ଓଡିଆ ବାଇବଲ |
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
2
1
2
3
4
5
6
7
8
9
10
11
12
13
14
15
16
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
ରେକର୍ଡଗୁଡିକ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:0 (09 30 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
1
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେକେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ; କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହିପ୍ରକାର କର୍ମ କରୁଥାଅ ।
2
ଆଉ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ଵରଙ୍କ ବିଚାର ଯେ ନ୍ୟାୟ-ସଙ୍ଗତ, ଏହା ଆମ୍ଭେମାନେ ଜାଣୁ ।
3
ଆଉ, ହେ ମନୁଷ୍ୟ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହିପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ଵରଙ୍କ ବିଚାରରୁ ପଳାୟନ କରି ପାର ବୋଲି କଅଣ ମନେ କରୁଅଛ?
4
କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
5
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
6
ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
7
ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,
8
କିନ୍ତୁ ଯେଉଁମାନେ ସ୍ଵାର୍ଥପର, ପୁଣି ସତ୍ୟର ଅନାଜ୍ଞା-ବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
9
ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
10
ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।
11
କାରଣ ଈଶ୍ଵରଙ୍କ ନିକଟରେ ମୁଖାପେକ୍ଷା ନାହିଁ ।
12
ଯେଣୁ ଯେତେ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
13
କାରଣ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ନୁହନ୍ତି, କିନ୍ତୁ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।
14
ଯେଣୁ ବିଜାତିମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ଵାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ଵରୂପ ଅଟନ୍ତି;
15
କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
16
ଯେଉଁ ଦିନରେ ଈଶ୍ଵର ମୋହର ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।
17
କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ଵରଙ୍କଠାରେ ଗର୍ବ କରୁଅଛ,
18
ଆଉ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
19
ଆଉ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
20
ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂସ୍କାରକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ଵାସ କରୁଅଛ,
21
ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
22
ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ମନ୍ଦିର ଲୁଣ୍ଠନ କରୁଅଛ?
23
ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ବ୍ୟବସ୍ଥା ଲଙ୍ଘନ ଦ୍ଵାରା ତୁମ୍ଭେ କି ଈଶ୍ଵରଙ୍କୁ ଅନାଦର କରୁ ନାହଁ?
24
କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି ।”
25
ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ୍ ଲାଭଜନକ, କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ୍ ଅସୁନ୍ନତରେ ପରିଣତ ହୁଏ ।ଗାଲା. ୫:୩
26
ଅତଏବ, ଯଦି ଅସୁନ୍ନତି ଲୋକ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?
27
ପୁଣି, ସ୍ଵାଭାବିକ ଅସୁନ୍ନତି ଲୋକ ଯଦି ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।
28
କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁନ୍ତ
29
କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2
1. ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେକେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ; କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହିପ୍ରକାର କର୍ମ କରୁଥାଅ । 2. ଆଉ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ଵରଙ୍କ ବିଚାର ଯେ ନ୍ୟାୟ-ସଙ୍ଗତ, ଏହା ଆମ୍ଭେମାନେ ଜାଣୁ । 3. ଆଉ, ହେ ମନୁଷ୍ୟ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହିପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ଵରଙ୍କ ବିଚାରରୁ ପଳାୟନ କରି ପାର ବୋଲି କଅଣ ମନେ କରୁଅଛ? 4. କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ? 5. କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ; 6. ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ; 7. ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ, 8. କିନ୍ତୁ ଯେଉଁମାନେ ସ୍ଵାର୍ଥପର, ପୁଣି ସତ୍ୟର ଅନାଜ୍ଞା-ବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ । 9. ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ, 10. ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ । 11. କାରଣ ଈଶ୍ଵରଙ୍କ ନିକଟରେ ମୁଖାପେକ୍ଷା ନାହିଁ । 12. ଯେଣୁ ଯେତେ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ବ୍ୟବସ୍ଥାନୁସାରେ ବିଚାରିତ ହେବେ, 13. କାରଣ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ନୁହନ୍ତି, କିନ୍ତୁ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ । 14. ଯେଣୁ ବିଜାତିମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ଵାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ଵରୂପ ଅଟନ୍ତି; 15. କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ; 16. ଯେଉଁ ଦିନରେ ଈଶ୍ଵର ମୋହର ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ । 17. କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ଵରଙ୍କଠାରେ ଗର୍ବ କରୁଅଛ, 18. ଆଉ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି ଭଲ ମନ୍ଦର ପ୍ରଭେଦ ବୁଝୁଅଛ, 19. ଆଉ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ, 20. ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂସ୍କାରକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ଵାସ କରୁଅଛ, 21. ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ? 22. ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ମନ୍ଦିର ଲୁଣ୍ଠନ କରୁଅଛ? 23. ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ବ୍ୟବସ୍ଥା ଲଙ୍ଘନ ଦ୍ଵାରା ତୁମ୍ଭେ କି ଈଶ୍ଵରଙ୍କୁ ଅନାଦର କରୁ ନାହଁ? 24. କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି ।” 25. ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ୍ ଲାଭଜନକ, କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ୍ ଅସୁନ୍ନତରେ ପରିଣତ ହୁଏ ।ଗାଲା. ୫:୩ 26. ଅତଏବ, ଯଦି ଅସୁନ୍ନତି ଲୋକ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ? 27. ପୁଣି, ସ୍ଵାଭାବିକ ଅସୁନ୍ନତି ଲୋକ ଯଦି ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ । 28. କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁନ୍ତ 29. କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 1
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 2
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 3
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 4
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 5
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 6
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 7
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 8
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 9
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 10
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 11
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 12
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 13
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 14
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 15
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ଅଧ୍ୟାୟ 16
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References