ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 25

1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ । 2. ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ । 3. ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ । 4. ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ । 5. ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ । 6. ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର । କାରଣ ତାହା ଅନାଦିକାଳୀନ । 7. ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର । 8. ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ । 9. ସେ ନମ୍ର ଲୋକକୁ ବିଚାରମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ । 10. ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ । 11. ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼ । 12. ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ । 13. ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ । 14. ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀ-ମାନଙ୍କଠାରେ ଥାଏନ୍ତ 15. ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏନ୍ତ କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ । 16. ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ । 17. ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର । 18. ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର । 19. ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି । 20. ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି । 21. ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ । 22. ହେ ପରମେଶ୍ଵର, ଇସ୍ରାଏଲକୁ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର ।
1. ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ । .::. 2. ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ । .::. 3. ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ଵାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ । .::. 4. ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ । .::. 5. ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ଵର ଅଟ; ମୁଁ ଦିନଯାକ ତୁମ୍ଭର ଅନୁସରଣ କରେ । .::. 6. ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର । କାରଣ ତାହା ଅନାଦିକାଳୀନ । .::. 7. ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର । .::. 8. ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ । .::. 9. ସେ ନମ୍ର ଲୋକକୁ ବିଚାରମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ । .::. 10. ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ । .::. 11. ହେ ସଦାପ୍ରଭୋ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼ । .::. 12. ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ । .::. 13. ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ । .::. 14. ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀ-ମାନଙ୍କଠାରେ ଥାଏନ୍ତ .::. 15. ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏନ୍ତ କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ । .::. 16. ମୋʼ ପ୍ରତି ଫେର ଓ ମୋʼ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ । .::. 17. ମୋʼ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର । .::. 18. ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର । .::. 19. ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି । .::. 20. ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି । .::. 21. ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ । .::. 22. ହେ ପରମେଶ୍ଵର, ଇସ୍ରାଏଲକୁ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References