ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 65

1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ । 2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ । 3. ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ । 4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା । 5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ । 6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; 7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ । 8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ । 9. ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ । 10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; 11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ । 12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି । 13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ । ହେ ପରମେଶ୍ଵର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ । .::. 2. ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ । .::. 3. ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ । .::. 4. ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା । .::. 5. ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ତୁମ୍ଭେ ଭୟାନକ କ୍ରିୟା ଦ୍ଵାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ଵାସଭୂମି ଅଟ । .::. 6. ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ଵଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ; .::. 7. ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶା; କରିଥାଅ । .::. 8. ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ପ୍ରାତଃକାଳ ଓ ସନ୍ଧ୍ୟାକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ । .::. 9. ତୁମ୍ଭେ ପୃଥିବୀର ତତ୍ତ୍ଵାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ଵରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକି ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ । .::. 10. ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ; .::. 11. ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ । .::. 12. ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି । .::. 13. ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ଵନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References