ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା

Notes

No Verse Added

ଗୀତସଂହିତା ଅଧ୍ୟାୟ 139

1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ । 2. ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ । 3. ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ । 4. କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ । 5. ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ । 6. ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ । 7. ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? 8. ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ । ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ 9. ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରା; ସୀମାରେ ବାସ କରେ; 10. ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ । 11. ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ; 12. ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ । 13. କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ । 14. ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ । 15. ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା । 16. ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା । 17. ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ! 18. ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ । 19. ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ । 20. କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି । 21. ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? 22. ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ । 23. ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ; 24. ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ ।
1. ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ । .::. 2. ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ । .::. 3. ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ । .::. 4. କାରଣ ହେ ସଦାପ୍ରଭୋ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋʼ ଜିହ୍ଵାରେ ନାହିଁ । .::. 5. ତୁମ୍ଭେ ମୋତେ ପଛରେ ଓ ଆଗରେ ଘେରିଅଛ ଓ ମୋʼ ଉପରେ ଆପଣା ହସ୍ତ ରଖିଅଛ । .::. 6. ଏହି ପ୍ରକାର ଜ୍ଞାନ ମୋʼ ପ୍ରତି ଅତି ଆଶ୍ଚର୍ଯ୍ୟ; ତାହା ଉଚ୍ଚ, ମୋʼ ବୋଧର ଅଗମ୍ୟ । .::. 7. ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? .::. 8. ଯେବେ ମୁଁ ସ୍ଵର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ । ଯେବେ ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ .::. 9. ଯେବେ ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରା; ସୀମାରେ ବାସ କରେ; .::. 10. ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ । .::. 11. ଯେବେ ମୁଁ କହେ, ନିଶ୍ଚୟ ଅନ୍ଧକାର ମୋତେ ମଗ୍ନ କରିବ ଓ ମୋʼ ଚତୁର୍ଦ୍ଦିଗସ୍ଥ ଆଲୁଅ ରାତ୍ରି ହେବ; .::. 12. ତେବେ ଅନ୍ଧକାର ହିଁ ତୁମ୍ଭଠାରୁ ଲୁଚାଏ ନାହିଁ, ବରଞ୍ଚ ରାତ୍ରି ଦିବସ ପରି ଦୀପ୍ତିମାନ ହୁଏ; ତୁମ୍ଭ ପ୍ରତି ଅନ୍ଧାର ଓ ଆଲୁଅ ଦୁଇ ସମାନ । .::. 13. କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ । .::. 14. ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୋʼ ପ୍ରାଣ ଭଲ ରୂପେ ଜାଣେ । .::. 15. ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା । .::. 16. ତୁମ୍ଭ ଚକ୍ଷୁ ମୋହର ସେହି ଅସମ୍ପୂର୍ଣ୍ଣ ପିଣ୍ତ ଦେଖିଲା ଓ ମୋହର ଯେଉଁସବୁ ଅଙ୍ଗପ୍ରତ୍ୟଙ୍ଗ ଦିନକୁ ଦିନ ଗଠିତ ହେଲା, ତନ୍ମଧ୍ୟରୁ ଗୋଟିଏ ହେଲେ ନ ହେଉଣୁ ତାହାସବୁ ତୁମ୍ଭ ପୁସ୍ତକରେ ଲିଖିତ ଥିଲା । .::. 17. ହେ ପରମେଶ୍ଵର, ଆହୁରି ତୁମ୍ଭର ସଙ୍କଳ୍ପସକଳ ମୋʼ ପ୍ରତି କିପରି ବହୁମୂଲ୍ୟ! ତହିଁର ସଂଖ୍ୟା କିପରି ଅଧିକ! .::. 18. ମୁଁ ସେସବୁ ଗଣନା କରିବାକୁ ଗଲେ, ତାହା ସଂଖ୍ୟାରେ ବାଲୁକା ଅପେକ୍ଷା ଅଧିକ; ଯେତେବେଳେ ମୁଁ ଜାଗ୍ରତ ହୁଏ, ସେତେବେଳେ ହେଁ ମୁଁ ତୁମ୍ଭ ନିକଟରେ ଥାଏ । .::. 19. ହେ ପରମେଶ୍ଵର, ତୁମ୍ଭେ ନିଶ୍ଚୟ ଦୁଷ୍ଟମାନଙ୍କୁ ବଧ କରିବ; ଏହେତୁ ହେ ରକ୍ତ-ପିପାସୁ ଲୋକମାନେ, ତୁମ୍ଭେମାନେ ମୋʼ ନିକଟରୁ ଦୂର ହୁଅ । .::. 20. କାରଣ ସେମାନେ ଦୁଷ୍ଟ ଭାବରେ ତୁମ୍ଭ ବିରୁଦ୍ଧରେ କଥା କହନ୍ତି ଓ ତୁମ୍ଭ ଶତ୍ରୁମାନେ ବ୍ୟର୍ଥରେ ତୁମ୍ଭ ନାମ ଧରନ୍ତି । .::. 21. ହେ ସଦାପ୍ରଭୋ, ତୁମ୍ଭ ଘୃଣାକାରୀମାନଙ୍କୁ ମୁଁ କʼଣ ଘୃଣା କରୁ ନାହିଁ? ଓ ଯେଉଁମାନେ ତୁମ୍ଭ ବିରୁଦ୍ଧରେ ଉଠନ୍ତି, ସେମାନଙ୍କ ପ୍ରତି ମୁଁ କʼଣ ବିରକ୍ତ ହେଉ ନାହିଁ? .::. 22. ମୁଁ ସେମାନଙ୍କୁ ସମ୍ପୂର୍ଣ୍ଣ ଘୃଣାରେ ଘୃଣା କରେ; ମୁଁ ସେମାନଙ୍କୁ ଆପଣାର ଶତ୍ରୁ ବୋଲି ଜ୍ଞାନ କରେ । .::. 23. ହେ ପରମେଶ୍ଵର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଙ୍କଳ୍ପସବୁ ଜ୍ଞାତ ହୁଅ; .::. 24. ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ । .::.
  • ଗୀତସଂହିତା ଅଧ୍ୟାୟ 1  
  • ଗୀତସଂହିତା ଅଧ୍ୟାୟ 2  
  • ଗୀତସଂହିତା ଅଧ୍ୟାୟ 3  
  • ଗୀତସଂହିତା ଅଧ୍ୟାୟ 4  
  • ଗୀତସଂହିତା ଅଧ୍ୟାୟ 5  
  • ଗୀତସଂହିତା ଅଧ୍ୟାୟ 6  
  • ଗୀତସଂହିତା ଅଧ୍ୟାୟ 7  
  • ଗୀତସଂହିତା ଅଧ୍ୟାୟ 8  
  • ଗୀତସଂହିତା ଅଧ୍ୟାୟ 9  
  • ଗୀତସଂହିତା ଅଧ୍ୟାୟ 10  
  • ଗୀତସଂହିତା ଅଧ୍ୟାୟ 11  
  • ଗୀତସଂହିତା ଅଧ୍ୟାୟ 12  
  • ଗୀତସଂହିତା ଅଧ୍ୟାୟ 13  
  • ଗୀତସଂହିତା ଅଧ୍ୟାୟ 14  
  • ଗୀତସଂହିତା ଅଧ୍ୟାୟ 15  
  • ଗୀତସଂହିତା ଅଧ୍ୟାୟ 16  
  • ଗୀତସଂହିତା ଅଧ୍ୟାୟ 17  
  • ଗୀତସଂହିତା ଅଧ୍ୟାୟ 18  
  • ଗୀତସଂହିତା ଅଧ୍ୟାୟ 19  
  • ଗୀତସଂହିତା ଅଧ୍ୟାୟ 20  
  • ଗୀତସଂହିତା ଅଧ୍ୟାୟ 21  
  • ଗୀତସଂହିତା ଅଧ୍ୟାୟ 22  
  • ଗୀତସଂହିତା ଅଧ୍ୟାୟ 23  
  • ଗୀତସଂହିତା ଅଧ୍ୟାୟ 24  
  • ଗୀତସଂହିତା ଅଧ୍ୟାୟ 25  
  • ଗୀତସଂହିତା ଅଧ୍ୟାୟ 26  
  • ଗୀତସଂହିତା ଅଧ୍ୟାୟ 27  
  • ଗୀତସଂହିତା ଅଧ୍ୟାୟ 28  
  • ଗୀତସଂହିତା ଅଧ୍ୟାୟ 29  
  • ଗୀତସଂହିତା ଅଧ୍ୟାୟ 30  
  • ଗୀତସଂହିତା ଅଧ୍ୟାୟ 31  
  • ଗୀତସଂହିତା ଅଧ୍ୟାୟ 32  
  • ଗୀତସଂହିତା ଅଧ୍ୟାୟ 33  
  • ଗୀତସଂହିତା ଅଧ୍ୟାୟ 34  
  • ଗୀତସଂହିତା ଅଧ୍ୟାୟ 35  
  • ଗୀତସଂହିତା ଅଧ୍ୟାୟ 36  
  • ଗୀତସଂହିତା ଅଧ୍ୟାୟ 37  
  • ଗୀତସଂହିତା ଅଧ୍ୟାୟ 38  
  • ଗୀତସଂହିତା ଅଧ୍ୟାୟ 39  
  • ଗୀତସଂହିତା ଅଧ୍ୟାୟ 40  
  • ଗୀତସଂହିତା ଅଧ୍ୟାୟ 41  
  • ଗୀତସଂହିତା ଅଧ୍ୟାୟ 42  
  • ଗୀତସଂହିତା ଅଧ୍ୟାୟ 43  
  • ଗୀତସଂହିତା ଅଧ୍ୟାୟ 44  
  • ଗୀତସଂହିତା ଅଧ୍ୟାୟ 45  
  • ଗୀତସଂହିତା ଅଧ୍ୟାୟ 46  
  • ଗୀତସଂହିତା ଅଧ୍ୟାୟ 47  
  • ଗୀତସଂହିତା ଅଧ୍ୟାୟ 48  
  • ଗୀତସଂହିତା ଅଧ୍ୟାୟ 49  
  • ଗୀତସଂହିତା ଅଧ୍ୟାୟ 50  
  • ଗୀତସଂହିତା ଅଧ୍ୟାୟ 51  
  • ଗୀତସଂହିତା ଅଧ୍ୟାୟ 52  
  • ଗୀତସଂହିତା ଅଧ୍ୟାୟ 53  
  • ଗୀତସଂହିତା ଅଧ୍ୟାୟ 54  
  • ଗୀତସଂହିତା ଅଧ୍ୟାୟ 55  
  • ଗୀତସଂହିତା ଅଧ୍ୟାୟ 56  
  • ଗୀତସଂହିତା ଅଧ୍ୟାୟ 57  
  • ଗୀତସଂହିତା ଅଧ୍ୟାୟ 58  
  • ଗୀତସଂହିତା ଅଧ୍ୟାୟ 59  
  • ଗୀତସଂହିତା ଅଧ୍ୟାୟ 60  
  • ଗୀତସଂହିତା ଅଧ୍ୟାୟ 61  
  • ଗୀତସଂହିତା ଅଧ୍ୟାୟ 62  
  • ଗୀତସଂହିତା ଅଧ୍ୟାୟ 63  
  • ଗୀତସଂହିତା ଅଧ୍ୟାୟ 64  
  • ଗୀତସଂହିତା ଅଧ୍ୟାୟ 65  
  • ଗୀତସଂହିତା ଅଧ୍ୟାୟ 66  
  • ଗୀତସଂହିତା ଅଧ୍ୟାୟ 67  
  • ଗୀତସଂହିତା ଅଧ୍ୟାୟ 68  
  • ଗୀତସଂହିତା ଅଧ୍ୟାୟ 69  
  • ଗୀତସଂହିତା ଅଧ୍ୟାୟ 70  
  • ଗୀତସଂହିତା ଅଧ୍ୟାୟ 71  
  • ଗୀତସଂହିତା ଅଧ୍ୟାୟ 72  
  • ଗୀତସଂହିତା ଅଧ୍ୟାୟ 73  
  • ଗୀତସଂହିତା ଅଧ୍ୟାୟ 74  
  • ଗୀତସଂହିତା ଅଧ୍ୟାୟ 75  
  • ଗୀତସଂହିତା ଅଧ୍ୟାୟ 76  
  • ଗୀତସଂହିତା ଅଧ୍ୟାୟ 77  
  • ଗୀତସଂହିତା ଅଧ୍ୟାୟ 78  
  • ଗୀତସଂହିତା ଅଧ୍ୟାୟ 79  
  • ଗୀତସଂହିତା ଅଧ୍ୟାୟ 80  
  • ଗୀତସଂହିତା ଅଧ୍ୟାୟ 81  
  • ଗୀତସଂହିତା ଅଧ୍ୟାୟ 82  
  • ଗୀତସଂହିତା ଅଧ୍ୟାୟ 83  
  • ଗୀତସଂହିତା ଅଧ୍ୟାୟ 84  
  • ଗୀତସଂହିତା ଅଧ୍ୟାୟ 85  
  • ଗୀତସଂହିତା ଅଧ୍ୟାୟ 86  
  • ଗୀତସଂହିତା ଅଧ୍ୟାୟ 87  
  • ଗୀତସଂହିତା ଅଧ୍ୟାୟ 88  
  • ଗୀତସଂହିତା ଅଧ୍ୟାୟ 89  
  • ଗୀତସଂହିତା ଅଧ୍ୟାୟ 90  
  • ଗୀତସଂହିତା ଅଧ୍ୟାୟ 91  
  • ଗୀତସଂହିତା ଅଧ୍ୟାୟ 92  
  • ଗୀତସଂହିତା ଅଧ୍ୟାୟ 93  
  • ଗୀତସଂହିତା ଅଧ୍ୟାୟ 94  
  • ଗୀତସଂହିତା ଅଧ୍ୟାୟ 95  
  • ଗୀତସଂହିତା ଅଧ୍ୟାୟ 96  
  • ଗୀତସଂହିତା ଅଧ୍ୟାୟ 97  
  • ଗୀତସଂହିତା ଅଧ୍ୟାୟ 98  
  • ଗୀତସଂହିତା ଅଧ୍ୟାୟ 99  
  • ଗୀତସଂହିତା ଅଧ୍ୟାୟ 100  
  • ଗୀତସଂହିତା ଅଧ୍ୟାୟ 101  
  • ଗୀତସଂହିତା ଅଧ୍ୟାୟ 102  
  • ଗୀତସଂହିତା ଅଧ୍ୟାୟ 103  
  • ଗୀତସଂହିତା ଅଧ୍ୟାୟ 104  
  • ଗୀତସଂହିତା ଅଧ୍ୟାୟ 105  
  • ଗୀତସଂହିତା ଅଧ୍ୟାୟ 106  
  • ଗୀତସଂହିତା ଅଧ୍ୟାୟ 107  
  • ଗୀତସଂହିତା ଅଧ୍ୟାୟ 108  
  • ଗୀତସଂହିତା ଅଧ୍ୟାୟ 109  
  • ଗୀତସଂହିତା ଅଧ୍ୟାୟ 110  
  • ଗୀତସଂହିତା ଅଧ୍ୟାୟ 111  
  • ଗୀତସଂହିତା ଅଧ୍ୟାୟ 112  
  • ଗୀତସଂହିତା ଅଧ୍ୟାୟ 113  
  • ଗୀତସଂହିତା ଅଧ୍ୟାୟ 114  
  • ଗୀତସଂହିତା ଅଧ୍ୟାୟ 115  
  • ଗୀତସଂହିତା ଅଧ୍ୟାୟ 116  
  • ଗୀତସଂହିତା ଅଧ୍ୟାୟ 117  
  • ଗୀତସଂହିତା ଅଧ୍ୟାୟ 118  
  • ଗୀତସଂହିତା ଅଧ୍ୟାୟ 119  
  • ଗୀତସଂହିତା ଅଧ୍ୟାୟ 120  
  • ଗୀତସଂହିତା ଅଧ୍ୟାୟ 121  
  • ଗୀତସଂହିତା ଅଧ୍ୟାୟ 122  
  • ଗୀତସଂହିତା ଅଧ୍ୟାୟ 123  
  • ଗୀତସଂହିତା ଅଧ୍ୟାୟ 124  
  • ଗୀତସଂହିତା ଅଧ୍ୟାୟ 125  
  • ଗୀତସଂହିତା ଅଧ୍ୟାୟ 126  
  • ଗୀତସଂହିତା ଅଧ୍ୟାୟ 127  
  • ଗୀତସଂହିତା ଅଧ୍ୟାୟ 128  
  • ଗୀତସଂହିତା ଅଧ୍ୟାୟ 129  
  • ଗୀତସଂହିତା ଅଧ୍ୟାୟ 130  
  • ଗୀତସଂହିତା ଅଧ୍ୟାୟ 131  
  • ଗୀତସଂହିତା ଅଧ୍ୟାୟ 132  
  • ଗୀତସଂହିତା ଅଧ୍ୟାୟ 133  
  • ଗୀତସଂହିତା ଅଧ୍ୟାୟ 134  
  • ଗୀତସଂହିତା ଅଧ୍ୟାୟ 135  
  • ଗୀତସଂହିତା ଅଧ୍ୟାୟ 136  
  • ଗୀତସଂହିତା ଅଧ୍ୟାୟ 137  
  • ଗୀତସଂହିତା ଅଧ୍ୟାୟ 138  
  • ଗୀତସଂହିତା ଅଧ୍ୟାୟ 139  
  • ଗୀତସଂହିତା ଅଧ୍ୟାୟ 140  
  • ଗୀତସଂହିତା ଅଧ୍ୟାୟ 141  
  • ଗୀତସଂହିତା ଅଧ୍ୟାୟ 142  
  • ଗୀତସଂହିତା ଅଧ୍ୟାୟ 143  
  • ଗୀତସଂହିତା ଅଧ୍ୟାୟ 144  
  • ଗୀତସଂହିତା ଅଧ୍ୟାୟ 145  
  • ଗୀତସଂହିତା ଅଧ୍ୟାୟ 146  
  • ଗୀତସଂହିତା ଅଧ୍ୟାୟ 147  
  • ଗୀତସଂହିତା ଅଧ୍ୟାୟ 148  
  • ଗୀତସଂହିତା ଅଧ୍ୟାୟ 149  
  • ଗୀତସଂହିତା ଅଧ୍ୟାୟ 150  
Common Bible Languages
West Indian Languages
×

Alert

×

oriya Letters Keypad References