ଓଡିଆ ବାଇବଲ |
TEV
ORV
IRVOR
ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗୀତସଂହିତା
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
119
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
67
68
69
70
71
72
73
74
75
76
77
78
79
80
81
82
83
84
85
86
87
88
89
90
91
92
93
94
95
96
97
98
99
100
101
102
103
104
105
106
107
108
109
110
111
112
113
114
115
116
117
118
119
120
121
122
123
124
125
126
127
128
129
130
131
132
133
134
135
136
137
138
139
140
141
142
143
144
145
146
147
148
149
150
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40
41
42
43
44
45
46
47
48
49
50
51
52
53
54
55
56
57
58
59
60
61
62
63
64
65
66
67
68
69
70
71
72
73
74
75
76
77
78
79
80
81
82
83
84
85
86
87
88
89
90
91
92
93
94
95
96
97
98
99
100
101
102
103
104
105
106
107
108
109
110
111
112
113
114
115
116
117
118
119
120
121
122
123
124
125
126
127
128
129
130
131
132
133
134
135
136
137
138
139
140
141
142
143
144
145
146
147
148
149
150
151
152
153
154
155
156
157
158
159
160
161
162
163
164
165
166
167
168
169
170
171
172
173
174
175
176
History
ଗୀତସଂହିତା 119:0 (11 54 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗୀତସଂହିତା ଅଧ୍ୟାୟ 119
1
ଆଲେଫ୍ । ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ ।
2
ଯେଉଁମାନେ ତାହାଙ୍କ ପ୍ରମାଣ-ବାକ୍ୟସବୁ ପାଳନ କରନ୍ତି, ଯେଉଁମାନେ ସର୍ବାନ୍ତଃକରଣରେ ତାହାଙ୍କୁ ଖୋଜନ୍ତି, ସେମାନେ ଧନ୍ୟ ।
3
ସେମାନେ କୌଣସି ଅଧର୍ମ କରନ୍ତି ନାହିଁ; ସେମାନେ ତାହାଙ୍କ ପଥରେ ଗମନ କରନ୍ତି ।
4
ଆମ୍ଭେମାନେ ଯନିପୂର୍ବକ ଯେପରି ତୁମ୍ଭର ବିଧାନସବୁ ପାଳନ କରିବା, ଏଥିପାଇଁ ତୁମ୍ଭେ ତାହାସବୁ ଆଜ୍ଞା କରିଅଛ ।
5
ଆହା, ତୁମ୍ଭର ବିଧିସକଳ ପାଳନ କରିବା ପାଇଁ ଯେବେ ମୋହର ଗତି ସୁସ୍ଥିର ହୁଅନ୍ତା!
6
ତୁମ୍ଭର ସକଳ ଆଜ୍ଞା ପ୍ରତି ଦୃଷ୍ଟି ରଖିବା ବେଳେ ମୁଁ ଲଜ୍ଜିତ ହେବି ନାହିଁ ।
7
ତୁମ୍ଭର ଧର୍ମମୟ ଶାସନସକଳ ଶିଖିବା ବେଳେ ମୁଁ ଅନ୍ତଃକରଣର ସରଳତାରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି ।
8
ମୁଁ ତୁମ୍ଭର ବିଧିସବୁ ପାଳନ କରିବି; ମୋତେ ନିତା; ପରିତ୍ୟାଗ କର ନାହିଁ । ବୈତ୍ ।
9
ଯୁବା ମନୁଷ୍ୟ କିପ୍ରକାରେ ଆପଣା ପଥ ପରିଷ୍କାର କରିବ? ତୁମ୍ଭ ବାକ୍ୟାନୁଯାୟୀ ତହିଁ ବିଷୟରେ ସାବଧାନ ହେଲେ କରିବ ।
10
ମୁଁ ସର୍ବାନ୍ତଃକରଣରେ ତୁମ୍ଭଙ୍କୁ ଖୋଜିଅଛିନ୍ତ ମୋତେ ତୁମ୍ଭ ଆଜ୍ଞାପଥରୁ ଭ୍ରମିବାକୁ ଦିଅ ନାହିଁ ।
11
ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି ।
12
ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
13
ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି ।
14
ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ ବାକ୍ୟରୂପ ପଥରେ ଆମୋଦ କରିଅଛି ।
15
ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି ।
16
ମୁଁ ତୁମ୍ଭ ବିଧିସବୁରେ ଆନନ୍ଦ କରିବି; ମୁଁ ତୁମ୍ଭର ବାକ୍ୟ ପାସୋରିବି ନାହିଁ । ଗିମେଲ୍ ।
17
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭେ ଆପଣା ଦାସର ମଙ୍ଗଳ କର; ତହୁଁ ମୁଁ ତୁମ୍ଭ ବାକ୍ୟ ପାଳନ କରିବି ।
18
ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି ।
19
ମୁଁ ପୃଥିବୀରେ ପ୍ରବାସୀନ୍ତ ତୁମ୍ଭର ଆଜ୍ଞାସବୁ ମୋʼଠାରୁ ଲୁଚାଅ ନାହିଁ ।
20
ସର୍ବଦା ତୁମ୍ଭ ଶାସନସକଳ ଆକାଂକ୍ଷା କରିବା ସକାଶୁ ମୋʼ ପ୍ରାଣ କ୍ଷୀଣ ହୁଏ ।
21
ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ ।
22
ମୋʼଠାରୁ ନିନ୍ଦା ଓ ଅପମାନ ଦୂର କର; କାରଣ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ପାଳନ କରିଅଛି ।
23
ଅଧିପତିମାନେ ମଧ୍ୟ ବସି ମୋʼ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା ।
24
ତୁମ୍ଭର ସକଳ ପ୍ରମାଣ-ବାକ୍ୟ ମଧ୍ୟ ମୋହର ଆନନ୍ଦଜନକ ଓ ମନ୍ତ୍ରଣାଦାୟକ । ଦାଲତ୍ ।
25
ମୋହର ପ୍ରାଣ ଧୂଳିରେ ଲାଗୁଅଛି; ତୁମ୍ଭେ ନିଜ ବାକ୍ୟାନୁସାରେ ମୋତେ ସଚେତ କର ।
26
ମୁଁ ଆପଣାର ସକଳ ଗତି ବର୍ଣ୍ଣନା କରନ୍ତେ, ତୁମ୍ଭେ ମୋତେ ଉତ୍ତର ଦେଲ; ତୁମ୍ଭର ବିଧିସବୁ ମୋତେ ଶିଖାଅ ।
27
ତୁମ୍ଭେ ଆପଣା ଆଜ୍ଞାପଥସବୁ ମୋତେ ବୁଝାଇ ଦିଅ; ତହିଁରେ ମୁଁ ତୁମ୍ଭର ଆଶ୍ଚର୍ଯ୍ୟକର୍ମସବୁ ଧ୍ୟାନ କରିବି ।
28
ଶୋକ ସକାଶୁ ମୋʼ ପ୍ରାଣ ତରଳି ଯାଏ; ତୁମ୍ଭେ ଆପଣା ବାକ୍ୟାନୁସାରେ ମୋତେ ସବଳ କର ।
29
ମୋʼଠାରୁ ମିଥ୍ୟାମାର୍ଗ ଅନ୍ତର କର ଓ ଅନୁଗ୍ରହ କରି ମୋତେ ତୁମ୍ଭର ବ୍ୟବସ୍ଥା ପ୍ରଦାନ କର ।
30
ମୁଁ ବିଶ୍ଵସ୍ତତାରୂପ ପଥ ମନୋନୀତ କରିଅଛି; ମୁଁ ଆପଣା ସମ୍ମୁଖରେ ତୁମ୍ଭର ଶାସନସବୁ ରଖିଅଛି ।
31
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସବୁରେ ଆସକ୍ତ; ହେ ସଦାପ୍ରଭୋ, ମୋତେ ଲଜ୍ଜିତ କର ନାହିଁ ।
32
ତୁମ୍ଭେ ମୋହର ହୃଦୟ ପ୍ରଶସ୍ତ କରିବା ବେଳେ ମୁଁ ତୁମ୍ଭ ଆଜ୍ଞାପଥରେ ଧାବମାନ ହେବି । ହେ ।
33
ହେ ସଦାପ୍ରଭୋ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି ।
34
ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି ।
35
ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ ।
36
ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋʼ ଚିତ୍ତର ସ୍ନେହ ଜନ୍ମାଅ ।
37
ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର ।
38
ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ ।
39
ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ ।
40
ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର । ବୌ ।
41
ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ ।
42
ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ ।
43
ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି ।
44
ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି ।
45
ଆଉ, ମୁଁ ସ୍ଵଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି ।
46
ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି ।
47
ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି ।
48
ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି । ସୟିନ୍ ।
49
ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର ।
50
ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ଵନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି ।
51
ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ ।
52
ହେ ସଦାପ୍ରଭୋ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ଵନାଯୁକ୍ତ କରିଅଛି ।
53
ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ତ କ୍ରୋଧ ମୋତେ ଆକ୍ରମଣ କରିଅଛି ।
54
ମୋʼ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି ।
55
ହେ ସଦାପ୍ରଭୋ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି ।
56
ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି । ହେତ୍ ।
57
ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି ।
58
ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋʼ ପ୍ରତି ଦୟାଳୁ ହୁଅ ।
59
ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି ।
60
ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ଵର ହେଲି ଓ ବିଳମ୍ଵ କଲି ନାହିଁ ।
61
ଦୁଷ୍ଟମାନଙ୍କର ରଜ୍ଜୁ ମୋʼ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ ।
62
ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି ।
63
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେସମସ୍ତଙ୍କର ସଙ୍ଗୀ ।
64
ହେ ସଦାପ୍ରଭୋ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ । ଟେଟ୍ ।
65
ହେ ସଦାପ୍ରଭୋ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ ।
66
ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ । କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ଵାସ କରିଅଛି ।
67
ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ ।
68
ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ;
69
ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି ।
70
ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ; ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ ।
71
ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା ।
72
ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ । ଇୟୂଦ୍ ।
73
ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର ।
74
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି ।
75
ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି ତୁମ୍ଭେ ବିଶ୍ଵସ୍ତ ଭାବରେ ମୋତେ ଦୁଃଖ ଦେଇଅଛ ।
76
ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ଵନା-ଜନକ ହେଉ ।
77
ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋʼ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ ।
78
ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ।
79
ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋʼ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ ବାକ୍ୟ ଜ୍ଞାତସାର ହେବେ ।
80
ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋʼ ଅନ୍ତଃକରଣ ସିଦ୍ଧ ହେଉ । କଫ୍ ।
81
ତୁମ୍ଭ ପରିତ୍ରାଣ ପାଇଁ ମୋʼ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ ।
82
ତୁମ୍ଭେ କେବେ ମୋତେ ସାନ୍ତ୍ଵନା କରିବ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ ।
83
କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି । ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ ।
84
ତୁମ୍ଭ ଦାସର ଦିନ କେତେ? ତୁମ୍ଭେ କେବେ ମୋʼ ତାଡ଼ନାକାରୀମାନଙ୍କର ବିଚାର କରିବ?
85
ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି ।
86
ତୁମ୍ଭର ଆଜ୍ଞାସବୁ ବିଶ୍ଵସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର ।
87
ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ ।
88
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସଚେତ କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି । ଲାମଦ୍ ।
89
ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ଵର୍ଗରେ ସଂସ୍ଥାପିତ ଅଛି ।
90
ତୁମ୍ଭର ବିଶ୍ଵସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକି ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ ।
91
ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ ।
92
ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥାʼନ୍ତି ।
93
ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ଵାରା ତୁମ୍ଭେ ମୋତେ ସଚେତ କରିଅଛ ।
94
ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ଵେଷଣ କରିଅଛି ।
95
ଦୁଷ୍ଟମାନେ ମୋତେ ବିନାଶ କରିବା ପାଇଁ ଚାହିଁ ରହିଅଛନ୍ତି; ମାତ୍ର ମୁଁ ତୁମ୍ଭର ପ୍ରମାଣ-ବାକ୍ୟ ବିବେଚନା କରିବି ।
96
ମୁଁ ସବୁ ସିଦ୍ଧିର ଅ; ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ଅତିଶୟ ପ୍ରଶସ୍ତ । ମେମ୍ ।
97
ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ । ତାହା ଦିନଯାକ ମୋହର ଧ୍ୟାନ ।
98
ତୁମ୍ଭ ଆଜ୍ଞାସବୁ ମୋତେ ମୋʼ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋʼ ସଙ୍ଗେ ଥାଏ ।
99
ମୋହର ସମସ୍ତ ଗୁରୁ ଅପେକ୍ଷା ମୋʼ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ ।
100
ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ । ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି ।
101
ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି ।
102
ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ ।
103
ମୋʼ ତୁଣ୍ତକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!
104
ତୁମ୍ଭ ବିଧାନ ଦ୍ଵାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ନୂନ୍ ।
105
ତୁମ୍ଭ ବାକ୍ୟ ମୋʼ ଚରଣ ପାଇଁ ପ୍ରଦୀପ ଓ ମୋʼ ପଥ ପାଇଁ ଆଲୁଅ ଅଟେ ।
106
ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି ।
107
ମୁଁ ଅତ୍ୟ; ଦୁଃଖିତ ଅଛି; ହେ ସଦାପ୍ରଭୋ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
108
ହେ ସଦାପ୍ରଭୋ, ନିବେଦନ କରୁଅଛି, ମୋʼ ମୁଖର ସ୍ଵେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ ।
109
ମୋʼ ପ୍ରାଣ ନିରନ୍ତର ମୋʼ ହସ୍ତରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ ।
110
ଦୁଷ୍ଟମାନେ ମୋʼ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ ।
111
ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ ।
112
ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି । ସାମକ୍ ।
113
ମୁଁ ଦ୍ଵିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ ।
114
ତୁମ୍ଭେ ମୋʼ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ ।
115
ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ଵରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋʼ ନିକଟରୁ ଦୂର ହୁଅ ।
116
ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋʼ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ ।
117
ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି ।
118
ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା ।
119
ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ ।
120
ତୁମ୍ଭ ଭୟ ସକାଶୁ ମୋʼ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ । ଅଇନ୍ ।
121
ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋʼ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ ।
122
ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋʼ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ ।
123
ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି ।
124
ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ ।
125
ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ ।
126
ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି ।
127
ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ ।
128
ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ । ପେ ।
129
ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ ।
130
ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ ।
131
ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି ।
132
ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର ।
133
ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ଵ କରିବାକୁ ଦିଅ ନାହିଁ ।
134
ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି ।
135
ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ ।
136
ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି । ସାଦେ ।
137
ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ ।
138
ତୁମ୍ଭେ ଧର୍ମରେ ଓ ଅତି ବିଶ୍ଵସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ ।
139
ମୋହର ଉଦ୍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି ।
140
ତୁମ୍ଭର ବାକ୍ୟ ଅତ୍ୟ; ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ ।
141
ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ ।
142
ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ ।
143
କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ ।
144
ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି । କଫ ।
145
ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି ।
146
ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି ।
147
ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି ।
148
ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା ।
149
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୋ, ଆପଣା ଶାସନାନୁସାରେ ମୋତେ ସଚେତ କର ।
150
ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ ।
151
ହେ ସଦାପ୍ରଭୋ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ ।
152
ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ । ରେଶ୍ ।
153
ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ ।
154
ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର ।
155
ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ ।
156
ହେ ସଦାପ୍ରଭୋ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର ।
157
ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ ।
158
ମୁଁ ବିଶ୍ଵାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ ।
159
ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୋ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର ।
160
ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ । ଶିନ୍ ।
161
ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ ।
162
କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ ।
163
ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ ।
164
ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ ।
165
ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ ।
166
ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି ।
167
ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ ।
168
ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି । କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି । ତୌ ।
169
ହେ ସଦାପ୍ରଭୋ, ମୋହର କାକୁକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର ।
170
ମୋʼ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର ।
171
ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ ।
172
ମୋʼ ଜିହ୍ଵା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ ।
173
ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି ।
174
ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଆକାଂକ୍ଷା କରିଅଛି; ପୁଣି, ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ।
175
ମୋହର ପ୍ରାଣ ଜୀବିତ ଥାଉ, ତହିଁରେ ତାହା ତୁମ୍ଭର ପ୍ରଶଂସା କରିବ ଓ ତୁମ୍ଭର ଶାସନସକଳ ମୋହର ସାହାଯ୍ୟ କରୁ ।
176
ମୁଁ ହଜାମେଷ ପରି ବିପଥଗାମୀ ହୋଇଅଛି; ଆପଣା ଦାସକୁ ଖୋଜ; କାରଣ ମୁଁ ତୁମ୍ଭ ଆଜ୍ଞାସକଳ ପାସୋରୁ ନାହିଁ ।
ଗୀତସଂହିତା 119
1
ଆଲେଫ୍ । ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ ।
.::.

ଗୀତସଂହିତା ଅଧ୍ୟାୟ 1
ଗୀତସଂହିତା ଅଧ୍ୟାୟ 2
ଗୀତସଂହିତା ଅଧ୍ୟାୟ 3
ଗୀତସଂହିତା ଅଧ୍ୟାୟ 4
ଗୀତସଂହିତା ଅଧ୍ୟାୟ 5
ଗୀତସଂହିତା ଅଧ୍ୟାୟ 6
ଗୀତସଂହିତା ଅଧ୍ୟାୟ 7
ଗୀତସଂହିତା ଅଧ୍ୟାୟ 8
ଗୀତସଂହିତା ଅଧ୍ୟାୟ 9
ଗୀତସଂହିତା ଅଧ୍ୟାୟ 10
ଗୀତସଂହିତା ଅଧ୍ୟାୟ 11
ଗୀତସଂହିତା ଅଧ୍ୟାୟ 12
ଗୀତସଂହିତା ଅଧ୍ୟାୟ 13
ଗୀତସଂହିତା ଅଧ୍ୟାୟ 14
ଗୀତସଂହିତା ଅଧ୍ୟାୟ 15
ଗୀତସଂହିତା ଅଧ୍ୟାୟ 16
ଗୀତସଂହିତା ଅଧ୍ୟାୟ 17
ଗୀତସଂହିତା ଅଧ୍ୟାୟ 18
ଗୀତସଂହିତା ଅଧ୍ୟାୟ 19
ଗୀତସଂହିତା ଅଧ୍ୟାୟ 20
ଗୀତସଂହିତା ଅଧ୍ୟାୟ 21
ଗୀତସଂହିତା ଅଧ୍ୟାୟ 22
ଗୀତସଂହିତା ଅଧ୍ୟାୟ 23
ଗୀତସଂହିତା ଅଧ୍ୟାୟ 24
ଗୀତସଂହିତା ଅଧ୍ୟାୟ 25
ଗୀତସଂହିତା ଅଧ୍ୟାୟ 26
ଗୀତସଂହିତା ଅଧ୍ୟାୟ 27
ଗୀତସଂହିତା ଅଧ୍ୟାୟ 28
ଗୀତସଂହିତା ଅଧ୍ୟାୟ 29
ଗୀତସଂହିତା ଅଧ୍ୟାୟ 30
ଗୀତସଂହିତା ଅଧ୍ୟାୟ 31
ଗୀତସଂହିତା ଅଧ୍ୟାୟ 32
ଗୀତସଂହିତା ଅଧ୍ୟାୟ 33
ଗୀତସଂହିତା ଅଧ୍ୟାୟ 34
ଗୀତସଂହିତା ଅଧ୍ୟାୟ 35
ଗୀତସଂହିତା ଅଧ୍ୟାୟ 36
ଗୀତସଂହିତା ଅଧ୍ୟାୟ 37
ଗୀତସଂହିତା ଅଧ୍ୟାୟ 38
ଗୀତସଂହିତା ଅଧ୍ୟାୟ 39
ଗୀତସଂହିତା ଅଧ୍ୟାୟ 40
ଗୀତସଂହିତା ଅଧ୍ୟାୟ 41
ଗୀତସଂହିତା ଅଧ୍ୟାୟ 42
ଗୀତସଂହିତା ଅଧ୍ୟାୟ 43
ଗୀତସଂହିତା ଅଧ୍ୟାୟ 44
ଗୀତସଂହିତା ଅଧ୍ୟାୟ 45
ଗୀତସଂହିତା ଅଧ୍ୟାୟ 46
ଗୀତସଂହିତା ଅଧ୍ୟାୟ 47
ଗୀତସଂହିତା ଅଧ୍ୟାୟ 48
ଗୀତସଂହିତା ଅଧ୍ୟାୟ 49
ଗୀତସଂହିତା ଅଧ୍ୟାୟ 50
ଗୀତସଂହିତା ଅଧ୍ୟାୟ 51
ଗୀତସଂହିତା ଅଧ୍ୟାୟ 52
ଗୀତସଂହିତା ଅଧ୍ୟାୟ 53
ଗୀତସଂହିତା ଅଧ୍ୟାୟ 54
ଗୀତସଂହିତା ଅଧ୍ୟାୟ 55
ଗୀତସଂହିତା ଅଧ୍ୟାୟ 56
ଗୀତସଂହିତା ଅଧ୍ୟାୟ 57
ଗୀତସଂହିତା ଅଧ୍ୟାୟ 58
ଗୀତସଂହିତା ଅଧ୍ୟାୟ 59
ଗୀତସଂହିତା ଅଧ୍ୟାୟ 60
ଗୀତସଂହିତା ଅଧ୍ୟାୟ 61
ଗୀତସଂହିତା ଅଧ୍ୟାୟ 62
ଗୀତସଂହିତା ଅଧ୍ୟାୟ 63
ଗୀତସଂହିତା ଅଧ୍ୟାୟ 64
ଗୀତସଂହିତା ଅଧ୍ୟାୟ 65
ଗୀତସଂହିତା ଅଧ୍ୟାୟ 66
ଗୀତସଂହିତା ଅଧ୍ୟାୟ 67
ଗୀତସଂହିତା ଅଧ୍ୟାୟ 68
ଗୀତସଂହିତା ଅଧ୍ୟାୟ 69
ଗୀତସଂହିତା ଅଧ୍ୟାୟ 70
ଗୀତସଂହିତା ଅଧ୍ୟାୟ 71
ଗୀତସଂହିତା ଅଧ୍ୟାୟ 72
ଗୀତସଂହିତା ଅଧ୍ୟାୟ 73
ଗୀତସଂହିତା ଅଧ୍ୟାୟ 74
ଗୀତସଂହିତା ଅଧ୍ୟାୟ 75
ଗୀତସଂହିତା ଅଧ୍ୟାୟ 76
ଗୀତସଂହିତା ଅଧ୍ୟାୟ 77
ଗୀତସଂହିତା ଅଧ୍ୟାୟ 78
ଗୀତସଂହିତା ଅଧ୍ୟାୟ 79
ଗୀତସଂହିତା ଅଧ୍ୟାୟ 80
ଗୀତସଂହିତା ଅଧ୍ୟାୟ 81
ଗୀତସଂହିତା ଅଧ୍ୟାୟ 82
ଗୀତସଂହିତା ଅଧ୍ୟାୟ 83
ଗୀତସଂହିତା ଅଧ୍ୟାୟ 84
ଗୀତସଂହିତା ଅଧ୍ୟାୟ 85
ଗୀତସଂହିତା ଅଧ୍ୟାୟ 86
ଗୀତସଂହିତା ଅଧ୍ୟାୟ 87
ଗୀତସଂହିତା ଅଧ୍ୟାୟ 88
ଗୀତସଂହିତା ଅଧ୍ୟାୟ 89
ଗୀତସଂହିତା ଅଧ୍ୟାୟ 90
ଗୀତସଂହିତା ଅଧ୍ୟାୟ 91
ଗୀତସଂହିତା ଅଧ୍ୟାୟ 92
ଗୀତସଂହିତା ଅଧ୍ୟାୟ 93
ଗୀତସଂହିତା ଅଧ୍ୟାୟ 94
ଗୀତସଂହିତା ଅଧ୍ୟାୟ 95
ଗୀତସଂହିତା ଅଧ୍ୟାୟ 96
ଗୀତସଂହିତା ଅଧ୍ୟାୟ 97
ଗୀତସଂହିତା ଅଧ୍ୟାୟ 98
ଗୀତସଂହିତା ଅଧ୍ୟାୟ 99
ଗୀତସଂହିତା ଅଧ୍ୟାୟ 100
ଗୀତସଂହିତା ଅଧ୍ୟାୟ 101
ଗୀତସଂହିତା ଅଧ୍ୟାୟ 102
ଗୀତସଂହିତା ଅଧ୍ୟାୟ 103
ଗୀତସଂହିତା ଅଧ୍ୟାୟ 104
ଗୀତସଂହିତା ଅଧ୍ୟାୟ 105
ଗୀତସଂହିତା ଅଧ୍ୟାୟ 106
ଗୀତସଂହିତା ଅଧ୍ୟାୟ 107
ଗୀତସଂହିତା ଅଧ୍ୟାୟ 108
ଗୀତସଂହିତା ଅଧ୍ୟାୟ 109
ଗୀତସଂହିତା ଅଧ୍ୟାୟ 110
ଗୀତସଂହିତା ଅଧ୍ୟାୟ 111
ଗୀତସଂହିତା ଅଧ୍ୟାୟ 112
ଗୀତସଂହିତା ଅଧ୍ୟାୟ 113
ଗୀତସଂହିତା ଅଧ୍ୟାୟ 114
ଗୀତସଂହିତା ଅଧ୍ୟାୟ 115
ଗୀତସଂହିତା ଅଧ୍ୟାୟ 116
ଗୀତସଂହିତା ଅଧ୍ୟାୟ 117
ଗୀତସଂହିତା ଅଧ୍ୟାୟ 118
ଗୀତସଂହିତା ଅଧ୍ୟାୟ 119
ଗୀତସଂହିତା ଅଧ୍ୟାୟ 120
ଗୀତସଂହିତା ଅଧ୍ୟାୟ 121
ଗୀତସଂହିତା ଅଧ୍ୟାୟ 122
ଗୀତସଂହିତା ଅଧ୍ୟାୟ 123
ଗୀତସଂହିତା ଅଧ୍ୟାୟ 124
ଗୀତସଂହିତା ଅଧ୍ୟାୟ 125
ଗୀତସଂହିତା ଅଧ୍ୟାୟ 126
ଗୀତସଂହିତା ଅଧ୍ୟାୟ 127
ଗୀତସଂହିତା ଅଧ୍ୟାୟ 128
ଗୀତସଂହିତା ଅଧ୍ୟାୟ 129
ଗୀତସଂହିତା ଅଧ୍ୟାୟ 130
ଗୀତସଂହିତା ଅଧ୍ୟାୟ 131
ଗୀତସଂହିତା ଅଧ୍ୟାୟ 132
ଗୀତସଂହିତା ଅଧ୍ୟାୟ 133
ଗୀତସଂହିତା ଅଧ୍ୟାୟ 134
ଗୀତସଂହିତା ଅଧ୍ୟାୟ 135
ଗୀତସଂହିତା ଅଧ୍ୟାୟ 136
ଗୀତସଂହିତା ଅଧ୍ୟାୟ 137
ଗୀତସଂହିତା ଅଧ୍ୟାୟ 138
ଗୀତସଂହିତା ଅଧ୍ୟାୟ 139
ଗୀତସଂହିତା ଅଧ୍ୟାୟ 140
ଗୀତସଂହିତା ଅଧ୍ୟାୟ 141
ଗୀତସଂହିତା ଅଧ୍ୟାୟ 142
ଗୀତସଂହିତା ଅଧ୍ୟାୟ 143
ଗୀତସଂହିତା ଅଧ୍ୟାୟ 144
ଗୀତସଂହିତା ଅଧ୍ୟାୟ 145
ଗୀତସଂହିତା ଅଧ୍ୟାୟ 146
ଗୀତସଂହିତା ଅଧ୍ୟାୟ 147
ଗୀତସଂହିତା ଅଧ୍ୟାୟ 148
ଗୀତସଂହିତା ଅଧ୍ୟାୟ 149
ଗୀତସଂହିତା ଅଧ୍ୟାୟ 150
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References