ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 49

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର । 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ । 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି । 5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ । 8 କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ । 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି । 11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି । 12 ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ । 13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ । 15 ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ । 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; 19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ । 20 ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ ।
1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ । ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ, .::. 2 ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର । .::. 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋʼ ଅନ୍ତଃକରଣର ଧ୍ୟାନ ବୁଦ୍ଧିବିଷୟକ ହେବ । .::. 4 ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୂଢ଼ ବିଷୟ ବ୍ୟାଖ୍ୟା କରିବି । .::. 5 ଯେତେବେଳେ ଅଧର୍ମ ମୋʼ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି? .::. 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି; .::. 7 ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ । .::. 8 କିଅବା ତାହା ପାଇଁ ପରମେଶ୍ଵରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ; .::. 9 କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ । .::. 10 ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି । .::. 11 ସେମାନଙ୍କ ଗୃହ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି । .::. 12 ମାତ୍ର ମନୁଷ୍ୟ ଐଶ୍ଵର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ । .::. 13 ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି । [ସେଲା .::. 14 ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ । .::. 15 ମାତ୍ର ପରମେଶ୍ଵର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ । [ସେଲା .::. 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ଵର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ; .::. 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ଵର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ । .::. 18 ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି; .::. 19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ । .::. 20 ଯେଉଁ ମନୁଷ୍ୟ ଐଶ୍ଵର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References