ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 39

1 ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ । ମୁଁ କହିଲି, ମୁଁ ଜିହ୍ଵାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି । 2 ମୁଁ ମୌନ ଭାବରେ ନୀରବ ରହିଲି, ସତ୍କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା; 3 ଅନ୍ତରରେ ମୋହର ହୃଦୟ ଉତ୍ତପ୍ତ ହେଲା; ଭାବୁ ଭାବୁ ଅଗ୍ନି ପ୍ରଜ୍ଵଳିତ ହେଲା; ତେବେ ମୁଁ ଆପଣା ଜିହ୍ଵାରେ କଥା କହିଲି; 4 ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ । 5 ଦେଖ, ତୁମ୍ଭେ ମୋହର ଦିନକେତେକ ମୁଷ୍ଟିପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତା; ଅସାର । [ସେଲା 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନା-ଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ । 7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି । 8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ । 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ । 10 ମୋʼଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି । 11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର । [ସେଲା 12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ଵରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ । 13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼଠାରୁ ଦୃଷ୍ଟି ଫେରାଅ ।
1 ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ । ମୁଁ କହିଲି, ମୁଁ ଜିହ୍ଵାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି । .::. 2 ମୁଁ ମୌନ ଭାବରେ ନୀରବ ରହିଲି, ସତ୍କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା; .::. 3 ଅନ୍ତରରେ ମୋହର ହୃଦୟ ଉତ୍ତପ୍ତ ହେଲା; ଭାବୁ ଭାବୁ ଅଗ୍ନି ପ୍ରଜ୍ଵଳିତ ହେଲା; ତେବେ ମୁଁ ଆପଣା ଜିହ୍ଵାରେ କଥା କହିଲି; .::. 4 ହେ ସଦାପ୍ରଭୋ, ମୋହର ଅନ୍ତିମକାଳ ଓ ମୋʼ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ । .::. 5 ଦେଖ, ତୁମ୍ଭେ ମୋହର ଦିନକେତେକ ମୁଷ୍ଟିପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତା; ଅସାର । [ସେଲା .::. 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନା-ଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ । .::. 7 ହେ ପ୍ରଭୋ, ଏବେ ମୁଁ କାହିଁର ଅପେକ୍ଷା କରିବି? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି । .::. 8 ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ । .::. 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ । .::. 10 ମୋʼଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି । .::. 11 ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ଵାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର । [ସେଲା .::. 12 ହେ ସଦାପ୍ରଭୋ, ମୋହର ପ୍ରାର୍ଥନା ଶୁଣ ଓ ମୋʼ ଆର୍ତ୍ତସ୍ଵରରେ କର୍ଣ୍ଣ ଦିଅ; ମୋʼ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପିତୃଲୋକଙ୍କ ତୁଲ୍ୟ ପ୍ରବାସୀ । .::. 13 ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋʼଠାରୁ ଦୃଷ୍ଟି ଫେରାଅ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References