ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ରେକର୍ଡଗୁଡିକ

ଗୀତସଂହିତା ଅଧ୍ୟାୟ 21

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ! 2 ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ । [ସେଲା 3 କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ । 4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ । 5 ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ; 6 କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ । 7 କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ । 8 ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ । 9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ । ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ । 10 ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ । 11 କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ । 12 ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ । 13 ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ ତୁମ୍ଭ ପରିତ୍ରାଣରେ ସେ କେଡ଼େ ମହାନନ୍ଦ କରିବେ! 2. ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, ଓ ତାଙ୍କ ଓଷ୍ଠାଧରର ନିବେଦନ ଅସ୍ଵୀକାର କରି ନାହଁ । [ସେଲା 3. କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ । 4. ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ । 5. ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ; 6. କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ । 7. କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, ପୁଣି ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ । 8. ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ । 9. ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ଵଳିତ ଭାଟୀ ତୁଲ୍ୟ କରିବ । ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁଗ୍ରାସ କରିବେ, ପୁଣି ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ । 10. ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ । 11. କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ । 12. ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ । 13. ହେ ସଦାପ୍ରଭୋ, ନିଜ ବଳରେ ଉନ୍ନତ ହୁଅ; ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References