ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

ଗୀତସଂହିତା ଅଧ୍ୟାୟ 31

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର । 2 ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ । 3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ । 4 ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଓଟାରି ନିଅ; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ । 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ । 6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ । 7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ । 8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ । 9 ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି । 10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି । 11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟ; ନିନ୍ଦାସ୍ପଦ ଓ ଆପଣା ପରିଚିତ-ମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ । 12 ମୁଁ ମୃତଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; 13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ । 14 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି; ମୁଁ କହିଲି, ତୁମ୍ଭେ ମୋହର ପରମେଶ୍ଵର । 15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର । 16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର । 17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ । 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି । 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍! 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ । 21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି । 22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ । 23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ଵସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି । 24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ ।
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର । .::. 2 ମୋʼ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋʼ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ । .::. 3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ । .::. 4 ସେମାନେ ଗୋପନରେ ମୋʼ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଓଟାରି ନିଅ; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ । .::. 5 ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୋ, ସତ୍ୟମୟ ପରମେଶ୍ଵର, ତୁମ୍ଭେ ମୋତେ ମୁକ୍ତ କରିଅଛ । .::. 6 ଯେଉଁମାନେ ମିଥ୍ୟା ଅସାର ବିଷୟ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ । .::. 7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ । .::. 8 ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ । .::. 9 ହେ ସଦାପ୍ରଭୋ, ମୋʼ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି । .::. 10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି । .::. 11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟ; ନିନ୍ଦାସ୍ପଦ ଓ ଆପଣା ପରିଚିତ-ମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋʼ ନିକଟରୁ ପଳାଇଲେ । .::. 12 ମୁଁ ମୃତଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; .::. 13 କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଙ୍କଳ୍ପ କଲେ । .::. 14 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ନିର୍ଭର ରଖିଲି; ମୁଁ କହିଲି, ତୁମ୍ଭେ ମୋହର ପରମେଶ୍ଵର । .::. 15 ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋʼ ଶତ୍ରୁଗଣ ହସ୍ତରୁ ଓ ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର । .::. 16 ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର । .::. 17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ । .::. 18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି । .::. 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍! .::. 20 ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ । .::. 21 ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋʼ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି । .::. 22 ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ । .::. 23 ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ଵସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି । .::. 24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
×

Alert

×

Oriya Letters Keypad References