ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 27

1. ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? 2. ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ । 3. ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି । 4. ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି । 5. କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ । 6. ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । 7. ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ । 8. (ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି । 9. ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ । 10. କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ । 11. ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ । 12. ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି । 13. ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି । 14. ସଦାପ୍ରଭୁଙ୍କର ଅନୁସରଣ କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର ।
1. ଦାଉଦଙ୍କର ଗୀତ । ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି? ସଦାପ୍ରଭୁ ମୋʼ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି? .::. 2. ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ । .::. 3. ସୈନ୍ୟଦଳ ମୋʼ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯେବେ ଯୁଦ୍ଧ ମୋʼ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି । .::. 4. ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ଵେଷଣ କରିବି । .::. 5. କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ । .::. 6. ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି । .::. 7. ହେ ସଦାପ୍ରଭୋ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋʼ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ । .::. 8. (ଯେତେବେଳେ ତୁମ୍ଭେ କହିଲ,) ତୁମ୍ଭେମାନେ ମୋହର ମୁଖ ଅନ୍ଵେଷଣ କର; ମୋʼ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, ସଦାପ୍ରଭୋ, ମୁଁ ତୁମ୍ଭର ମୁଖ ଅନ୍ଵେଷଣ କରିବି । .::. 9. ମୋʼଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋʼ ପରିତ୍ରାଣର ପରମେଶ୍ଵର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ । .::. 10. କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ । .::. 11. ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ । .::. 12. ମୋʼ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ଵାସ ମାରିବା ଲୋକେ ମୋʼ ବିରୁଦ୍ଧରେ ଉଠିଅଛନ୍ତି । .::. 13. ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ଵାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥାʼନ୍ତି । .::. 14. ସଦାପ୍ରଭୁଙ୍କର ଅନୁସରଣ କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References