ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 135

1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର । 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ 3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର । 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି । 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ । 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି । 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି । 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ । 9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ । 10 ସେ ଅନେକ ଗୋଷ୍ଠୀଙ୍କି ସଂହାର କଲେ, ପରାକ୍ରା; ରାଜାମାନଙ୍କୁ, 11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ । 12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ । 13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ । 14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ । 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ । 16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ଵାସପ୍ରଶ୍ଵାସ ନାହିଁ । 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ । 19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; 20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । 21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର ।
1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର । .::. 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ .::. 3 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର । .::. 4 ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି । .::. 5 କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବ ଅପେକ୍ଷା ଶ୍ରେଷ୍ଠ । .::. 6 ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି । .::. 7 ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି । .::. 8 ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ । .::. 9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ ଓ ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ । .::. 10 ସେ ଅନେକ ଗୋଷ୍ଠୀଙ୍କି ସଂହାର କଲେ, ପରାକ୍ରା; ରାଜାମାନଙ୍କୁ, .::. 11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ । .::. 12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ । .::. 13 ହେ ସଦାପ୍ରଭୋ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୋ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ । .::. 14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ । .::. 15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ । .::. 16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ; .::. 17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ଵାସପ୍ରଶ୍ଵାସ ନାହିଁ । .::. 18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ । .::. 19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; .::. 20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର । .::. 21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ । ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References