ଓଡିଆ ବାଇବଲ |
RV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
1
1
2
3
4
5
6
:
1
2
3
4
5
6
7
8
9
10
11
12
13
14
15
16
17
18
19
20
ରେକର୍ଡଗୁଡିକ
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:0 (10 08 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
1
ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,
2
ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ ।
3
ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
4
କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।
5
କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,
6
ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
7
ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।
8
କିନ୍ତୁ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ସ୍ଥାପିତ ନ ହୋଇ ସ୍ଵେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ଵେଷୀ, ପିତୃହନ୍ତା ଓ ମାତୃହନ୍ତା,
9
ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ, ପୁଣି ହିତଜନକ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ସ୍ଥାପିତ ହୋଇଅଛି,
10
ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ;
11
ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।
12
ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ସକ୍ଷମ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ଵସ୍ତ ଜ୍ଞାନ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
13
ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି;
14
ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା ।
15
ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।
16
ତଥାପି ଯେଉଁମାନେ ଭବିଷ୍ୟତକାଳରେ ଅନ; ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବେ, ସେମାନଙ୍କ ନିକଟରେ ଦୃଷ୍ଟାନ୍ତ ସ୍ଵରୂପ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟାପ୍ରାପ୍ତ ହେଲି ।
17
ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।
18
ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
19
ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି;
20
ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1
1. ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, 2. ଧର୍ମବିଶ୍ଵାସରେ ଆପଣା ଯଥାର୍ଥ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର ଲେଖୁଅଛି; ପିତା ଈଶ୍ଵର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ । 3. ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି 4. କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ଵାସ ସମ୍ଵନ୍ଧୀୟ ଈଶ୍ଵରଙ୍କ ବିଧାନର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ । 5. କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ, 6. ତାହା ଧର୍ମଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏ ସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି; 7. ସେମାନେ ବ୍ୟବସ୍ଥାର ଅଧ୍ୟାପକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ । 8. କିନ୍ତୁ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ସ୍ଥାପିତ ନ ହୋଇ ସ୍ଵେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ଵେଷୀ, ପିତୃହନ୍ତା ଓ ମାତୃହନ୍ତା, 9. ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ, ପୁଣି ହିତଜନକ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ସ୍ଥାପିତ ହୋଇଅଛି, 10. ଏହା ଜାଣି ଯଦି କେହି ବିହିତମତେ ବ୍ୟବସ୍ଥା ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଆମ୍ଭେମାନେ ଜାଣୁ; 11. ଏହା ତ ମୋʼ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ଵରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ । 12. ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ସକ୍ଷମ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ଵସ୍ତ ଜ୍ଞାନ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, 13. ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ଵାସ ହେତୁ ଅଜ୍ଞାନପଣରେ ତାହା କରିଥିଲି ବୋଲି ଦୟାପ୍ରାପ୍ତ ହେଲି; 14. ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ଵାସ ଓ ପ୍ରେମ ସହକାରେ ମୋʼ ପ୍ରତି ଅତି ପ୍ରଚୁର ହେଲା । 15. ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତରେ ଅବତୀର୍ଣ୍ଣ ହେଲେ, ଏହି ବାକ୍ୟ ବିଶ୍ଵାସ ଓ ସର୍ବତୋଭାବେ ଗ୍ରହଣଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ । 16. ତଥାପି ଯେଉଁମାନେ ଭବିଷ୍ୟତକାଳରେ ଅନ; ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବେ, ସେମାନଙ୍କ ନିକଟରେ ଦୃଷ୍ଟାନ୍ତ ସ୍ଵରୂପ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟାପ୍ରାପ୍ତ ହେଲି । 17. ଅକ୍ଷୟ, ଅଦୃଶ୍ୟ, ଅଦ୍ଵିତୀୟ ଈଶ୍ଵର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ । 18. ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଉକ୍ତ ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର; 19. ବିଶ୍ଵାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ଵାସରୂପ ଜାହାଜ ଭଗ୍ନ ହୋଇଅଛି; 20. ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ତର ଅନ୍ୟତମ; ଏମାନେ ଯେପରି ଶାସନପ୍ରାପ୍ତ ହୋଇ ଈଶ୍ଵରନିନ୍ଦା ନ କରନ୍ତି, ଏଥିନିମନ୍ତେ ମୁଁ ଏମାନଙ୍କୁ ଶୟତାନ ହସ୍ତରେ ସମର୍ପଣ କଲି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 1
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 2
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 3
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 4
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 5
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର ଅଧ୍ୟାୟ 6
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References