ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 132

1 ଆରୋହଣ-ଗୀତ । ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର; 2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; 3 ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, 4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ । 5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ । 6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ । 7 ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା । 8 ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର । 9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ । 10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ । 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ । ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା । 12 ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ । 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି । 14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ । 15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା । 16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ । 17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ । 18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ।
1. ଆରୋହଣ-ଗୀତ । ହେ ସଦାପ୍ରଭୋ, ଦାଉଦ ପକ୍ଷରେ ତାହାର ସକଳ କ୍ଳେଶ ସ୍ମରଣ କର; 2. ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; 3. ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, 4. ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ଵୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ । 5. ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ । 6. ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ । 7. ଆମ୍ଭେମାନେ ତାହାଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା । 8. ହେ ସଦାପ୍ରଭୋ, ଉଠ, ତୁମ୍ଭେ ସ୍ଵପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର । 9. ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ଵନି କରନ୍ତୁ । 10. ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ । 11. ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ । ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା । 12. ଯେବେ ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ । 13. କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି । 14. ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ । 15. ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା । 16. ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ଵନି କରିବେ । 17. ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ । 18. ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ।
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References