ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 95

1. ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ । 2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ । 3. କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି । 4. ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର । 5. ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ । 6. ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ 7. କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ । 8. ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; 9. ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ । 10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ 11. ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ ।
1. ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ । .::. 2. ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ । .::. 3. କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି । .::. 4. ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର । .::. 5. ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ । .::. 6. ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ .::. 7. କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ । .::. 8. ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ; .::. 9. ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ । .::. 10. ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ .::. 11. ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References