ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 88

1 ଗୀତ; କୋରହ-ସନ୍ତାନଗଣର ଗୀତ । ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ । ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି; 2 ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର; 3 କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି । 4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ । 5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି । 6 ତୁମ୍ଭେ ମୋତେ ନୀଚତମ ଗର୍ତ୍ତରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ । 7 ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ । [ସେଲା 8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ । ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ । 9 କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି । 10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା 11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ଵସ୍ତତା କି ପ୍ରଚାରିତ ହେବ? 12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ? 13 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ । 14 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼଠାରୁ ଆପଣା ମୁଖ ଲୁଚାଉଅଛ? 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି । 16 ତୁମ୍ଭ ପ୍ରଚଣ୍ତ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି । 17 ତାହାସବୁ ଦିନଯାକ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ । 18 ତୁମ୍ଭେ ସ୍ନେହୀକି ଓ ମିତ୍ରକୁ ମୋʼଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ ।
1 ଗୀତ; କୋରହ-ସନ୍ତାନଗଣର ଗୀତ । ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ଵରରେ ଇଷ୍ରାହୀୟ ହେମନର ମସ୍କୀଲ୍ । ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ଵର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୁକ୍ତି କରିଅଛି; .::. 2 ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୁକ୍ତିରେ କର୍ଣ୍ଣପାତ କର; .::. 3 କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି । .::. 4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ । .::. 5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି । .::. 6 ତୁମ୍ଭେ ମୋତେ ନୀଚତମ ଗର୍ତ୍ତରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ । .::. 7 ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ । [ସେଲା .::. 8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ । ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ । .::. 9 କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି । .::. 10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା .::. 11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ଵସ୍ତତା କି ପ୍ରଚାରିତ ହେବ? .::. 12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ? .::. 13 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୁକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ । .::. 14 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼଠାରୁ ଆପଣା ମୁଖ ଲୁଚାଉଅଛ? .::. 15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି । .::. 16 ତୁମ୍ଭ ପ୍ରଚଣ୍ତ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି । .::. 17 ତାହାସବୁ ଦିନଯାକ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ । .::. 18 ତୁମ୍ଭେ ସ୍ନେହୀକି ଓ ମିତ୍ରକୁ ମୋʼଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References