ଓଡିଆ ବାଇବଲ |
OCVKN
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ପ୍ରଥମ ଶାମୁୟେଲ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
ରେକର୍ଡଗୁଡିକ
ଆଦି ପୁସ୍ତକ 30:35 (07 11 am)
ଯିରିମିୟଙ୍କ ବିଳାପ 2:3 (07 11 am)
ପ୍ରଥମ ଶାମୁୟେଲ 4:0 (07 11 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ପ୍ରଥମ ଶାମୁୟେଲ ଅଧ୍ୟାୟ 4
1
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା । ଅନନ୍ତର ଇସ୍ରାଏଲ ପଲେଷ୍ଟୀୟ- ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ ।
2
ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣା-ମାନଙ୍କୁ ସଜାଇଲେ; ପୁଣି ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ ।
3
ତହୁଁ ଲୋକମାନେ ଛାଉଣିକି ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କିହେତୁ ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ ।
4
ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ ।
5
ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ଵନିରେ ଜୟଧ୍ଵନି କଲେ ଯେ, ପୃଥିବୀ କମ୍ପିଲା ।
6
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି ।
7
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ଵର ଛାଉଣିକି ଆସିଅଛନ୍ତି । ଆହୁରି ସେମାନେ କହିଲେ, ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ ।
8
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ଵାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ ।
9
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ଵ ପ୍ରକାଶ କର ଓ ଯୁଦ୍ଧ କର ।
10
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ ।
11
ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
12
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା ।
13
ପୁଣି ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା । ଏଥିରେ ସେହି ଲୋକ ନଗରକୁ ଆସି ସମ୍ଵାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ ।
14
ପୁଣି ଏଲି ସେହି କ୍ରନ୍ଦନ ଶଦ୍ଦ ଶୁଣି କହିଲେ, ଏହି କୋଳାହଳ ଶଦ୍ଦର ଅଭିପ୍ରାୟ କଅଣ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ଵାଦ ଦେଲା ।
15
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ଚାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ ।
16
ପୁଣି ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ । ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା?
17
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା ।
18
ଆଉ ସେ ପରମେଶ୍ଵରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ଵାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ । ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ ।
19
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ଵଶୁର ଓ ସ୍ଵାମୀ ମଲେ; ଏହି ସମ୍ଵାଦ ଶୁଣିବାମାତ୍ରେ ସେ ଆଣ୍ଠୋଇ ପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା ।
20
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ । ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ ।
21
ଆଉ ପରମେଶ୍ଵରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ଵଶୁର ଆଉ ସ୍ଵାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐ-କାବୋଦ୍ (ହୀନ ଗୌରବ) ରଖିଲା ।
22
ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା ।
ପ୍ରଥମ ଶାମୁୟେଲ 4
1. ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା । ଅନନ୍ତର ଇସ୍ରାଏଲ ପଲେଷ୍ଟୀୟ- ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ । 2. ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣା-ମାନଙ୍କୁ ସଜାଇଲେ; ପୁଣି ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ । 3. ତହୁଁ ଲୋକମାନେ ଛାଉଣିକି ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କିହେତୁ ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ । 4. ତହିଁରେ ସେମାନେ ଶୀଲୋକୁ ଲୋକ ପଠାଇ କିରୂବମାନଙ୍କ ମଧ୍ୟରେ ଅବସ୍ଥିତ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେଠାରୁ ଆଣିଲେ; ସେତେବେଳେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସେ ସ୍ଥାନରେ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସଙ୍ଗେ ଥିଲେ । 5. ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ଵନିରେ ଜୟଧ୍ଵନି କଲେ ଯେ, ପୃଥିବୀ କମ୍ପିଲା । 6. ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି । 7. ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ଵର ଛାଉଣିକି ଆସିଅଛନ୍ତି । ଆହୁରି ସେମାନେ କହିଲେ, ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ । 8. ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ଵାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ । 9. ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ଵ ପ୍ରକାଶ କର ଓ ଯୁଦ୍ଧ କର । 10. ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ । 11. ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ। 12. ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା । 13. ପୁଣି ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା । ଏଥିରେ ସେହି ଲୋକ ନଗରକୁ ଆସି ସମ୍ଵାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ । 14. ପୁଣି ଏଲି ସେହି କ୍ରନ୍ଦନ ଶଦ୍ଦ ଶୁଣି କହିଲେ, ଏହି କୋଳାହଳ ଶଦ୍ଦର ଅଭିପ୍ରାୟ କଅଣ? ତହୁଁ ସେହି ଲୋକ ଶୀଘ୍ର ଆସି ଏଲିଙ୍କୁ ସମ୍ଵାଦ ଦେଲା । 15. ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ଚାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ । 16. ପୁଣି ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ । ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା? 17. ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା । 18. ଆଉ ସେ ପରମେଶ୍ଵରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ଵାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ । ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ । 19. ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ଵଶୁର ଓ ସ୍ଵାମୀ ମଲେ; ଏହି ସମ୍ଵାଦ ଶୁଣିବାମାତ୍ରେ ସେ ଆଣ୍ଠୋଇ ପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା । 20. ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ । ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ । 21. ଆଉ ପରମେଶ୍ଵରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ଵଶୁର ଆଉ ସ୍ଵାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐ-କାବୋଦ୍ (ହୀନ ଗୌରବ) ରଖିଲା । 22. ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା ।
ପ୍ରଥମ ଶାମୁୟେଲ ଅଧ୍ୟାୟ 1
ପ୍ରଥମ ଶାମୁୟେଲ ଅଧ୍ୟାୟ 2
ପ୍ରଥମ ଶାମୁୟେଲ ଅଧ୍ୟାୟ 3
ପ୍ରଥମ ଶାମୁୟେଲ ଅଧ୍ୟାୟ 4
ପ୍ରଥମ ଶାମୁୟେଲ ଅଧ୍ୟାୟ 5
ପ୍ରଥମ ଶାମୁୟେଲ ଅଧ୍ୟାୟ 6
ପ୍ରଥମ ଶାମୁୟେଲ ଅଧ୍ୟାୟ 7
ପ୍ରଥମ ଶାମୁୟେଲ ଅଧ୍ୟାୟ 8
ପ୍ରଥମ ଶାମୁୟେଲ ଅଧ୍ୟାୟ 9
ପ୍ରଥମ ଶାମୁୟେଲ ଅଧ୍ୟାୟ 10
ପ୍ରଥମ ଶାମୁୟେଲ ଅଧ୍ୟାୟ 11
ପ୍ରଥମ ଶାମୁୟେଲ ଅଧ୍ୟାୟ 12
ପ୍ରଥମ ଶାମୁୟେଲ ଅଧ୍ୟାୟ 13
ପ୍ରଥମ ଶାମୁୟେଲ ଅଧ୍ୟାୟ 14
ପ୍ରଥମ ଶାମୁୟେଲ ଅଧ୍ୟାୟ 15
ପ୍ରଥମ ଶାମୁୟେଲ ଅଧ୍ୟାୟ 16
ପ୍ରଥମ ଶାମୁୟେଲ ଅଧ୍ୟାୟ 17
ପ୍ରଥମ ଶାମୁୟେଲ ଅଧ୍ୟାୟ 18
ପ୍ରଥମ ଶାମୁୟେଲ ଅଧ୍ୟାୟ 19
ପ୍ରଥମ ଶାମୁୟେଲ ଅଧ୍ୟାୟ 20
ପ୍ରଥମ ଶାମୁୟେଲ ଅଧ୍ୟାୟ 21
ପ୍ରଥମ ଶାମୁୟେଲ ଅଧ୍ୟାୟ 22
ପ୍ରଥମ ଶାମୁୟେଲ ଅଧ୍ୟାୟ 23
ପ୍ରଥମ ଶାମୁୟେଲ ଅଧ୍ୟାୟ 24
ପ୍ରଥମ ଶାମୁୟେଲ ଅଧ୍ୟାୟ 25
ପ୍ରଥମ ଶାମୁୟେଲ ଅଧ୍ୟାୟ 26
ପ୍ରଥମ ଶାମୁୟେଲ ଅଧ୍ୟାୟ 27
ପ୍ରଥମ ଶାମୁୟେଲ ଅଧ୍ୟାୟ 28
ପ୍ରଥମ ଶାମୁୟେଲ ଅଧ୍ୟାୟ 29
ପ୍ରଥମ ଶାମୁୟେଲ ଅଧ୍ୟାୟ 30
ପ୍ରଥମ ଶାମୁୟେଲ ଅଧ୍ୟାୟ 31
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References