ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିହୋଶୂୟ

Notes

No Verse Added

ଯିହୋଶୂୟ ଅଧ୍ୟାୟ 15

1. ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା । 2. ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪ 3. ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା । 4. ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ । 5. ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା । ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା 6. ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା । 7. ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍⇧ ନିକଟରେ ଥିଲା । 8. ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା । 9. ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା । 10. ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା । 11. ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । 12. ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି । 13. ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା । 14. ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ । 15. ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା । 16. ସେହି ସମୟରେ କାଲେବ୍ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି । 17. ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ । 18. ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ? 19. ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ । ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ । 20. ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର । 21. ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର 22. ଓ କୀନା ଓ ଦୀମୋନା ଓ ଅଦାଦା 23. ଓ କେଦଶ୍ ଓ ହାତ୍ସୋର ଓ ଯିନିନ୍; 24. ସୀଫ୍ ଓ ଟେଲମ୍ ଓ ବାଲୋତ୍ 25. ଓ ହାତ୍ସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାତ୍ସୋରନ୍ତ) 26. ଅମାମ୍ ଓ ଶମା ଓ ମେଲାଦା 27. ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବୈଥ୍ପେଲଟ 28. ଓ ହତ୍ସର-ଶିୟାଲ ଓ ବେରଶେବା ଓ ବିଷିୟୋଥିୟା; 29. ବାଲା ଓ ଇୟୀମ୍ ଓ ଏତ୍ସମ୍; 30. ଇଲତୋଲଦ୍ ଓ କସୀଲ ଓ ହର୍ମା 31. ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା 32. ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର । 33. ତଳଭୂମିରେ ଇଷ୍ଟାୟୋଲ ଓ ସରୀୟ ଓ ଅସ୍ନା 34. ଓ ସାନୋହ ଓ ଐନ୍ଗନ୍ନୀମ ଓ ତପୂହ ଓ ଐନମ୍; 35. ଯର୍ମୂତ୍ ଓ ଅଦୁଲ୍ଲମ୍, ସୋଖୋ ଓ ଅସେକା 36. ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର । 37. ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ 38. ଓ ଦିଲୀୟନ୍ ଓ ମିସ୍ପୀ ଓ ଯକ୍ତେଲ; 39. ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍; 40. କବ୍ବୋନ୍ ଓ ଲହମମ ଓ କିତୀଶ୍ 41. ଓ ଗଦେରୋତ୍, ବୈଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର । 42. ଲିବ୍ନା ଓ ଏଥର୍ ଓ ଅଶନ୍ 43. ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍; 44. କିୟୀଲା ଓ ଅକ୍ଷୀବ ଓ ମାରେଶା; ଗ୍ରାମ ସମେତ ନଅ ନଗର । 45. ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ; 46. ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସଦୋଦ୍ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ । 47. ଅସଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ । 48. ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ; 49. ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି) 50. ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍ 51. ଓ ଗୋଶନ୍ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର । 52. ଅରାବ୍ ଓ ଦୂମା ଓ ଇଶୀୟନ୍ 53. ଓ ଯାନୁମ୍ ଓ ବୈତ୍ତପୂହ ଓ ଅଫେକା 54. ଓ ହୁମ୍ଟା ଓ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର । 55. ମାୟୋନ୍, କର୍ମିଲ ଓ ସୀପ୍ ଓ ଯୁଟା 56. ଓ ଯିଷ୍ରୀୟେଲ ଓ ଯଗ୍ଦୀୟାମ୍ ଓ ସାନୋହ; 57. କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର । 58. ହଲହୁଲ ଓ ବୈଥ୍ସୁର ଓ ଗଦୋର 59. ଓ ମାରତ୍ ଓ ବୈଥନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର । 60. କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ କହନ୍ତି) ଓ ରବ୍ବାନ୍ତଏଥିର ଗ୍ରାମ ସମେତ ଦୁଇ ନଗର । 61. ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା 62. ଓ ନିବ୍ଶନ୍ ଓ ଲବଣ ନଗର ଓ ଐନ୍ଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର । 63. ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି ।
1. ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା । .::. 2. ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪ .::. 3. ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା । .::. 4. ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ । .::. 5. ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା । ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା .::. 6. ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା । .::. 7. ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍⇧ ନିକଟରେ ଥିଲା । .::. 8. ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା । .::. 9. ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା । .::. 10. ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା । .::. 11. ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । .::. 12. ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି । .::. 13. ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା । .::. 14. ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ । .::. 15. ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍-ସେଫର ନାମରେ ବିଖ୍ୟାତ ଥିଲା । .::. 16. ସେହି ସମୟରେ କାଲେବ୍ କହିଲେ, ଯେଉଁ ଜନ କିରୀୟଥ୍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍ଷାର ବିବାହ ଦେବି । .::. 17. ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ । .::. 18. ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ତେ କ୍ଷେତ ମାଗିବା ପାଇଁ ସ୍ଵାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ୍ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ? .::. 19. ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ । ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ । .::. 20. ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର । .::. 21. ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର .::. 22. ଓ କୀନା ଓ ଦୀମୋନା ଓ ଅଦାଦା .::. 23. ଓ କେଦଶ୍ ଓ ହାତ୍ସୋର ଓ ଯିନିନ୍; .::. 24. ସୀଫ୍ ଓ ଟେଲମ୍ ଓ ବାଲୋତ୍ .::. 25. ଓ ହାତ୍ସୋର-ହଦତ୍ତା ଓ କରିୟୋଥ୍-ହିଷ୍ରୋଣ (ଅବା ହାତ୍ସୋରନ୍ତ) .::. 26. ଅମାମ୍ ଓ ଶମା ଓ ମେଲାଦା .::. 27. ଓ ହତ୍ସର-ଗଦ୍ଦା ଓ ହିଷ୍ମୋନ୍ ଓ ବୈଥ୍ପେଲଟ .::. 28. ଓ ହତ୍ସର-ଶିୟାଲ ଓ ବେରଶେବା ଓ ବିଷିୟୋଥିୟା; .::. 29. ବାଲା ଓ ଇୟୀମ୍ ଓ ଏତ୍ସମ୍; .::. 30. ଇଲତୋଲଦ୍ ଓ କସୀଲ ଓ ହର୍ମା .::. 31. ଓ ସିକ୍ଲଗ୍ ଓ ମଦ୍ମନ୍ନା ଓ ସନ୍ସନ୍ନା .::. 32. ଓ ଲବାୟୋତ୍ ଓ ଶିଲହୀମ୍ ଓ ଐନ୍ ଓ ରିମ୍ମୋନ୍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର । .::. 33. ତଳଭୂମିରେ ଇଷ୍ଟାୟୋଲ ଓ ସରୀୟ ଓ ଅସ୍ନା .::. 34. ଓ ସାନୋହ ଓ ଐନ୍ଗନ୍ନୀମ ଓ ତପୂହ ଓ ଐନମ୍; .::. 35. ଯର୍ମୂତ୍ ଓ ଅଦୁଲ୍ଲମ୍, ସୋଖୋ ଓ ଅସେକା .::. 36. ଓ ଶାରୟିମ୍ ଓ ଅଦୀଥୟିମ୍ ଓ ଗଦେରା ଓ ଗଦେରୋଥୟିମ୍; ଗ୍ରାମ ସମେତ ଏହି ଚଉଦ ନଗର । .::. 37. ସନାନ୍ ଓ ହଦାଶା ଓ ମିଗ୍ଦଲଗାଦ .::. 38. ଓ ଦିଲୀୟନ୍ ଓ ମିସ୍ପୀ ଓ ଯକ୍ତେଲ; .::. 39. ଲାଖୀଶ୍ ଓ ବସ୍କତ୍ ଓ ଇଗ୍ଲୋନ୍; .::. 40. କବ୍ବୋନ୍ ଓ ଲହମମ ଓ କିତୀଶ୍ .::. 41. ଓ ଗଦେରୋତ୍, ବୈଥ୍-ଦାଗୋନ୍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର । .::. 42. ଲିବ୍ନା ଓ ଏଥର୍ ଓ ଅଶନ୍ .::. 43. ଓ ଯିପ୍ତହ ଓ ଅସ୍ନା ଓ ନତ୍ସୀବ୍; .::. 44. କିୟୀଲା ଓ ଅକ୍ଷୀବ ଓ ମାରେଶା; ଗ୍ରାମ ସମେତ ନଅ ନଗର । .::. 45. ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ; .::. 46. ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସଦୋଦ୍ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ । .::. 47. ଅସଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ । .::. 48. ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ; .::. 49. ପୁଣି ଦନ୍ନା ଓ କିରୀୟଥ୍-ସନ୍ନା (ଏହାକୁ ଦବୀର କହନ୍ତି) .::. 50. ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍ .::. 51. ଓ ଗୋଶନ୍ ଓ ହୋଲୋନ୍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର । .::. 52. ଅରାବ୍ ଓ ଦୂମା ଓ ଇଶୀୟନ୍ .::. 53. ଓ ଯାନୁମ୍ ଓ ବୈତ୍ତପୂହ ଓ ଅଫେକା .::. 54. ଓ ହୁମ୍ଟା ଓ କିରୀୟଥର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର । .::. 55. ମାୟୋନ୍, କର୍ମିଲ ଓ ସୀପ୍ ଓ ଯୁଟା .::. 56. ଓ ଯିଷ୍ରୀୟେଲ ଓ ଯଗ୍ଦୀୟାମ୍ ଓ ସାନୋହ; .::. 57. କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର । .::. 58. ହଲହୁଲ ଓ ବୈଥ୍ସୁର ଓ ଗଦୋର .::. 59. ଓ ମାରତ୍ ଓ ବୈଥନୋତ୍ ଓ ଇଲ୍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର । .::. 60. କିରୀୟଥ୍-ବାଲ (ଏହାକୁ କିରୀୟଥ୍-ଯିୟାରୀମ କହନ୍ତି) ଓ ରବ୍ବାନ୍ତଏଥିର ଗ୍ରାମ ସମେତ ଦୁଇ ନଗର । .::. 61. ପ୍ରାନ୍ତରରେ ବୈଥ୍-ଅରାବା, ମିଦ୍ଦୀନ୍ ଓ ସକାଖା .::. 62. ଓ ନିବ୍ଶନ୍ ଓ ଲବଣ ନଗର ଓ ଐନ୍ଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର । .::. 63. ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି । .::.
  • ଯିହୋଶୂୟ ଅଧ୍ୟାୟ 1  
  • ଯିହୋଶୂୟ ଅଧ୍ୟାୟ 2  
  • ଯିହୋଶୂୟ ଅଧ୍ୟାୟ 3  
  • ଯିହୋଶୂୟ ଅଧ୍ୟାୟ 4  
  • ଯିହୋଶୂୟ ଅଧ୍ୟାୟ 5  
  • ଯିହୋଶୂୟ ଅଧ୍ୟାୟ 6  
  • ଯିହୋଶୂୟ ଅଧ୍ୟାୟ 7  
  • ଯିହୋଶୂୟ ଅଧ୍ୟାୟ 8  
  • ଯିହୋଶୂୟ ଅଧ୍ୟାୟ 9  
  • ଯିହୋଶୂୟ ଅଧ୍ୟାୟ 10  
  • ଯିହୋଶୂୟ ଅଧ୍ୟାୟ 11  
  • ଯିହୋଶୂୟ ଅଧ୍ୟାୟ 12  
  • ଯିହୋଶୂୟ ଅଧ୍ୟାୟ 13  
  • ଯିହୋଶୂୟ ଅଧ୍ୟାୟ 14  
  • ଯିହୋଶୂୟ ଅଧ୍ୟାୟ 15  
  • ଯିହୋଶୂୟ ଅଧ୍ୟାୟ 16  
  • ଯିହୋଶୂୟ ଅଧ୍ୟାୟ 17  
  • ଯିହୋଶୂୟ ଅଧ୍ୟାୟ 18  
  • ଯିହୋଶୂୟ ଅଧ୍ୟାୟ 19  
  • ଯିହୋଶୂୟ ଅଧ୍ୟାୟ 20  
  • ଯିହୋଶୂୟ ଅଧ୍ୟାୟ 21  
  • ଯିହୋଶୂୟ ଅଧ୍ୟାୟ 22  
  • ଯିହୋଶୂୟ ଅଧ୍ୟାୟ 23  
  • ଯିହୋଶୂୟ ଅଧ୍ୟାୟ 24  
Common Bible Languages
West Indian Languages
×

Alert

×

oriya Letters Keypad References