ଓଡିଆ ବାଇବଲ |
OCVKN
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ହିତୋପଦେଶ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
11
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
ରେକର୍ଡଗୁଡିକ
ହିତୋପଦେଶ 11:0 (05 27 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ହିତୋପଦେଶ ଅଧ୍ୟାୟ 11
1
ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର ।
2
ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ ।
3
ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ ।
4
କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ ।
5
ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ ।
6
ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ ।
7
ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକ-ମାନଙ୍କର ଆଶା ବିନଷ୍ଟ ହୁଏ ।
8
ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ ।
9
ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ ।
10
ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ଵନି ହୁଏ ।
11
ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ ।
12
ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ ।
13
ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ ।
14
ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ ।
15
ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ ।
16
ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି ।
17
ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ ।
18
ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି ।
19
ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ ।
20
କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର ।
21
ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ତିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ ।
22
ଘୁସୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ ।
23
ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ ।
24
କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି କେହି କେହି ଉଚିତ ବ୍ୟୟ ଅସ୍ଵୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ ।
25
ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ ।
26
ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ ।
27
ଯେଉଁ ବ୍ୟକ୍ତି ଯନିରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ (ପରର) ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ ।
28
ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ ।
29
ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30
ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ ।
31
ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
ହିତୋପଦେଶ 11
1. ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ । ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର । 2. ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ । 3. ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ଵାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ । 4. କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ । 5. ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ । 6. ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ଵାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ । 7. ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକ-ମାନଙ୍କର ଆଶା ବିନଷ୍ଟ ହୁଏ । 8. ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି ଦୁଷ୍ଟ ତାହା ବଦଳେ ତହିଁକି ଆସେ । 9. ଧର୍ମହୀନ ଲୋକ ଆପଣା ମୁଖରେ ପ୍ରତିବାସୀକି ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ । 10. ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ଵନି ହୁଏ । 11. ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ । 12. ଯେ ଆପଣା ପ୍ରତିବାସୀକି ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ । 13. ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ଵସ୍ତ ମନ, ସେ କଥା ଢାଙ୍କେ । 14. ସୁମନ୍ତ୍ରଣାର ଅଭାବରେ ଲୋକମାନେ ପତିତ ହୁଅନ୍ତି, ପୁଣି ମନ୍ତ୍ରୀମାନଙ୍କ ବାହୁଲ୍ୟରେ ରକ୍ଷା ହୁଏ । 15. ଅଜଣା ଲୋକ ପାଇଁ ଯେ ଲଗା ହୁଏ, ସେ ଅବଶ୍ୟ କ୍ଳେଶ ପାଏ; ମାତ୍ର ଲଗା ହେବାକୁ ଯେ ଘୃଣା କରେ, ସେ ନିରାପଦରେ ଥାଏ । 16. ଅନୁଗ୍ରହଜନିକା ସ୍ତ୍ରୀ ଗୌରବ ଧରି ରଖେ, ପୁଣି ଉପଦ୍ରବୀ ଲୋକେ ସମ୍ପତ୍ତି ଧରି ରଖନ୍ତି । 17. ଦୟାଳୁ ଲୋକ ଆପଣା ପ୍ରାଣର ହିତ କରେ; ମାତ୍ର ଯେ ନିର୍ଦ୍ଦୟ, ସେ ଆପଣା ଦେହକୁ ଦୁଃଖ ଦିଏ । 18. ଦୁଷ୍ଟ ଲୋକ ମିଥ୍ୟା ଉପାର୍ଜ୍ଜନ କରେ, ମାତ୍ର ଯେ ଧର୍ମବୀଜ ବୁଣେ, ତାହାର ନିଶ୍ଚିତ ପୁରସ୍କାର ଅଛି । 19. ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁ ଘଟାଏ । 20. କୁଟିଳମନା ଲୋକେ ସଦାପ୍ରଭୁଙ୍କର ଘୃଣାପାତ୍ର, ମାତ୍ର ସରଳାଚାରୀମାନେ ତାହାଙ୍କର ତୁଷ୍ଟିକର । 21. ମନ୍ଦ ଲୋକ ହାତ ଧରାଧରି ହେଲେ ହେଁ ଅଦଣ୍ତିତ ନୋହିବେ, ମାତ୍ର ଧାର୍ମିକର ବଂଶ ରକ୍ଷା ପ୍ରାପ୍ତ ହେବେ । 22. ଘୁସୁରିର ଥୋମଣିରେ ଯେପରି ସୁବର୍ଣ୍ଣ ନଥ, ସେପରି ସୁବିଚାରତ୍ୟାଗିନୀ ରୂପବତୀ ସ୍ତ୍ରୀ । 23. ଧାର୍ମିକମାନଙ୍କ ବାଞ୍ଛାର ଫଳ କେବଳ ମଙ୍ଗଳ, ମାତ୍ର ଦୁଷ୍ଟମାନଙ୍କ ଭରସାର ଫଳ କ୍ରୋଧ । 24. କେହି କେହି ବିତରଣ କରି ଆହୁରି ବଢ଼ନ୍ତି, ପୁଣି କେହି କେହି ଉଚିତ ବ୍ୟୟ ଅସ୍ଵୀକାର କଲେ ହେଁ ତହିଁରୁ କେବଳ ଅଭାବ ଜନ୍ମେ । 25. ଦାନଶୀଳ ପ୍ରାଣୀ ପରିତୃପ୍ତ ହେବ, ଆହୁରି, ଜଳସେଚନକାରୀ ଆପେ ମଧ୍ୟ ଜଳରେ ସେଚିତ ହେବ । 26. ଶସ୍ୟ ଯେ ଅଟକ କରି ରଖେ, ତାହାକୁ ଲୋକମାନେ ଅଭିଶାପ ଦେବେ, ମାତ୍ର ଯେଉଁ ବ୍ୟକ୍ତି ତାହା ବିକ୍ରୟ କରେ, ତାହାର ମସ୍ତକରେ ଆଶୀର୍ବାଦ ବର୍ତ୍ତେ । 27. ଯେଉଁ ବ୍ୟକ୍ତି ଯନିରେ ହିତ ଚେଷ୍ଟା କରେ, ସେ ଅନୁଗ୍ରହ ପାଏ, ପୁଣି ଯେ (ପରର) ମନ୍ଦ କରିବାକୁ ଖୋଜେ, ତାହା ପ୍ରତି ତାହା ହିଁ ଘଟିବ । 28. ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ । 29. ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ। 30. ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି ଯେ ଜ୍ଞାନବାନ, ସେ (ଅନ୍ୟମାନଙ୍କର) ଆତ୍ମା ଲାଭ କରେ । 31. ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?
ହିତୋପଦେଶ ଅଧ୍ୟାୟ 1
ହିତୋପଦେଶ ଅଧ୍ୟାୟ 2
ହିତୋପଦେଶ ଅଧ୍ୟାୟ 3
ହିତୋପଦେଶ ଅଧ୍ୟାୟ 4
ହିତୋପଦେଶ ଅଧ୍ୟାୟ 5
ହିତୋପଦେଶ ଅଧ୍ୟାୟ 6
ହିତୋପଦେଶ ଅଧ୍ୟାୟ 7
ହିତୋପଦେଶ ଅଧ୍ୟାୟ 8
ହିତୋପଦେଶ ଅଧ୍ୟାୟ 9
ହିତୋପଦେଶ ଅଧ୍ୟାୟ 10
ହିତୋପଦେଶ ଅଧ୍ୟାୟ 11
ହିତୋପଦେଶ ଅଧ୍ୟାୟ 12
ହିତୋପଦେଶ ଅଧ୍ୟାୟ 13
ହିତୋପଦେଶ ଅଧ୍ୟାୟ 14
ହିତୋପଦେଶ ଅଧ୍ୟାୟ 15
ହିତୋପଦେଶ ଅଧ୍ୟାୟ 16
ହିତୋପଦେଶ ଅଧ୍ୟାୟ 17
ହିତୋପଦେଶ ଅଧ୍ୟାୟ 18
ହିତୋପଦେଶ ଅଧ୍ୟାୟ 19
ହିତୋପଦେଶ ଅଧ୍ୟାୟ 20
ହିତୋପଦେଶ ଅଧ୍ୟାୟ 21
ହିତୋପଦେଶ ଅଧ୍ୟାୟ 22
ହିତୋପଦେଶ ଅଧ୍ୟାୟ 23
ହିତୋପଦେଶ ଅଧ୍ୟାୟ 24
ହିତୋପଦେଶ ଅଧ୍ୟାୟ 25
ହିତୋପଦେଶ ଅଧ୍ୟାୟ 26
ହିତୋପଦେଶ ଅଧ୍ୟାୟ 27
ହିତୋପଦେଶ ଅଧ୍ୟାୟ 28
ହିତୋପଦେଶ ଅଧ୍ୟାୟ 29
ହିତୋପଦେଶ ଅଧ୍ୟାୟ 30
ହିତୋପଦେଶ ଅଧ୍ୟାୟ 31
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References