ଓଡିଆ ବାଇବଲ |
RCTA
ORV
IRVOR
ଆଦି ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
34
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
:
ରେକର୍ଡଗୁଡିକ
ଆଦି ପୁସ୍ତକ 14:80 (01 59 am)
ଗୀତସଂହିତା 128:83 (01 59 am)
ଗଣନା ପୁସ୍ତକ 14:12 (01 59 am)
ପ୍ରଥମ ବଂଶାବଳୀ 6:35 (01 59 am)
ଦିତୀୟ ରାଜାବଳୀ 18:13 (01 59 am)
ଦିତୀୟ ବଂଶାବଳୀ 21:1 (01 59 am)
ପ୍ରଥମ ଶାମୁୟେଲ 21:8 (01 59 am)
ହିତୋପଦେଶ 8:31 (01 59 am)
ଆଦି ପୁସ୍ତକ 6:27 (01 59 am)
ପ୍ରଥମ ଶାମୁୟେଲ 14:33 (01 59 am)
ଆଦି ପୁସ୍ତକ 18:150 (01 59 am)
ଗୀତସଂହିତା 40:0 (02 00 am)
ଆଦି ପୁସ୍ତକ 26:7 (02 00 am)
ଆଦି ପୁସ୍ତକ 34:0 (02 00 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆଦି ପୁସ୍ତକ ଅଧ୍ୟାୟ 34
1
ଅନନ୍ତର ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା ।
2
ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା ।
3
ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା ।
4
ଅନନ୍ତର ଶିଖିମ ଆପଣା ପିତା ହମୋରକୁ କହିଲା, ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ ।
5
ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ଯାଏ ତୁନି ହୋଇ ରହିଲା ।
6
ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା ।
7
ଆଉ ଯାକୁବର ପୁତ୍ରମାନେ ସେହି ସମ୍ଵାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ଵିତ ଥିଲେ ।
8
ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ ।
9
ପୁଣି ଆମ୍ଭମାନଙ୍କ ସଙ୍ଗେ ବିବାହ ସମ୍ଵନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ ।
10
ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ଦେଶଯାକ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର ।
11
ପୁଣି ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି ।
12
ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ ।
13
ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,
14
ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ ।
15
ଯେବେ କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା ।
16
ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା ।
17
ମାତ୍ର ତୁମ୍ଭେମାନେ ଯେବେ ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା ।
18
ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ ।
19
ପୁଣି ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା । ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା ।
20
ଅନନ୍ତର ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ଵାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ;
21
ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଣୁକରି ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା ।
22
ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯେବେ ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ ।
23
ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ ।
24
ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ଵାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ଵାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା ।
25
ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ୍ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ଼୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ ।
26
ପୁଣି ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ଼୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ ।
27
ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ ।
28
ପୁଣି ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ ।
29
ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ଵ ଲୁଟ କଲେ ।
30
ତହୁଁ ଯାକୁବ ଶିମୀୟୋନ୍ ଓ ଲେବୀକି କହିଲା, ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପିରିଜୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ଵରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଣୁକରି ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି ।
31
ସେମାନେ ଉତ୍ତର କଲେ, ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?
ଆଦି ପୁସ୍ତକ 34
1. ଅନନ୍ତର ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା । 2. ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା । 3. ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା । 4. ଅନନ୍ତର ଶିଖିମ ଆପଣା ପିତା ହମୋରକୁ କହିଲା, ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ । 5. ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ଯାଏ ତୁନି ହୋଇ ରହିଲା । 6. ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା । 7. ଆଉ ଯାକୁବର ପୁତ୍ରମାନେ ସେହି ସମ୍ଵାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ଵିତ ଥିଲେ । 8. ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋʼ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋʼ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ । 9. ପୁଣି ଆମ୍ଭମାନଙ୍କ ସଙ୍ଗେ ବିବାହ ସମ୍ଵନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ । 10. ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ଦେଶଯାକ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର । 11. ପୁଣି ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, ମୋʼ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି । 12. ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋʼ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ । 13. ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ, 14. ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ । 15. ଯେବେ କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା । 16. ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା । 17. ମାତ୍ର ତୁମ୍ଭେମାନେ ଯେବେ ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା । 18. ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ । 19. ପୁଣି ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା । ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା । 20. ଅନନ୍ତର ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ଵାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ; 21. ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଣୁକରି ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା । 22. ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯେବେ ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ । 23. ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ । 24. ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ଵାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ଵାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା । 25. ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ୍ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ଼୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ । 26. ପୁଣି ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ଼୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ । 27. ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ । 28. ପୁଣି ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ । 29. ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ଵ ଲୁଟ କଲେ । 30. ତହୁଁ ଯାକୁବ ଶିମୀୟୋନ୍ ଓ ଲେବୀକି କହିଲା, ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପିରିଜୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ଵରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଣୁକରି ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି । 31. ସେମାନେ ଉତ୍ତର କଲେ, ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?
ଆଦି ପୁସ୍ତକ ଅଧ୍ୟାୟ 1
ଆଦି ପୁସ୍ତକ ଅଧ୍ୟାୟ 2
ଆଦି ପୁସ୍ତକ ଅଧ୍ୟାୟ 3
ଆଦି ପୁସ୍ତକ ଅଧ୍ୟାୟ 4
ଆଦି ପୁସ୍ତକ ଅଧ୍ୟାୟ 5
ଆଦି ପୁସ୍ତକ ଅଧ୍ୟାୟ 6
ଆଦି ପୁସ୍ତକ ଅଧ୍ୟାୟ 7
ଆଦି ପୁସ୍ତକ ଅଧ୍ୟାୟ 8
ଆଦି ପୁସ୍ତକ ଅଧ୍ୟାୟ 9
ଆଦି ପୁସ୍ତକ ଅଧ୍ୟାୟ 10
ଆଦି ପୁସ୍ତକ ଅଧ୍ୟାୟ 11
ଆଦି ପୁସ୍ତକ ଅଧ୍ୟାୟ 12
ଆଦି ପୁସ୍ତକ ଅଧ୍ୟାୟ 13
ଆଦି ପୁସ୍ତକ ଅଧ୍ୟାୟ 14
ଆଦି ପୁସ୍ତକ ଅଧ୍ୟାୟ 15
ଆଦି ପୁସ୍ତକ ଅଧ୍ୟାୟ 16
ଆଦି ପୁସ୍ତକ ଅଧ୍ୟାୟ 17
ଆଦି ପୁସ୍ତକ ଅଧ୍ୟାୟ 18
ଆଦି ପୁସ୍ତକ ଅଧ୍ୟାୟ 19
ଆଦି ପୁସ୍ତକ ଅଧ୍ୟାୟ 20
ଆଦି ପୁସ୍ତକ ଅଧ୍ୟାୟ 21
ଆଦି ପୁସ୍ତକ ଅଧ୍ୟାୟ 22
ଆଦି ପୁସ୍ତକ ଅଧ୍ୟାୟ 23
ଆଦି ପୁସ୍ତକ ଅଧ୍ୟାୟ 24
ଆଦି ପୁସ୍ତକ ଅଧ୍ୟାୟ 25
ଆଦି ପୁସ୍ତକ ଅଧ୍ୟାୟ 26
ଆଦି ପୁସ୍ତକ ଅଧ୍ୟାୟ 27
ଆଦି ପୁସ୍ତକ ଅଧ୍ୟାୟ 28
ଆଦି ପୁସ୍ତକ ଅଧ୍ୟାୟ 29
ଆଦି ପୁସ୍ତକ ଅଧ୍ୟାୟ 30
ଆଦି ପୁସ୍ତକ ଅଧ୍ୟାୟ 31
ଆଦି ପୁସ୍ତକ ଅଧ୍ୟାୟ 32
ଆଦି ପୁସ୍ତକ ଅଧ୍ୟାୟ 33
ଆଦି ପୁସ୍ତକ ଅଧ୍ୟାୟ 34
ଆଦି ପୁସ୍ତକ ଅଧ୍ୟାୟ 35
ଆଦି ପୁସ୍ତକ ଅଧ୍ୟାୟ 36
ଆଦି ପୁସ୍ତକ ଅଧ୍ୟାୟ 37
ଆଦି ପୁସ୍ତକ ଅଧ୍ୟାୟ 38
ଆଦି ପୁସ୍ତକ ଅଧ୍ୟାୟ 39
ଆଦି ପୁସ୍ତକ ଅଧ୍ୟାୟ 40
ଆଦି ପୁସ୍ତକ ଅଧ୍ୟାୟ 41
ଆଦି ପୁସ୍ତକ ଅଧ୍ୟାୟ 42
ଆଦି ପୁସ୍ତକ ଅଧ୍ୟାୟ 43
ଆଦି ପୁସ୍ତକ ଅଧ୍ୟାୟ 44
ଆଦି ପୁସ୍ତକ ଅଧ୍ୟାୟ 45
ଆଦି ପୁସ୍ତକ ଅଧ୍ୟାୟ 46
ଆଦି ପୁସ୍ତକ ଅଧ୍ୟାୟ 47
ଆଦି ପୁସ୍ତକ ଅଧ୍ୟାୟ 48
ଆଦି ପୁସ୍ତକ ଅଧ୍ୟାୟ 49
ଆଦି ପୁସ୍ତକ ଅଧ୍ୟାୟ 50
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References