ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ପ୍ରଥମ ବଂଶାବଳୀ

ପ୍ରଥମ ବଂଶାବଳୀ ଅଧ୍ୟାୟ 3

1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; 2 ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; 3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ । 4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ । 5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; 6 ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍; 7 ନୋଗହ ଓ ନେଫଗ୍ ଓ ଯାଫୀୟ; 8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ । 9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା । 10 ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ; 11 ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; 12 ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; 13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; 14 ତାହାର ପୁତ୍ର ଅମୋନ୍, ତାହାର ପୁତ୍ର ଯୋଶୀୟ । 15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ । 16 ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ । 17 ବନ୍ଦୀ ଯିକନୀୟର ସନ୍ତାନଗଣ; 18 ତାହାର ପୁତ୍ର ଶଲ୍ଟୀୟେଲ ଓ ମଲ୍‍କୀରାମ୍ ଓ ପଦାୟ ଓ ଶିନତ୍ସର, ଯିକମୀୟ, ହୋଶାମା ଓ ନଦବୀୟ । 19 ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା । 20 ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ । 21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ । 22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ । 23 ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ । 24 ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ ।
1 ଦାଉଦଙ୍କର ଏହି ପୁତ୍ରମାନେ ହିବ୍ରୋଣରେ ଜାତ ହୋଇଥିଲେ; ଜ୍ୟେଷ୍ଠ ପୁତ୍ର ଅମ୍ନୋନ୍, ସେ ଯିଷ୍ରିୟେଲୀୟା ଅହୀନୋୟମଠାରୁ ଜାତ; ଦ୍ଵିତୀୟ ଦାନିୟେଲ, ସେ କର୍ମିଲୀୟା ଅବୀଗଲଠାରୁ ଜାତ; .::. 2 ତୃତୀୟ ଅବଶାଲୋମ୍, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର; ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; .::. 3 ପଞ୍ଚମ ଶଫଟୀୟ, ସେ ଅବିଟଲଠାରୁ ଜାତ; ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାଠାରୁ ଜାତ । .::. 4 ହିବ୍ରୋଣରେ ଦାଉଦଙ୍କର ଛଅ ପୁତ୍ର ଜାତ ହେଲେ ଓ ସେଠାରେ ସେ ସାତ ବର୍ଷ ଛଅ ମାସ ରାଜ୍ୟ କଲେ; ପୁଣି ସେ ଯିରୂଶାଲମରେ ତେତିଶ ବର୍ଷ ରାଜ୍ୟ କଲେ । .::. 5 ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ ଓ ଶୋବବ୍ ଓ ନାଥନ୍ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍ଶୂୟାଠାରୁ ଜାତ; .::. 6 ଆହୁରି ଯିଭର ଓ ଇଲୀଶାମା ଓ ଇଲୀଫେଲଟ୍; .::. 7 ନୋଗହ ଓ ନେଫଗ୍ ଓ ଯାଫୀୟ; .::. 8 ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍, ଏହି ନଅ ଜଣ । .::. 9 ଏସମସ୍ତେ ଦାଉଦଙ୍କର ପୁତ୍ର; ଏମାନେ ଉପପନିୀଗଣର ସନ୍ତାନମାନଙ୍କଠାରୁ ଭିନ୍ନ; ଆଉ ତାମର ଏମାନଙ୍କର ଭଗିନୀ ଥିଲା । .::. 10 ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ; .::. 11 ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍; .::. 12 ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍; .::. 13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; .::. 14 ତାହାର ପୁତ୍ର ଅମୋନ୍, ତାହାର ପୁତ୍ର ଯୋଶୀୟ । .::. 15 ଯୋଶୀୟର ପୁତ୍ରଗଣ, ଯଥା, ପ୍ରଥମଜାତ ଯୋହାନନ୍, ଦ୍ଵିତୀୟ ଯିହୋୟାକୀମ୍, ତୃତୀୟ ସିଦିକୀୟ, ଚତୁର୍ଥ ଶଲ୍ଲୁମ୍ । .::. 16 ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ । .::. 17 ବନ୍ଦୀ ଯିକନୀୟର ସନ୍ତାନଗଣ; .::. 18 ତାହାର ପୁତ୍ର ଶଲ୍ଟୀୟେଲ ଓ ମଲ୍‍କୀରାମ୍ ଓ ପଦାୟ ଓ ଶିନତ୍ସର, ଯିକମୀୟ, ହୋଶାମା ଓ ନଦବୀୟ । .::. 19 ପଦାୟର ପୁତ୍ର ସରୁବ୍ବାବିଲ୍ ଓ ଶିମୀୟି; ପୁଣି ସରୁବ୍ବାବିଲର ସନ୍ତାନ ମଶୁଲ୍ଲମ୍ ଓ ହନାନୀୟ ଓ ଶଲୋମୀତ୍ ସେମାନଙ୍କର ଭଗିନୀ ଥିଲା । .::. 20 ଆଉ ହଶୂବା ଓ ଓହେଲ୍ ଓ ବେରିଖୀୟ ଓ ହସଦୀୟ ଓ ଯୁଶବ-ହେଷଦ୍, ଏହି ପାଞ୍ଚ ଜଣ । .::. 21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ । .::. 22 ଶଖନୀୟର ପୁତ୍ରଗଣ; ଶମୟୀୟ; ଶମୟୀୟର ପୁତ୍ରଗଣ; ହଟୂଶ, ଯିଗାଲ ଓ ବାରୀହ ଓ ନିୟରୀୟ ଓ ଶାଫଟ୍, ଛଅ ଜଣ । .::. 23 ନିୟରୀୟର ସନ୍ତାନ ଇଲୀୟୋ-ଐନୟ ଓ ହିଜକୀୟ ଓ ଅସ୍ରୀକାମ, ଏହି ତିନି ଜଣ । .::. 24 ପୁଣି ଇଲୀୟୋ-ଐନୟର ପୁତ୍ର ହୋଦବୀୟ ଓ ଇଲୀୟାଶୀବ ଓ ପ୍ଲାୟ ଓ ଅକ୍କବ ଓ ଯୋହାନନ୍ ଓ ଦଳାୟ ଓ ଅନାନି, ଏହି ସାତ ଜଣ । .::.
  • ପ୍ରଥମ ବଂଶାବଳୀ ଅଧ୍ୟାୟ 1  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 2  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 3  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 4  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 5  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 6  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 7  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 8  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 9  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 10  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 11  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 12  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 13  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 14  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 15  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 16  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 17  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 18  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 19  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 20  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 21  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 22  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 23  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 24  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 25  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 26  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 27  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 28  
  • ପ୍ରଥମ ବଂଶାବଳୀ ଅଧ୍ୟାୟ 29  
×

Alert

×

Oriya Letters Keypad References