ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 92

1 ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, 2 ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ, 3 ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ । 4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି । 5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର । 6 ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; 7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ । 8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ । 9 କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ । 10 ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି । 11 ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି । 12 ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ । 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ । 14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; 15 ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ ।
1 ଗୀତ: ବିଶ୍ରାମବାର ନିମିତ୍ତକ ଗୀତ । ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର, .::. 2 ପୁଣି ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ଵନିରେ, .::. 3 ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ଵସ୍ତତା ପ୍ରଚାର କରିବାର ଉତ୍ତମ । .::. 4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ଵନି କରିବି । .::. 5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର । .::. 6 ପଶୁବତ୍ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ; .::. 7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ । .::. 8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ଵବାସୀ । .::. 9 କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ । .::. 10 ମାତ୍ର ତୁମ୍ଭେ ଅରଣାର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି । .::. 11 ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି । .::. 12 ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନ୍ରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ । .::. 13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ । .::. 14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ; .::. 15 ତଦ୍ଦ୍ଵାରା ସଦାପ୍ରଭୁ ଯେ ଯାଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References