ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 63

1. ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ । 2. ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି । 3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ । 4. ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; 5. ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ । 6. ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ । 7. କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି । 8. ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ । 9. ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ । 10. ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ । 11. ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ ।
1. ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ । .::. 2. ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି । .::. 3. କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ । .::. 4. ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି; .::. 5. ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ । .::. 6. ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ । .::. 7. କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି । .::. 8. ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ । .::. 9. ମାତ୍ର ଯେଉଁମାନେ ମୋʼ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ । .::. 10. ସେମାନେ ଖଡ଼୍‍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ । .::. 11. ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References