ଓଡିଆ ବାଇବଲ |
RV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଆମୋଷ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
4
1
2
3
4
5
6
7
8
9
:
1
2
3
4
5
6
7
8
9
10
11
12
13
ରେକର୍ଡଗୁଡିକ
ଆମୋଷ 4:0 (06 10 pm)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଆମୋଷ ଅଧ୍ୟାୟ 4
1
ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ଆଣ, ଆମ୍ଭେମାନେ ପାନ କରିବା ।
2
ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ ।
3
ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ, ଏହା ସଦାପ୍ରଭୁ କହନ୍ତି ।
4
ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର;
5
ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
6
ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
7
ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଖଣ୍ତେ (କ୍ଷେତ୍ରରେ) ବୃଷ୍ଟି ହେଲା ଓ ଯେଉଁ ଖଣ୍ତକରେ ବୃଷ୍ଟି ନୋହିଲା, ତାହା ଶୁଷ୍କ ହେଲା ।
8
ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
9
ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
10
ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
11
ପରମେଶ୍ଵର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟା ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି ।
12
ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ ।
13
କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି ଓ ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି; ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ ।
ଆମୋଷ 4
1. ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, ଆଣ, ଆମ୍ଭେମାନେ ପାନ କରିବା । 2. ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବଡ଼ଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ । 3. ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ, ଏହା ସଦାପ୍ରଭୁ କହନ୍ତି । 4. ତୁମ୍ଭେମାନେ ବୈଥେଲକୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର; 5. ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ିମିଶ୍ରତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି । 6. ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 7. ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଖଣ୍ତେ (କ୍ଷେତ୍ରରେ) ବୃଷ୍ଟି ହେଲା ଓ ଯେଉଁ ଖଣ୍ତକରେ ବୃଷ୍ଟି ନୋହିଲା, ତାହା ଶୁଷ୍କ ହେଲା । 8. ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 9. ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 10. ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 11. ପରମେଶ୍ଵର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟା ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି । 12. ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏହିହେତୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ଵରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ । 13. କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି ଓ ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି; ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର ତାହାଙ୍କର ନାମ ।
ଆମୋଷ ଅଧ୍ୟାୟ 1
ଆମୋଷ ଅଧ୍ୟାୟ 2
ଆମୋଷ ଅଧ୍ୟାୟ 3
ଆମୋଷ ଅଧ୍ୟାୟ 4
ଆମୋଷ ଅଧ୍ୟାୟ 5
ଆମୋଷ ଅଧ୍ୟାୟ 6
ଆମୋଷ ଅଧ୍ୟାୟ 7
ଆମୋଷ ଅଧ୍ୟାୟ 8
ଆମୋଷ ଅଧ୍ୟାୟ 9
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References