ଓଡିଆ ବାଇବଲ |
TOV
ORV
IRVOR
ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ସନ୍ଧାନ କର |
Book of Moses
Old Testament History
Wisdom Books
ପ୍ରମୁଖ ଭବିଷ୍ୟଦ୍ବକ୍ତାମାନେ |
ଛୋଟ ଭବିଷ୍ୟଦ୍ବକ୍ତାମାନେ |
ସୁସମାଚାର
Acts of Apostles
Paul's Epistles
ସାଧାରଣ ଚିଠି |
Endtime Epistles
Synoptic Gospel
Fourth Gospel
English Bible
Tamil Bible
Hebrew Bible
Greek Bible
Malayalam Bible
Hindi Bible
Telugu Bible
Kannada Bible
Gujarati Bible
Punjabi Bible
Urdu Bible
Bengali Bible
Marathi Bible
Assamese Bible
ଅଧିକ
ଗଣନା ପୁସ୍ତକ
ଓଲ୍ଡ ଷ୍ଟେଟାମେଣ୍ଟ
ଆଦି ପୁସ୍ତକ
ଯାତ୍ରା ପୁସ୍ତକ
ଲେବୀୟ ପୁସ୍ତକ
ଗଣନା ପୁସ୍ତକ
ଦିତୀୟ ବିବରଣ
ଯିହୋଶୂୟ
ବିଚାରକର୍ତାମାନଙ୍କ ବିବରଣ
ରୂତର ବିବରଣ
ପ୍ରଥମ ଶାମୁୟେଲ
ଦିତୀୟ ଶାମୁୟେଲ
ପ୍ରଥମ ରାଜାବଳୀ
ଦିତୀୟ ରାଜାବଳୀ
ପ୍ରଥମ ବଂଶାବଳୀ
ଦିତୀୟ ବଂଶାବଳୀ
ଏଜ୍ରା
ନିହିମିୟା
ଏଷ୍ଟର ବିବରଣ
ଆୟୁବ ପୁସ୍ତକ
ଗୀତସଂହିତା
ହିତୋପଦେଶ
ଉପଦେଶକ
ପରମଗୀତ
ଯିଶାଇୟ
ଯିରିମିୟ
ଯିରିମିୟଙ୍କ ବିଳାପ
ଯିହିଜିକଲ
ଦାନିଏଲ
ହୋଶେୟ
ଯୋୟେଲ
ଆମୋଷ
ଓବଦିୟ
ଯୂନସ
ମୀଖା
ନାହୂମ
ହବକକୂକ
ସିଫନିୟ
ହଗୟ
ଯିଖରିୟ
ମଲାଖୀ
ନ୍ୟୁ ଷ୍ଟେଟାମେଣ୍ଟ
ମାଥିଉଲିଖିତ ସୁସମାଚାର
ମାର୍କଲିଖିତ ସୁସମାଚାର
ଲୂକଲିଖିତ ସୁସମାଚାର
ଯୋହନଲିଖିତ ସୁସମାଚାର
ରେରିତମାନଙ୍କ କାର୍ଯ୍ୟର ବିବରଣ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍
ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର
ଏବ୍ରୀମାନଙ୍କ ନିକଟକୁ ପତ୍ର
ଯାକୁବଙ୍କ ପତ୍
ପିତରଙ୍କ ପ୍ରଥମ ପତ୍
ପିତରଙ୍କ ଦିତୀୟ ପତ୍ର
ଯୋହନଙ୍କ ପ୍ରଥମ ପତ୍ର
ଯୋହନଙ୍କ ଦିତୀୟ ପତ୍
ଯୋହନଙ୍କ ତୃତୀୟ ପତ୍ର
ଯିହୂଦାଙ୍କ ପତ୍ର
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
35
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
ରେକର୍ଡଗୁଡିକ
ଗୀତସଂହିତା 8:161 (03 52 am)
ଆଦି ପୁସ୍ତକ 41:61 (03 52 am)
ଗଣନା ପୁସ୍ତକ 35:0 (03 52 am)
Whatsapp
Instagram
Facebook
Linkedin
Pinterest
Tumblr
Reddit
ଗଣନା ପୁସ୍ତକ ଅଧ୍ୟାୟ 35
1
ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ ।
3
ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି ତହିଁର ତଳିଭୂମିସବୁ ସେମାନଙ୍କ ପଶୁ ଓ ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ ।
4
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ ।
5
ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ । ଏହା ସେମାନଙ୍କ ନଗରର ତଳିଭୂମି ହେବ ।
6
ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ ।
7
ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ ।
8
ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ ।
9
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
10
ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
11
ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
12
ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ;
13
ଏହିରୂପେ ତୁମ୍ଭେମାନେ ଯେ ଯେ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ ।
14
ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ ।
15
ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ ।
16
ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
17
ଆଉ ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
18
ଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ ।
19
ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକି ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ ।
20
ଆଉ ଯେବେ ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ;
21
କିଅବା ଶତ୍ରୁତା କରି ଯେବେ ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ସେ ନରହତ୍ୟାକାରୀ; ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ ।
22
ମାତ୍ର ଯେବେ କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ,
23
କିଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ,
24
ତେବେ ମଣ୍ତଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ ।
25
ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ ।
26
ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯେବେ କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ
27
ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ ।
28
କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ ।
29
ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ ।
30
ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ ।
31
ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ ।
32
ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ ।
33
ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ ।
34
ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ ।
ଗଣନା ପୁସ୍ତକ 35
1. ଅନନ୍ତର ସଦାପ୍ରଭୁ ମୋୟାବ-ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ସମୀପରେ ମୋଶାଙ୍କୁ କହିଲେ, 2. ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ । 3. ତହିଁରେ ସେହିସବୁ ନଗରରେ ସେମାନଙ୍କର ନିବାସ ହେବ; ପୁଣି ତହିଁର ତଳିଭୂମିସବୁ ସେମାନଙ୍କ ପଶୁ ଓ ସମ୍ପତ୍ତି ଓ ଜୀବମାନଙ୍କ ନିମନ୍ତେ ହେବ । 4. ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ । 5. ପୁଣି ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ ଓ ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ ଓ ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ । ଏହା ସେମାନଙ୍କ ନଗରର ତଳିଭୂମି ହେବ । 6. ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ । 7. ସର୍ବସୁଦ୍ଧା ତୁମ୍ଭେମାନେ ଲେବୀୟମାନଙ୍କୁ ଅଠଚାଳିଶ ନଗର ଦେବ; ତୁମ୍ଭେମାନେ ସେମାନଙ୍କୁ ନଗର ସଙ୍ଗେ ତହିଁର ତଳିଭୂମି ଦେବ । 8. ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ । 9. ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 10. ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ, 11. ଆପଣାମାନଙ୍କର ଆଶ୍ରୟ ନଗର ହେବା ନିମନ୍ତେ କେତେଗୁଡ଼ିଏ ନଗର ନିରୂପଣ କରିବ, ତହିଁରେ ଯେଉଁ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ଏପରି ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ । 12. ପୁଣି ନରହତ୍ୟାକାରୀ ବିଚାରାର୍ଥେ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଯେପରି ନ ମରେ, ଏଥିପାଇଁ ସେହି ନଗରମାନ ପ୍ରତିହନ୍ତାଠାରୁ ତୁମ୍ଭମାନଙ୍କ ପ୍ରତି ଆଶ୍ରୟସ୍ଥାନ ହେବ; 13. ଏହିରୂପେ ତୁମ୍ଭେମାନେ ଯେ ଯେ ନଗର ଦେବ, ତାହା ତୁମ୍ଭମାନଙ୍କ ନିମନ୍ତେ ଛଅ ଆଶ୍ରୟ ନଗର ହେବ । 14. ତୁମ୍ଭେମାନେ ଯର୍ଦ୍ଦନର ପୂର୍ବପାରିରେ ତିନି ନଗର ଦେବ ଓ କିଣାନ ଦେଶ ମଧ୍ୟରେ ତିନି ନଗର ଦେବ; ତାହାସବୁ ଆଶ୍ରୟ ନଗର ହେବ । 15. ଇସ୍ରାଏଲ-ସନ୍ତାନମାନଙ୍କ ନିମନ୍ତେ ଓ ସେମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ନିମନ୍ତେ ସେହି ଛଅ ନଗର ଆଶ୍ରୟସ୍ଥାନ ହେବ; ତହିଁରେ ଯେ ପ୍ରତ୍ୟେକ ଜନ ଭ୍ରାନ୍ତିରେ କୌଣସି ମନୁଷ୍ୟକୁ ବଧ କରେ, ସେ ସେହି ସ୍ଥାନକୁ ପଳାଇ ଯାଇ ପାରେ । 16. ମାତ୍ର ଯେବେ କେହି ଲୌହ ଅସ୍ତ୍ର ଦ୍ଵାରା କାହାରିକୁ ଏପରି ଆଘାତ କରେ, ଯେ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ । 17. ଆଉ ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି ପଥର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ । 18. ଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି କାଷ୍ଠ-ଅସ୍ତ୍ର ହସ୍ତରେ ନେଇ ଯେବେ ସେ କାହାକୁ ଆଘାତ କରେ ଓ ତହିଁରେ ସେ ମରେ, ତେବେ ସେ ନରହତ୍ୟାକାରୀ; ସେହି ନରହତ୍ୟାକାରୀର ଅବଶ୍ୟ ପ୍ରାଣଦଣ୍ତ ହେବ । 19. ରକ୍ତର ପ୍ରତିହନ୍ତା ନିଜେ ସେହି ନରହତ୍ୟାକାରୀକି ବଧ କରିବ; ସେ ତାହାର ଦେଖା ପାଇଲେ ତାହାକୁ ବଧ କରିବ । 20. ଆଉ ଯେବେ ହିଂସା କରି କେହି କାହାକୁ ଧକ୍କା ମାରେ, ଅବା ଛକି ବସି ତାହା ଉପରେ କିଛି ପକାଏ ଓ ତହିଁରେ ସେ ମରେ; 21. କିଅବା ଶତ୍ରୁତା କରି ଯେବେ ସେ କାହାକୁ ଆପଣା ହସ୍ତରେ ଆଘାତ କରେ ଓ ତହିଁରେ ସେ ମରେ, ତେବେ ଯେ ତାହାକୁ ଆଘାତ କଲା, ତାହାର ଅବଶ୍ୟ ପ୍ରାଣଦଣ୍ତ ହେବ ସେ ନରହତ୍ୟାକାରୀ; ରକ୍ତର ପ୍ରତିହନ୍ତା ସେହି ନରହତ୍ୟାକାରୀର ଦେଖା ପାଇଲେ ତାହାକୁ ବଧ କରିବ । 22. ମାତ୍ର ଯେବେ କେହି ଶତ୍ରୁତା ବିନା ହଠାତ୍ କାହାକୁ ଆଘାତ କରେ, ଅବା ଛକି ନ ବସି କାହା ଉପରେ କୌଣସି ଅସ୍ତ୍ର ପକାଏ, 23. କିଅବା ଯାହା ଦ୍ଵାରା ମନୁଷ୍ୟ ମରିପାରେ, ଏପରି କୌଣସି ପଥର କାହାରି ଉପରେ ନ ଦେଖି ପକାଏ ଓ ତହିଁରେ ସେ ମରେ, ଅଥଚ ସେ ତାହାର ଶତ୍ରୁ କି ଅନିଷ୍ଟ ଚେଷ୍ଟାକାରୀ ହୋଇ ନ ଥାଏ, 24. ତେବେ ମଣ୍ତଳୀ ସେହି ବଧକାରୀର ଓ ରକ୍ତର ପ୍ରତିହନ୍ତାର ବିଷୟ ଏହି ଶାସନାନୁସାରେ ବିଚାର କରିବେ । 25. ଆଉ ମଣ୍ତଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକି ଉଦ୍ଧାର କରିବେ; ପୁଣି ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ତଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ । 26. ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯେବେ କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ 27. ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର-ସୀମାର ବାହାରେ ତାହାକୁ ପାଏ ଓ ତହିଁର ପ୍ରତିହନ୍ତା ତାହାକୁ ବଧ କରେ, ତେବେ ସେ ରକ୍ତପାତର ଅପରାଧୀ ହେବ ନାହିଁ । 28. କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ । 29. ଆଉ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସକଳ ନିବାସ ସ୍ଥାନରେ ଏହିସବୁ ତୁମ୍ଭମାନଙ୍କ ବିଚାରର ବିଧି ହେବ । 30. ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ଵାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ତ ନିମନ୍ତେ ଗ୍ରାହ୍ୟ ହେବ ନାହିଁ । 31. ଆହୁରି ପ୍ରାଣଦଣ୍ତଯୋଗ୍ୟ ନରହତ୍ୟାକାରୀର ପ୍ରାଣ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ; ମାତ୍ର ସେ ଅବଶ୍ୟ ହତ ହେବ । 32. ପୁଣି କେହି ଯେପରି ଆପଣା ଆଶ୍ରୟ ନଗରକୁ ପଳାଇ ପୁନର୍ବାର ଆପଣା ଦେଶକୁ ଆସି ବାସ କରେ, ଏଥିପାଇଁ ତୁମ୍ଭେମାନେ ଯାଜକର ମରଣ ପର୍ଯ୍ୟନ୍ତ ତାହା ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ ଗ୍ରହଣ କରିବ ନାହିଁ । 33. ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ । 34. ଏଣୁ ତୁମ୍ଭମାନଙ୍କର ଯେଉଁ ନିବାସ ଦେଶରେ ଆମ୍ଭେ ବାସ କରୁଅଛୁ, ତୁମ୍ଭେ ତାହା ଅଶୁଚି କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ବାସ କରୁଅଛୁ ।
ଗଣନା ପୁସ୍ତକ ଅଧ୍ୟାୟ 1
ଗଣନା ପୁସ୍ତକ ଅଧ୍ୟାୟ 2
ଗଣନା ପୁସ୍ତକ ଅଧ୍ୟାୟ 3
ଗଣନା ପୁସ୍ତକ ଅଧ୍ୟାୟ 4
ଗଣନା ପୁସ୍ତକ ଅଧ୍ୟାୟ 5
ଗଣନା ପୁସ୍ତକ ଅଧ୍ୟାୟ 6
ଗଣନା ପୁସ୍ତକ ଅଧ୍ୟାୟ 7
ଗଣନା ପୁସ୍ତକ ଅଧ୍ୟାୟ 8
ଗଣନା ପୁସ୍ତକ ଅଧ୍ୟାୟ 9
ଗଣନା ପୁସ୍ତକ ଅଧ୍ୟାୟ 10
ଗଣନା ପୁସ୍ତକ ଅଧ୍ୟାୟ 11
ଗଣନା ପୁସ୍ତକ ଅଧ୍ୟାୟ 12
ଗଣନା ପୁସ୍ତକ ଅଧ୍ୟାୟ 13
ଗଣନା ପୁସ୍ତକ ଅଧ୍ୟାୟ 14
ଗଣନା ପୁସ୍ତକ ଅଧ୍ୟାୟ 15
ଗଣନା ପୁସ୍ତକ ଅଧ୍ୟାୟ 16
ଗଣନା ପୁସ୍ତକ ଅଧ୍ୟାୟ 17
ଗଣନା ପୁସ୍ତକ ଅଧ୍ୟାୟ 18
ଗଣନା ପୁସ୍ତକ ଅଧ୍ୟାୟ 19
ଗଣନା ପୁସ୍ତକ ଅଧ୍ୟାୟ 20
ଗଣନା ପୁସ୍ତକ ଅଧ୍ୟାୟ 21
ଗଣନା ପୁସ୍ତକ ଅଧ୍ୟାୟ 22
ଗଣନା ପୁସ୍ତକ ଅଧ୍ୟାୟ 23
ଗଣନା ପୁସ୍ତକ ଅଧ୍ୟାୟ 24
ଗଣନା ପୁସ୍ତକ ଅଧ୍ୟାୟ 25
ଗଣନା ପୁସ୍ତକ ଅଧ୍ୟାୟ 26
ଗଣନା ପୁସ୍ତକ ଅଧ୍ୟାୟ 27
ଗଣନା ପୁସ୍ତକ ଅଧ୍ୟାୟ 28
ଗଣନା ପୁସ୍ତକ ଅଧ୍ୟାୟ 29
ଗଣନା ପୁସ୍ତକ ଅଧ୍ୟାୟ 30
ଗଣନା ପୁସ୍ତକ ଅଧ୍ୟାୟ 31
ଗଣନା ପୁସ୍ତକ ଅଧ୍ୟାୟ 32
ଗଣନା ପୁସ୍ତକ ଅଧ୍ୟାୟ 33
ଗଣନା ପୁସ୍ତକ ଅଧ୍ୟାୟ 34
ଗଣନା ପୁସ୍ତକ ଅଧ୍ୟାୟ 35
ଗଣନା ପୁସ୍ତକ ଅଧ୍ୟାୟ 36
Common Bible Languages
English Bible
Hebrew Bible
Greek Bible
South Indian Languages
Tamil Bible
Malayalam Bible
Telugu Bible
Kannada Bible
West Indian Languages
Hindi Bible
Gujarati Bible
Punjabi Bible
Other Indian Languages
Urdu Bible
Bengali Bible
Oriya Bible
Marathi Bible
×
Alert
×
Oriya Letters Keypad References