୟ ଅଧ୍ୟାୟ 13
ଯିରିମିୟ ଅଧ୍ୟାୟ 14
ଯିରିମିୟ ଅଧ୍ୟାୟ 15
ଯିରିମିୟ ଅଧ୍ୟାୟ 16
ଯିରିମିୟ ଅଧ୍ୟାୟ 17
ଯିରିମିୟ ଅଧ୍ୟାୟ 18
ଯିରିମିୟ ଅଧ୍ୟାୟ 19
ଯିରିମିୟ ଅଧ୍ୟାୟ 20
ଯିରିମିୟ ଅଧ୍ୟାୟ 21
ଯିରିମିୟ ଅଧ୍ୟାୟ 22
ଯିରିମିୟ ଅଧ୍ୟାୟ 23
ଯିରିମିୟ ଅଧ୍ୟାୟ 24
ଯିରିମିୟ ଅଧ୍ୟାୟ 25
ଯିରିମିୟ ଅଧ୍ୟାୟ 26
ଯିରିମିୟ ଅଧ୍ୟାୟ 27
ଯିରିମିୟ ଅଧ୍ୟାୟ 28
ଯିରିମିୟ ଅଧ୍ୟାୟ 29
ଯିରିମିୟ ଅଧ୍ୟାୟ 30
ଯିରିମିୟ ଅଧ୍ୟାୟ 31
ଯିରିମିୟ ଅଧ୍ୟାୟ 32
ଯିରିମିୟ ଅଧ୍ୟାୟ 33
ଯିରିମିୟ ଅଧ୍ୟାୟ 34
ଯିରିମିୟ ଅଧ୍ୟାୟ 35
ଯିରିମିୟ ଅଧ୍ୟାୟ 36
ଯିରିମିୟ ଅଧ୍ୟାୟ 37
ଯିରିମିୟ ଅଧ୍ୟାୟ 38
ଯିରିମିୟ ଅଧ୍ୟାୟ 39
ଯିରିମିୟ ଅଧ୍ୟାୟ 40
ଯିରିମିୟ ଅଧ୍ୟାୟ 41
ଯିରିମିୟ ଅଧ୍ୟାୟ 42
ଯିରିମିୟ ଅଧ୍ୟାୟ 43
ଯିରିମିୟ ଅଧ୍ୟାୟ 44
ଯିରିମିୟ ଅଧ୍ୟାୟ 45
ଯିରିମିୟ ଅଧ୍ୟାୟ 46
ଯିରିମିୟ ଅଧ୍ୟାୟ 47
ଯିରିମିୟ ଅଧ୍ୟାୟ 48
ଯିରିମିୟ ଅଧ୍ୟାୟ 49
ଯିରିମିୟ ଅଧ୍ୟାୟ 50
ଯିରିମିୟ ଅଧ୍ୟାୟ 51
ଯିରିମିୟ ଅଧ୍ୟାୟ 52
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References