ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 48

1 ଗୀତ: କୋରହ-ସନ୍ତାନମାନଙ୍କର ଗୀତ । ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ । 2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର । 3 ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି । 4 କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ । 5 ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ; 6 ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ । 7 ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ । 8 ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ । [ସେଲା 9 ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ । 10 ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ । 11 ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ । 12 ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର । 13 ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର । 14 କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ ।
1. ଗୀତ: କୋରହ-ସନ୍ତାନମାନଙ୍କର ଗୀତ । ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ, ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟ; ପ୍ରଶଂସନୀୟ । 2. ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର । 3. ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ଵର ଆଶ୍ରୟ ସ୍ଵରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି । 4. କାରଣ, ଦେଖ, ରାଜଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ । 5. ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ; 6. ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରା; ହେଲେ । 7. ତୁମ୍ଭେ ପୂର୍ବୀୟ ବାୟୁ ଦ୍ଵାରା ତର୍ଶୀଶର ଜାହାଜସବୁ ଭାଙ୍ଗିଥାଅ । 8. ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ନଗରରେ ଦେଖିଅଛୁ; ପରମେଶ୍ଵର ଅନନ୍ତକାଳ ତାହା ସୁସ୍ଥିର କରିବେ । [ସେଲା 9. ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ । 10. ହେ ପରମେଶ୍ଵର, ଯେପରି ତୁମ୍ଭର ନାମ, ସେପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ । 11. ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ । 12. ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର । 13. ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର । 14. କାରଣ ଏହି ପରମେଶ୍ଵର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ଵର ଅଟନ୍ତି; ସେ ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References