ଓଡିଆ ବାଇବଲ |
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଯିରିମିୟଙ୍କ ବିଳାପ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
5
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
History
ଗୀତସଂହିତା 75:10 (06 15 pm)
ଯିରିମିୟଙ୍କ ବିଳାପ 1:0 (06 15 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଯିରିମିୟଙ୍କ ବିଳାପ ଅଧ୍ୟାୟ 1
1
ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!
2
ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗଣ୍ତଦେଶରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି ।
3
ଦୁଃଖ ସକାଶୁ ଓ ମହାଦାସତ୍ଵ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ଦେବପୂଜକମାନଙ୍କ ମଧ୍ୟରେ ବାସ କରେ, ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାର ସଙ୍ଗ ଧରିଲେ ।
4
ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ଵାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି ।
5
ତାହାର ବିପକ୍ଷଗଣ ମସ୍ତକ ସ୍ଵରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ଆଗେ ଆଗେ ବନ୍ଦୀ ହୋଇ ଯାଇଅଛନ୍ତି ।
6
ସିୟୋନ କନ୍ୟାର ଶ୍ରୀ ତାହାଠାରୁ ଯାଇଅଛି । ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି ।
7
ନିଜ ଦୁଃଖ ଓ ଦୁର୍ଗତିର ସମୟରେ, ଯିରୂଶାଲମ ଆପଣା ପୂର୍ବ କାଳର ମନୋହର ବିଷୟସବୁ ସ୍ମରଣ କରୁଅଛି । ଯେତେବେଳେ ତାହାର ଲୋକମାନେ ବିପକ୍ଷର ହସ୍ତରେ ପଡ଼ିଲେ ଓ କେହି ତାହାର ସାହାଯ୍ୟ କଲେ ନାହିଁ, ସେତେବେଳେ ବିପକ୍ଷଗଣ ତାହାକୁ ଦେଖି ତାହାର ଉତ୍ସନ୍ନତାରେ ଉପହାସ କଲେ ।
8
ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି ।
9
ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ଵନାକାରୀ କେହି ନାହିଁ । ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି ।
10
ତାହାର ସକଳ ମନୋହର ବିଷୟ ଉପରେ ବିପକ୍ଷ ଆପଣା ହସ୍ତ ପ୍ରସାରିଅଛି; ହଁ, ଯେଉଁ ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭ ସମାଜରେ ପ୍ରବେଶ କରିବା ପାଇଁ ତୁମ୍ଭେ ନିଷେଧ କରିଅଛ, ସେମାନଙ୍କୁ ସେ ତାହାର ପବିତ୍ର ସ୍ଥାନରେ ପ୍ରବେଶ କରିବାର ଦେଖିଅଛି ।
11
ତାହାର ଲୋକସକଳ ଦୀର୍ଘ ନିଶ୍ଵାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି । ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି ।
12
ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ଵାରା ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି ।
13
ସେ ଊର୍ଦ୍ଧ୍ଵରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନଯାକ ମୂର୍ଚ୍ଛିତା କରିଅଛନ୍ତି ।
14
ମୋର ଅଧର୍ମରୂପ ଯୁଆଳି ତାହାଙ୍କ ହସ୍ତ ଦ୍ଵାରା ବନ୍ଧାଯାଇଅଛି; ତାହା ଏକତ୍ର ଜଡ଼ିତ ହୋଇଅଛି, ତାହା ମୋʼ ସ୍କନ୍ଧ ଉପରକୁ ଆସିଅଛି; ସେ ମୋʼ ବଳ ଖର୍ବ କରିଅଛନ୍ତି; ଯେଉଁମାନଙ୍କ ବିରୁଦ୍ଧରେ ମୁଁ ଠିଆହୋଇ ନ ପାରେ, ସେମାନଙ୍କ ହସ୍ତରେ ପ୍ରଭୁ ମୋତେ ସମର୍ପଣ କରିଅଛନ୍ତି ।
15
ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋʼ ଯୁବକଗଣକୁ ଦଳି ପକାଇବା ପାଇଁ ମୋʼ ବିରୁଦ୍ଧରେ ଏକ ମହାସଭା ଆହ୍ଵାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ତରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକି ମର୍ଦ୍ଦନ କରିଅଛନ୍ତି ।
16
ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ଵନାକାରୀ ଯେ ମୋହର ପ୍ରାଣକୁ ଆଶ୍ଵାସ ଦିଅନ୍ତା; ସେ ମୋʼଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି ।
17
ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ଵନା କରିବାକୁ କେହି ନାହିଁ; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି ।
18
ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ଵ ସ୍ଥାନକୁ ଯାଇଅଛନ୍ତି ।
19
ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ଵାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ ।
20
ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋʼ ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟ; ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁ ଥିଲା ପରି ହେଉଅଛି ।
21
ଲୋକମାନେ ମୋହର ଦୀର୍ଘନିଶ୍ଵାସ ଶୁଣିଅଛନ୍ତି; ମୋତେ ସାନ୍ତ୍ଵନା କରିବାକୁ କେହି ନାହିଁ; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ ।
22
ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା ଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପ କର; କାରଣ ମୋହର ଦୀର୍ଘ ନିଶ୍ଵାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି ।
ଯିରିମିୟଙ୍କ ବିଳାପ 1
1
ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!
.::.

ଯିରିମିୟଙ୍କ ବିଳାପ ଅଧ୍ୟାୟ 2
ଯିରିମିୟଙ୍କ ବିଳାପ ଅଧ୍ୟାୟ 3
ଯିରିମିୟଙ୍କ ବିଳାପ ଅଧ୍ୟାୟ 4
ଯିରିମିୟଙ୍କ ବିଳାପ ଅଧ୍ୟାୟ 5
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References