ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ

ଯିଶାଇୟ ଅଧ୍ୟାୟ 18

1 ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ; 2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ! 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର । 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା । 5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ । 6 ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ । 7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ ।
1 ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶଦ୍ଦବିଶିଷ୍ଟ ଦେଶ; .::. 2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ! .::. 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ଵଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର । .::. 4 କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷା; ହେବା ଓ ଆପଣା ବାସସ୍ଥାନରେ ଥାଇ ନିରୀକ୍ଷଣ କରିବା । .::. 5 ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ । .::. 6 ପର୍ବତସ୍ଥ ଦୁର; ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେସବୁ ପରିତ୍ୟକ୍ତ ହେବ; ଦୁର; ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ । .::. 7 ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ । .::.
  • ଯିଶାଇୟ ଅଧ୍ୟାୟ 1  
  • ଯିଶାଇୟ ଅଧ୍ୟାୟ 2  
  • ଯିଶାଇୟ ଅଧ୍ୟାୟ 3  
  • ଯିଶାଇୟ ଅଧ୍ୟାୟ 4  
  • ଯିଶାଇୟ ଅଧ୍ୟାୟ 5  
  • ଯିଶାଇୟ ଅଧ୍ୟାୟ 6  
  • ଯିଶାଇୟ ଅଧ୍ୟାୟ 7  
  • ଯିଶାଇୟ ଅଧ୍ୟାୟ 8  
  • ଯିଶାଇୟ ଅଧ୍ୟାୟ 9  
  • ଯିଶାଇୟ ଅଧ୍ୟାୟ 10  
  • ଯିଶାଇୟ ଅଧ୍ୟାୟ 11  
  • ଯିଶାଇୟ ଅଧ୍ୟାୟ 12  
  • ଯିଶାଇୟ ଅଧ୍ୟାୟ 13  
  • ଯିଶାଇୟ ଅଧ୍ୟାୟ 14  
  • ଯିଶାଇୟ ଅଧ୍ୟାୟ 15  
  • ଯିଶାଇୟ ଅଧ୍ୟାୟ 16  
  • ଯିଶାଇୟ ଅଧ୍ୟାୟ 17  
  • ଯିଶାଇୟ ଅଧ୍ୟାୟ 18  
  • ଯିଶାଇୟ ଅଧ୍ୟାୟ 19  
  • ଯିଶାଇୟ ଅଧ୍ୟାୟ 20  
  • ଯିଶାଇୟ ଅଧ୍ୟାୟ 21  
  • ଯିଶାଇୟ ଅଧ୍ୟାୟ 22  
  • ଯିଶାଇୟ ଅଧ୍ୟାୟ 23  
  • ଯିଶାଇୟ ଅଧ୍ୟାୟ 24  
  • ଯିଶାଇୟ ଅଧ୍ୟାୟ 25  
  • ଯିଶାଇୟ ଅଧ୍ୟାୟ 26  
  • ଯିଶାଇୟ ଅଧ୍ୟାୟ 27  
  • ଯିଶାଇୟ ଅଧ୍ୟାୟ 28  
  • ଯିଶାଇୟ ଅଧ୍ୟାୟ 29  
  • ଯିଶାଇୟ ଅଧ୍ୟାୟ 30  
  • ଯିଶାଇୟ ଅଧ୍ୟାୟ 31  
  • ଯିଶାଇୟ ଅଧ୍ୟାୟ 32  
  • ଯିଶାଇୟ ଅଧ୍ୟାୟ 33  
  • ଯିଶାଇୟ ଅଧ୍ୟାୟ 34  
  • ଯିଶାଇୟ ଅଧ୍ୟାୟ 35  
  • ଯିଶାଇୟ ଅଧ୍ୟାୟ 36  
  • ଯିଶାଇୟ ଅଧ୍ୟାୟ 37  
  • ଯିଶାଇୟ ଅଧ୍ୟାୟ 38  
  • ଯିଶାଇୟ ଅଧ୍ୟାୟ 39  
  • ଯିଶାଇୟ ଅଧ୍ୟାୟ 40  
  • ଯିଶାଇୟ ଅଧ୍ୟାୟ 41  
  • ଯିଶାଇୟ ଅଧ୍ୟାୟ 42  
  • ଯିଶାଇୟ ଅଧ୍ୟାୟ 43  
  • ଯିଶାଇୟ ଅଧ୍ୟାୟ 44  
  • ଯିଶାଇୟ ଅଧ୍ୟାୟ 45  
  • ଯିଶାଇୟ ଅଧ୍ୟାୟ 46  
  • ଯିଶାଇୟ ଅଧ୍ୟାୟ 47  
  • ଯିଶାଇୟ ଅଧ୍ୟାୟ 48  
  • ଯିଶାଇୟ ଅଧ୍ୟାୟ 49  
  • ଯିଶାଇୟ ଅଧ୍ୟାୟ 50  
  • ଯିଶାଇୟ ଅଧ୍ୟାୟ 51  
  • ଯିଶାଇୟ ଅଧ୍ୟାୟ 52  
  • ଯିଶାଇୟ ଅଧ୍ୟାୟ 53  
  • ଯିଶାଇୟ ଅଧ୍ୟାୟ 54  
  • ଯିଶାଇୟ ଅଧ୍ୟାୟ 55  
  • ଯିଶାଇୟ ଅଧ୍ୟାୟ 56  
  • ଯିଶାଇୟ ଅଧ୍ୟାୟ 57  
  • ଯିଶାଇୟ ଅଧ୍ୟାୟ 58  
  • ଯିଶାଇୟ ଅଧ୍ୟାୟ 59  
  • ଯିଶାଇୟ ଅଧ୍ୟାୟ 60  
  • ଯିଶାଇୟ ଅଧ୍ୟାୟ 61  
  • ଯିଶାଇୟ ଅଧ୍ୟାୟ 62  
  • ଯିଶାଇୟ ଅଧ୍ୟାୟ 63  
  • ଯିଶାଇୟ ଅଧ୍ୟାୟ 64  
  • ଯିଶାଇୟ ଅଧ୍ୟାୟ 65  
  • ଯିଶାଇୟ ଅଧ୍ୟାୟ 66  
×

Alert

×

Oriya Letters Keypad References